ଚିକି ଚିକି ମୋର ଚିକିଣି ଗାଲ..

‘ଚିକି ଚିକି ମୋର ଚିକିଣି ଗାଲ, ରଙ୍ଗବତୀ ରସବତୀ ଜାଇଫୁଲ’। ଏପରି ଏକ ଆଇଟମ୍‌ ଗୀତକୁ ନେଇ ଓଲିଉଡ୍‌ରେ ଚର୍ଚ୍ଚା ଜୋର୍‌ ଧରିଛି। ଡ. ନିର୍ମଳ ନାୟକଙ୍କ ରଚିତ ଏବଂ ଅମରେନ୍ଦ୍ର ମହାନ୍ତିଙ୍କ ସ୍ବର ସଂଯୋଜିତ ଏହି ଗୀତଟି ପାଇଁ କଣ୍ଠଦାନ କରିଛନ୍ତି ଅସୀମା ପଣ୍ଡା। ଖାସ୍‌ କଥା ହେଲା, ଏଥିରେ ଡ୍ୟାନ୍ସ ତଡକା ଲଗାଇଛନ୍ତି ଚର୍ଚ୍ଚିତ ଆଇଟମ ଗର୍ଲ ରାନୀ ପଣ୍ଡା। ଫିଲ୍ମଟି ହେଲା ‘ଗଁା ନଁା ଗାଲୁଆପୁର’। ଅର୍ଥାତ୍‌, ରାନୀ ଖୁବ୍‌ଶୀଘ୍ର ବଡ଼ ପରଦାରେ ଆଇଟମ୍‌ ନମ୍ବରରେ ଦେଖାଦେବେ। ତାଙ୍କୁ ଏପରି ସୁଯୋଗ ଦେଇଛନ୍ତି ନିର୍ଦ୍ଦେଶକ ଜିତେନ୍ଦ୍ର ମହାପାତ୍ର। ।
ତାଙ୍କ ନିର୍ଦ୍ଦେଶନାରେ ଫିଲ୍ମର ଶୁଟିଂ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ସ୍ବଚ୍ଛ ଭାରତ ଅଭିଯାନ ବାର୍ତ୍ତାକୁ ଲୋକଙ୍କ ନିକଟରେ ପହଞ୍ଚାଇବାକୁ ଏଥିରେ ପ୍ରୟାସ କରାଯାଇଛି। କାହାଣୀ ଅନୁସାରେ ଫିଲ୍ମର ନାୟକ ପପୁ ପମପମ ଜଣେ ପ୍ଲମ୍ବର ଭୂମିକାରେ ଅଭିନୟ କରୁଛନ୍ତି। ହେଲେ ସେ ଏକ ବଡ଼ ଚାକିରି କରିଛି ବୋଲି କହି ବୁଲୁଛି। ତେବେ ଏହାର ଶେଷ ପରିଣତି କ’ଣ ହେଉଛି ତାହା ନିକଟରେ ଶୁଟିଂ ଶେଷ ହୋଇଥିବା ସିନେମାରେ ଦେଖିବାକୁ ମିଳିବ। ଅନ୍ୟପକ୍ଷରେ ଏପରି ଆଇଟମ ନମ୍ବରକୁ ନେଇ ବେଶ୍‌ ଆଶାବାଦୀ ଅଛନ୍ତି ରାନୀ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri