ଚିଟିକାମାଲରେ ଦମ୍ପତିଙ୍କୁ ହତ୍ୟା ଘଟଣା:ଗୁଣିଗାରେଡ଼ିରୁ ହତ୍ୟା ସ୍ପଷ୍ଟ

ବଲାଙ୍ଗୀର ଅଫିସ/ ପାଟଣାଗଡ଼,୨୦-୯ (ଡି.ଏନ.ଏ.):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ତଥା ଲରମ୍ଭା ଥାନା ଅନ୍ତର୍ଗତ ଚିଟିକାମାଲ ଗଁାରେ ଗତ ୧୬ ତାରିଖରେ ସଂଘଠିତ ଦମ୍ପତି ହତ୍ୟା ଘଟଣା ଗୁଣିଗାରେଡିରୁ ହୋଇଥିବା ପୋଲିସ ସ୍ପଷ୍ଟ କରିଛି। ଏସ୍‌ପି ମାଡକର ସନ୍ଦୀପ ସମ୍ପତ୍‌ ପାଟଣାଗଡ଼ ଥାନାରେ ଏକ ଖବରତାଦା ସମ୍ମିଳନୀରେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଗୁଣିଗାରେଡି ସନ୍ଦେହରେ ଚିଟିକାମାଲ ଗଁାର ଚିନ୍ତାମଣି ବରିହା ଓ ତାଙ୍କ ସ୍ତ୍ରୀ ରୁକ୍ମିଣୀଙ୍କୁ ନିର୍ମମ ହତ୍ୟା କରାଯାଇ ପାଖ ପାହାଡରେ ଫିଙ୍ଗି ଦିଆଯାଇଥିଲା। ଏହି ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି ା ଗିରଫ ଅଭିଯୁକ୍ତଙ୍କୁ ଗୁରୁବାର କୋର୍ଟଚାଲାଣ କରାଯାଇଛି। ଅନ୍ୟଜଣେ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି ବୋଲି ଏସପି ସୂଚନା ଦେଇଛନ୍ତି ା ଏସପି ସମ୍ପତ୍‌ କହିଥିଲେ ଯେ, ଗିରଫ ସମସ୍ତ ଅଭିଯୁକ୍ତ ଦୋଷ ସ୍ବୀକାର କରିଛନ୍ତି ଓ ଗୁଣିଗାରେଡି ସନ୍ଦେହରୁ ସେମାନେ ଏଭଳି କାଣ୍ଡ କରିଥିତ୍ବା କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାରିକେଡ୍‌ ଡେଉଁଛନ୍ତି ଅମାନିଆ: ତାଗିଦ୍‌ କରିବାରୁ ବିଡିଓଙ୍କୁ ଦୁର୍ବ୍ୟବହାର

ଆର.ଉଦୟଗିରି,୧୫ା୭(ଡି.ଏନ୍‌.ଏ.)-ଗଜପତି ଜିଲା ଆର୍‌.ଉଦୟଗିରି ପଞ୍ଚାୟତର ଜଣେ ଆୟୁଷ ଡ଼ାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ହୋମ୍‌ଗାର୍ଡ କରୋନା ସଂକ୍ରମିତ ହେବାପରେ ସେମାନେ ରହୁଥିବା ପଞ୍ଚାୟତର ୩ ସାହିକୁ ୭ଦିନ...

ଅସାହାକୁଁ ସାହାଯ୍‌ର ହାତ୍‌ ବଢ଼ାଲା ପରଶାସନ

ଲାଠୋର, ୪।୩ (ଡି.ଏନ୍‌.ଏ.)-ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ହଲନଭଟା ପଁଚେତ୍‌ ଅଧୀନ ଖର୍ଲି ଗଁାର ବୁରୁଧ୍‌ ଦମ୍ପତି ବସୁ ସାଗର ଆର ତାକର ମାଏକିନା ବଡ଼...

ସନ୍ଧ୍ୟା ୬ ପରେ ନନ୍ଦନକାନନକୁ ପ୍ରବେଶ ମନା

ବାରଙ୍ଗ,୨୬।୧୧(ଡି.ଏନ୍‌.ଏ.): ସପ୍ତାହକୁ ଗୋଟେ ଦିନ ପ୍ରତି ସୋମବାର ନନ୍ଦନକାନନ ବନ୍ଦ ରହୁଛି। ଏହିଦିନ ପଶୁପକ୍ଷୀ କୋଳାହଳରୁ ଦୂରେଇ ରହିବା ସହ ପରିସରର ଆନୁଷଙ୍ଗିକ କାର୍ଯ୍ୟ କରିବା...

ଏମାର ମଠରୁ ମିଳିଲା ୪୫ ରୁପା ଇଟା, ୪ଫୁଟ ତଳେ ପୋତା ହୋଇ ରହିଥିଲା

ପୁରୀ ଅଫିସ,୧୧।୪: ରୁପା ଇଟାକୁ ନେଇ ଚର୍ଚ୍ଚାରେ ଥିବା ପୁରୀ ଏମାର ମଠରୁ ଦେବୋତ୍ତର ବିଭାଗର ତାଲିକାଭୁକ୍ତ ୪୫ଖଣ୍ଡ ରୁପା ଇଟାକୁ ଶନିବାର ଜିଲା କୋଷାଗାରକୁ...

ଗଛମୂଳରୁ ଶୁଭୁଥିଲା ନବଜାତକର କାନ୍ଦ ଶବ୍ଦ, ଆଉ ତା’ ପରେ…

ବାରଙ୍ଗ,୨।୫(ଡି.ଏନ୍‌.ଏ): ରାଜଧାନୀ ଉପକଣ୍ଠ କଳାରାହଙ୍ଗ ଗ୍ରାମମୁଣ୍ଡ ପୋଖରୀ ହୁଡ଼ା ପଛପଟରୁ ଇନ୍‌ ଫୋସିସ୍‌ ଥାନା ପୋଲିସ ରବିବାର ସକାଳେ ଏକ ନବଜାତ ଶିଶୁକୁ ଉଦ୍ଧାର କରି...

ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସ୍କୁଲ ଖୋଲିବା ନେଇ କ’ଣ କହିଲେ ମନ୍ତ୍ରୀ

ଭୁବନେଶ୍ୱର,୧।୮(ବ୍ୟୁରୋ): : ଅଗଷ୍ଟ ମାସ ପାଇଁ ଯେଉଁ କୋଭିଡ୍‌ ଗାଇଡଲାଇନ ଜାରି କରାଯାଇଛି, ସେଥିରେ ଶିକ୍ଷାନୁଷ୍ଠାନ ଖୋଲିବା ନେଇ ସମ୍ପୃକ୍ତ ବିଭାଗଗୁଡ଼ିକ ନିଷ୍ପତ୍ତି ନେଇ ପାରିବେ...

ଶ୍ୱଶୁର ଘରକୁ ଆସି ଚୋରି ଉଦ୍ୟମ: ଜ୍ୱାଇଁ ଗିରଫ

କଳିଙ୍ଗନଗର,୧୮।୮(ଡି.ଏନ.ଏ)- ଶ୍ୱଶୁର ଘରକୁ ବୁଲିବାକୁ ଆସି ଗାଡ଼ି ବ୍ୟାଟେରୀ ଓ ଯନ୍ତ୍ରାଂଶ ଚୋରି କରୁଥିବାବେଳେ ଧରାପଡ଼ି ଯଖପୁରା ପୋଲିସ ଦ୍ୱାରା କୋର୍ଟଚାଲାଣ ହୋଇଛନ୍ତି ଜ୍ୱାଇଁ। ଏଭଳି...

ଶ୍ରୀଜିଉଙ୍କ ନବଯୌବନ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ପୁରୀ ଅଫିସ,୨୯।୬: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ନବଯୌବନ ଦର୍ଶନ ଆରମ୍ଭ ହୋଇଛି। ତାଟି ଫିଟିବା ପରେ ଦକ୍ଷିଣ ଦ୍ୱାର ଦେଇ ଭକ୍ତ ମହାପ୍ରଭୁଙ୍କ ପରିମାଣିକ ଦର୍ଶନ କରୁଛନ୍ତି।...

Advertisement
Archives

Model This Week