ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟରେ ନିର୍ମଳ ଯୋଜନା ଆରମ୍ଭ: ସପ୍ତାହଯାକ ଭିନ୍ନ ଭିନ୍ନ ରଙ୍ଗର ବେଡ୍‌ଶିଟ୍‌ ବ୍ୟବହାର କରିବେ ରୋଗୀ

ଚିତ୍ରକୋଣ୍ଡା,୧।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ସ୍ଥାନୀୟ ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟରେ ବୁଧବାର ନିର୍ମଳ ଯୋଜନା ପ୍ରଥମ ଆରମ୍ଭ ହୋଇଛି। ଏହି ଯୋଜନାରେ ରୋଗୀ ସପ୍ତାହର ସାତ ଦିନ ଭିନ୍ନ ଭିନ୍ନ ରଙ୍ଗର ବେଡ୍‌ଶିଟ୍‌ ବ୍ୟବହାରର ସୁବିଧା କରାଯାଇଛି। ଉକ୍ତ କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରଶାସନ ପକ୍ଷରୁ ଅଧିକ ପରିମାଣର ବେଡ୍‌ଶିଟ୍‌ ଯୋଗାଇ ଦିଆଯାଇଛି। ଏହି କାର୍ଯ୍ୟକ୍ରମ ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟର ଅଧ୍ୟକ୍ଷ କ୍ଷୀରୋଦ ଚନ୍ଦ୍ର ମହନ୍ତ, ସ୍ତ୍ରୀ ରୋଗ ଓ ପ୍ରସୂତି ଡାକ୍ତର ଦୀପକ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାରେ ବିଜେଡି ଯୁବ ରାଜ୍ୟ ସଭାପତି, କହିଲେ ଆଗାମୀ ପଞ୍ଚାୟତ ନିର୍ବାଚନରେ…

କେସିଙ୍ଗା,୨୦ା୮(ତୁମେଶ୍ୱର ସାହୁ): ରାଜ୍ୟ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଚିନ୍ମୟ କୁମାର ସାହୁ ନବରଙ୍ଗପୁରରେ ହେବାକୁ ଥିବା ଛାତ୍ର ସମାବେଶରେ ଯୋଗ ଦେବାପାଇଁ ଗୁରୁବାର…

ପୋଖରୀରେ ମୃତଦେହ-ଘରେ ମିଳିଲା କଟାମୁଣ୍ଡ, ବଲାଙ୍ଗୀରରେ ହଇଚଇ

ବଲାଙ୍ଗୀର, ୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ବଡ଼ ଖୁଲାସା ହୋଇଛି ।…

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri