Posted inଫୁରସତ

ଚିକୁନଗୁନିଆକୁ ରୋକିବ ଯନ୍ତ୍ର

ନ୍ୟୁୟର୍କ: ୟୁଏସ୍‌ ସେଣ୍ଟର୍ସ ଫର୍‌ ଡିଜିଜ୍‌ କଣ୍ଟ୍ରୋଲ ଆଣ୍ଡ୍‌ ପ୍ରିଭେନଶନ(ସିଡିଓ)ର ଗବେଷକମାନେ ଏକ ଡିଭାଇସ୍‌ ବିକାଶ କରିଛନ୍ତି ଯାହା ମାଈ ମଶାଙ୍କୁ ଆକର୍ଷିତ କରିପାରିବ। ମଶା ଅଣ୍ଡା ଦେବାକୁ ଜାଗା ଖୋଜୁଥିବା ସମୟରେ ଏହି ଯନ୍ତ୍ର ମଶାକୁ ଟ୍ରାପ୍‌ କରିିବ। ଜର୍ନାଲ ପିଏଲ୍‌ଓଏସ୍‌ରେ ଏ ସମ୍ପର୍କିତ ତଥ୍ୟ ପ୍ରକାଶ ପାଇଛି। ଅଟୋସାଇଡାଲ ଗ୍ରାଭିଡି ଓଭିଟ୍ରାପ(ଏଜିଓ ଟ୍ରାପ) ନାମକ ଯନ୍ତ୍ର ଆମେରିକାର ପୁର୍ଟୋରିକୋରେ ପରୀକ୍ଷା କରାଯାଇଛି। ଯେଉଁ ପରିବାରରେ ଏହି ଯନ୍ତ୍ରକୁ ରଖାଯାଇଥିଲା ସେହି ପରିବାରରେ ଏଜିଓ ଟ୍ରାପ ରଖାଯାଇନଥିବା ପରିବାର ତୁଳନାରେ କମ୍‌ ପଜିଟିଭ କେସ୍‌ ମିଳିଥିଲା। ଏହି ଡିଭାଇସ ପୂରା କେମିକାଲମୁକ୍ତ। ଏହା ସହଜରେ ଏଡିଶ ମଶାର ବଂଶବୃଦ୍ଧିକୁ ନିୟନ୍ତ୍ରଣ କରିବା ସହ ସଂକ୍ରମଣ ମୁକ୍ତ କରିବ। ଏଜିଓ ଟ୍ରାପ ଅଧିକ ଲୋକ ବସବାସ କରୁଥିବା ଅଞ୍ଚଳରେ କିଭଳି କାମ କରିବା ତାହା ଉପରେ ସମୀକ୍ଷା କରାଯିବାପରେ ଜଣାପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ସବୁଠୁ ବଡ଼ ଚଳନ୍ତା ରୋବୋ

ଜାପାନର ମେକାନିକାଲ କମ୍ପାନୀ ସକାକିବାରା କିକାଇ ତିଆରି କରିଛି ପୃଥିବୀର ସବୁଠାରୁ ବଡ଼ ହ୍ୟୁମାନୋଏଡ୍‌ ଭେହିକଲ୍‌। ଏହା ଦେଖିବାକୁ ଏକ ବିରାଟକାୟ ରୋବୋ ପରି, ଯାହାର...

ସଫଳତାର କାହାଣୀ

ପର୍ଯ୍ୟଟକ ତଥା ଅତିଥିମାନଙ୍କୁ ଆତିଥେୟତା ପ୍ରଦାନ କରିବା ହେଉଛି ହୋଟେଲ ଶିଳ୍ପର ଉଦ୍ଦେଶ୍ୟ। ଯାହା ଯୁବପିଢୀଙ୍କ ପାଇଁ ରୋଜଗାରର ଏକ ମାଧ୍ୟମ ପାଲଟିଛି। ଏଥିରେ ରୋଷେଇ...

ଲିଙ୍ଗ ପରିବର୍ତ୍ତନ କରି ଭଉଣୀ ହେଲେ ଯାଆଁଳା ଭାଇ

ବ୍ରାଜିଲରେ ରହୁଥିବା ୨ ଯାଆଁଳା ଭାଇ ସେମାନଙ୍କର ଅଧିକାଂଶ କାମ ଏକାଠି କରିଥାନ୍ତି। ଏବେ ଏହି ୨ ଭାଇ ଏକତ୍ରି ଟ୍ରାନ୍ସଜେଣ୍ଡର ଅପରେଶନ କରି ରେକର୍ଡ...

ଗୋଟିଏ ହାତରେ ୬ ଜଣଙ୍କୁ ଟେକନ୍ତି, ଏତେ ଶକ୍ତିଶାଳୀ ଯେ ଘୋଡାକୁ କାନ୍ଧରେ ଉଠାଇ ବୁଲିଥାନ୍ତି ଏହି ବ୍ୟକ୍ତି

ନୂଆଦିଲ୍ଲୀ: ଆପଣ ଲୋକଙ୍କୁ ଘୋଡ଼ା ପିଠିରେ ବସିଥିବା ଦେଖିଥିବେ ନିଶ୍ଚୟ। ହେଲେ ଯଦି କୁହାଯାଏ ଘୋଡାକୁ ନିଜ କାନ୍ଧରେ ଉଠାଇ ଚାଲିବା, ଏଭଳି ଘଟଣା ବିରଳ।...

ସ୍ବାମୀଙ୍କ ସ୍ମୃତିରେ ୭୩ ହଜାର ଗଛ ଲଗେଇଲେଣି ମହିଳା

ବେଙ୍ଗାଲୁରୁ, ୧୨।୬: ପରିବେଶକୁ ସୁନ୍ଦର ଭାବେ ଗଢିତୋଳିବା ପାଇଁ ସମାଜର କିଛି ବ୍ୟକ୍ତି ଆଗେଇ ଆସନ୍ତି। ସେମାନଙ୍କୁ ମଧ୍ୟରେ ଜଣେ ହେଲେ ବେଙ୍ଗାଲୁରୁର ଜେନେଟ ଯଜ୍ଞଶ୍ୱରନ୍‌।...

ଏରୋପ୍ଲେନ୍‌ ହ୍ୟାଣ୍ଡବ୍ୟାଗର ମୂଲ୍ୟ ଏରୋପ୍ଲେନ୍‌ଠୁ ବେଶି

ଲୁଇସ୍‌ ଭିଟୋନ୍‌ ମେନ୍ସଓ୍ବେର୍‌ର ଆର୍ଟିଷ୍ଟିକ୍‌ ଡାଇରେକ୍ଟର ଭିର୍ଗିଲ ଅବ୍‌ଲୋହ ଡିଜାଇନ୍‌ କରିଛନ୍ତି ଏକ ନୂଆ ହ୍ୟାଣ୍ଡବ୍ୟାଗ୍‌। ପୁରୁଷଙ୍କ ପାଇଁ ଉଦ୍ଦିଷ୍ଟ ଏହି ହ୍ୟାଣ୍ଡବ୍ୟାଗ୍‌ ଦେଖିବାକୁ ଏରୋପ୍ଲେନ୍‌...

ଏଠି ହୋଇଥାଏ ଅସ୍ଥାୟୀ ବିବାହ

ବିବାହ ସର୍ବଦା ସ୍ଥାୟୀ ବୋଲି କୁହାଯାଏ। ହେଲେ ବିଶ୍ୱରେ ଏମିତି ଏକ ଦେଶ ଅଛି ଯେଉଁଠି ଅସ୍ଥାୟୀ ବିବାହ କରାଯାଏ। ବେଳେବେଳେ ମାତ୍ର କିଛି ଘଣ୍ଟା...

ଦଶହରା ଉତ୍ସବ ରଦ୍ଦ: କରୋନାରେ ଆକ୍ରାନ୍ତ ହେଲେ ରାବଣ, ହସ୍ପିଟାଲରେ ଭର୍ତ୍ତି

ଦଶହରା ଉତ୍ସବ ରଦ୍ଦ ହୋଇଛି। କାରଣ ରାବଣ କରୋନା ପଜିଟିଭ ହୋଇଛନ୍ତି। ତେଣୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବାକୁ ପଡ଼ିଛି। ଶୁଣିବାକୁ ଏହା ଆଶ୍ଚର୍ଯ୍ୟ ଲାଗୁଥିବ...

Advertisement
Archives

Model This Week