ଚିତ୍ରକଳାରେ କରୋନା ସଚେତନତା

ଆସିକା,୨୧ା୪(ଡି.ଏନ୍‌.ଏ.): ଆସିକା କଳାକାର ସଂଘ ପକ୍ଷରୁ ସହରର ବିଜୁ ପଟ୍ଟନାୟକ ଛକ, ବସଷ୍ଟାଣ୍ଡ, ତାଲୁକା ଛକ ଆଦିର ମୁଖ୍ୟ ରାସ୍ତାରେ ଚିତ୍ରକଳା ମାଧ୍ୟମରେ ମହାମାରୀ କରୋନା ସମ୍ପର୍କରେ ଲୋକଙ୍କୁ ସଚେତନ କରାଯାଇଛି । ଚିତ୍ରାଙ୍କନରେ କରୋନା ମୁକାବିଲା ନିମନ୍ତେ ଜନସାଧାରଣଙ୍କୁ ଆହ୍ବାନ ଦିଆଯାଇଛି ।ସଂଘର ସଭାପତି କାମେଶ୍ୱର ଆଚାରୀଙ୍କ ତତ୍ତ୍ୱାବଧାନରେ ଶଙ୍କର ରାଓ, ଡି.ଭି. ଜୟସିଂ, ସୁଶାନ୍ତ ଆଚାରୀ, ବୁଢା ମହାରଣା, ପ୍ରତାପ ଶତପଥୀ, ସୁଶାନ୍ତ କୁମାର ପଣ୍ଡା, ପ୍ରତାପ ମହାରଣାଙ୍କ ସମେତ ବହୁ ଚିତ୍ରକର ଏଥିରେ ସାମିଲ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

କପିଳେନ୍ଦ୍ର ଦାସଙ୍କୁ ଭାରତ ରତ୍ନ ଗୌରବ ସମ୍ମାନ: ଅଞ୍ଚଳରେ ଖେଳିଗଲା ଖୁସିର ଲହରୀ

ନୂଆପଡ଼ା,୮ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଭେଳା ଗାଁର ଶିକ୍ଷାବିତ୍‌ ତଥା ଖଡିଆଳ ରାଜା ଏଟି ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଡ. କପିଳେନ୍ଦ୍ର…

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri