ଚିତ୍ରକୋଣ୍ଡାରେ ବ୍ଲକ ସ୍ତରୀୟ ସମ୍ବିଧାନ ଦିବସ ପାଳିତ

ଚିତ୍ରକୋଣ୍ଡା,୨୬।୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଆନୁକୂଲ୍ୟରେ ଚିତ୍ରକୋଣ୍ଡା ବ୍ଲକଠାରେ ମଙ୍ଗଳବାର ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ଆମ୍ବେଦକର ଜୟନ୍ତୀ ପାଳନ କମିଟି ତଥା ବିଜୁ ଯୁବ ବାହିନୀ ସହଯୋଗରେ ଏଥିରେ ଅଞ୍ଚଳର ସମସ୍ତ ସ୍କୁଲର ଛାତ୍ରୀଛାତ୍ର ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ଆବାହକ ଭାବେ ଚିତ୍ରକୋଣ୍ଡା ବିଡିଓ ଲରିମନ ଖରସେଲ, ମୁଖ୍ୟ ଅତିଥି ଭାବେ ଚିତ୍ରକୋଣ୍ଡା ତହସିଲଦାର ଟି.ପଦ୍ମନାଭ ଦୋରା, ସମ୍ମାନିତ ଅତିଥି ଭାବେ ଜିପିଓ ଧୀରେନ କୁମାର ଖଣ୍ଡାଗିରି ଉପସ୍ଥିତ ରହି ଚିତ୍ରକୋଣ୍ଡା ପଞ୍ଜାବୀ ଛକସ୍ଥିତ ଆମ୍ବେଦକରଙ୍କ ପ୍ରତିମର୍ତ୍ତିରେ ପୁଷ୍ପ ମାଲ୍ୟ ଅର୍ପଣ କରିଥିଲେ। ଛାତ୍ରୀଛାତ୍ର ପଦଯାତ୍ରାରେ ବାହାରି ସହର ପରିକ୍ରମା କରିବା ପରେ ଏକ ସାଧାରଣ ସଭା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri