ଚିକିତ୍ସା ସେବା ଅନୁଧ୍ୟାନ କଲେ ଜିଲାପାଳ

ଅନୁଗୋଳ ଅଫିସ୍‌, ୨୪ା୧

ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି ଗୁରୁବାର ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନରେ ଯାଇ ଚିକିତ୍ସା ସେବା ଅନୁଧ୍ୟାନ କରିଛନ୍ତି। ମେଡିକାଲରେ ରୋଗୀଙ୍କୁ କିପରି ସେବା ପ୍ରଦାନ କରାଯାଉଛି ସେ ସମ୍ପର୍କରେ ରୋଗୀଙ୍କ ଠାରୁ ପଚାରି ବୁଝିଛନ୍ତି। ରୋଗୀ ସଂଖ୍ୟା ବଢ଼ୁଥିବାରୁ ଟିକେଟ୍‌ କାଉଣ୍ଟରକୁ ୨ରୁ ୫କୁ ବୃଦ୍ଧି କରାଯିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।
ଅପରାହ୍ନରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପରେ ଜିଲାପାଳ ମେଡିକାଲର ବିଭିନ୍ନ ଓ୍ବାର୍ଡ ବୁଲିଥିଲେ। ତାଙ୍କ ସହ ସହରର କେତେଜଣ ବ୍ୟକ୍ତି ଓ ଡାକ୍ତର ବିଶ୍ୱଜିତ ସାମଲ ଉପସ୍ଥିତ ଥିଲେ। ଆଉଟ୍‌ ଡୋର ନିକଟରେ ରୋଗୀଙ୍କ ଲମ୍ବାଧାଡ଼ି ଦେଖି ଜିଲାପାଳ କମ୍ପ୍ୟୁଟରାଇଜ୍‌ ପଞ୍ଜୀକରଣ ହେଉଥିବା କାଉଣ୍ଟରକୁ ଯାଇଥିଲେ। ସେଠାରେ ମଧ୍ୟ ବହୁ ସଂଖ୍ୟାରେ ରୋଗୀ ଲାଇନ୍‌ରେ ଠିଆ ହୋଇଥିବାରୁ ଜିଲାପାଳ ବିରକ୍ତି ପ୍ରକାଶ କରିଥିଲେ। ତୁରନ୍ତ ଲୋକଙ୍କୁ ଟିକେଟ୍‌ ପ୍ରଦାନ କରିବାକୁ କାଉଣ୍ଟରରେ ଥିବା କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ଏମ୍‌ଆର୍‌ଆଇ ସମ୍ମୁଖରେ ଜିଲାପାଳ ଛିଡ଼ା ହେବା ସମୟରେ କେତେଜଣ ରୋଗୀଙ୍କ ସହ ଆଲୋଚନା କରିଥିଲେ। ମିଳୁଥିବା ଚିକିତ୍ସା, ଠିକ୍‌ ସମୟରେ ଡାକ୍ତର ଆସୁଛନ୍ତି କି ନାହିଁ, ବାହାରୁ ଔଷଧ କିଣିବାକୁ ପଡ଼ୁଛି କି ନାହିଁ ସେ ସମ୍ପର୍କରେ ପଚାରି ବୁଝିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଖାନା ପରିସରରେ ଶିଶୁପୁତ୍ରକୁ ଫିଙ୍ଗି ପଳାଇଲେ

କେନ୍ଦୁଝର,୭ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ବୁଧବାର ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଥିବା ଜଣାପଡ଼ିଛି। କିଏ କେବେ ଫୋପାଡ଼ିଛି ଜଣା ପଡ଼ି ନ...

ପିଆଇଏଲ୍‌ ପୂର୍ବରୁ ପ୍ରତିପକ୍ଷଙ୍କୁ ସମୟ ଦିଅ

ଭୁବନେଶ୍ୱର, ୪।୪(ବ୍ୟୁରୋ):  ଦିନକୁ ଦିନ ଉଚ୍ଚ ଅଦାଲତରେ ଜନସ୍ବାର୍ଥ ମାମଲା(ପିଆଇଏଲ୍‌)ର ସଂଖ୍ୟା ବଢ଼ିବାରେ ଲାଗିଛି। ବିଶେଷକରି ଅନେକ କ୍ଷେତ୍ରରେ ଆବେଦନକାରୀମାନେ କୌଣସି କର୍ତ୍ତୃପକ୍ଷଙ୍କ ନିକଟରେ ଦରଖାସ୍ତ...

ଆଜି ସରିବ ଯୁକ୍ତ ୩ ନାମଲେଖା ଆବେଦନ

ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ଯୁକ୍ତ୩ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଗୁରୁବାର ଶେଷ ହେବ। ରାତି ୧୧ଟା ୪୫ ଭିତରେ ଛାତ୍ରୀଛାତ୍ର ଆବେଦନ କରିପାରିବେ।...

ଆଜି ଭୁବନେଶ୍ୱରରୁ ଆକ୍ରାନ୍ତ, ସୁସ୍ଥ ସଂଖ୍ୟା ସମାନ

ଭୁବନେଶ୍ୱର,୧୧।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨ ଜଣ ରହିଥିବା ବେଳେ ଲୋକାଲ କେସ୍‌...

ଓଲଟିଲା ଗ୍ୟାସ ଟ୍ୟାଙ୍କର

ଛେଣ୍ଡିପଦା,୧୦।୫(ସ୍ବ.ପ୍ର)- ଅନୁଗୋଳ-ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଥାନା ତୁବେ ଗ୍ରାମଠାରେ ରବିବାର ଅପରାହ୍ନରେ ଏକ ଗ୍ୟାସ ଟ୍ୟାଙ୍କର ରାସ୍ତାକଡ଼କୁ ଓଲଟିପଡିଥିଲା। ଏଥିରେ ଚାଳକଙ୍କ ସମେତ...

ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ଆର୍‌ଡି ସହକାରୀ ଯନ୍ତ୍ରୀ

ଢେଙ୍କାନାଳ ଅଫିସ, ୧୮।୧୧: ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ତାଳଚେର କଣିହା ଗ୍ରାମ୍ୟ ନିର୍ମାଣ ବିଭାଗ (ଆର୍‌ଡି) ସହକାରୀ ଯନ୍ତ୍ରୀ ଚନ୍ଦ୍ରମଣି ସାହୁଙ୍କ ଢେଙ୍କାନାଳସ୍ଥିତ...

ମଙ୍ଗଳାଙ୍କୁ ଲାଗିହେଲା ୧ଲକ୍ଷ ୮ ନୀଳକଇଁ

ପୁରୀ ଅଫିସ,୬।୧୦: ଶାରଦୀୟ ଦଶହରା ପାଇଁ ଉତ୍ସବ ମୁଖର ପୁରପଲ୍ଲୀ। ଆନନ୍ଦ ଉଲ୍ଲାସରେ ସମସ୍ତେ ମା’ ଦୁର୍ଗତିନାଶିନୀଙ୍କୁ ଆରାଧନା କରୁଛନ୍ତି। ଶ୍ରୀକ୍ଷେତ୍ରରେ ବିଭିନ୍ନ ଶକ୍ତିପୀଠରେ ଚାଲିଛି...

ସରକାରଙ୍କଠାରୁ ସହଯୋଗ ଲୋଡ଼ିଲା ସିଆଇଆଇ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣକୁ ହ୍ରାସ କରିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ ଜାରି ରହିଛି। ଏହାଦ୍ୱାରା ଅର୍ଥନେତିକ ଗତିବିଧି ବହୁଳ ଭାବେ ପ୍ରଭାବିତ ହୋଇଛି। ତେଣୁ...

Advertisement
Archives

Model This Week