ଚିତ୍ରରେ ଗଞ୍ଜାମ ଜିଲାପାଳଙ୍କ କରୋନା ବାର୍ତ୍ତା: ଘରୁ ବାହାରିବା ବେଳେ ମାସ୍କ ସହ ବ୍ୟବହାର କରନ୍ତୁ ଛତା, ସାମାଜିକ ଦୂରତ୍ୱ ରହିବ

ଛତ୍ରପୁର, ୩୦।୪(ଡି.ଏନ୍‌.ଏ.)- କରୋନାର ମୁକାବିଲା ନିମନ୍ତେ ମାସ୍କର ବ୍ୟବହାର ଏବଂ ସାମାଜିକ ଦୂରତା ରଖିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହାକୁ ନେଇ ସରକାରୀସ୍ତରରେ ଲୋକମାନଙ୍କୁ ସଚେତନ କରାଯାଉଛି। ଏହି କ୍ରମରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗୁରୁବାର ଚିତ୍ର ଆଙ୍କି ଭିନ୍ନ ବାର୍ତ୍ତା ଦେଇଛନ୍ତି। ଘରୁ ବାହାରିବା ସମୟରେ ସାମାଜିକ ଦୂରତ୍ୱ ରଖିବା ନିମନ୍ତେ ଛତାର ବ୍ୟବହାର କରିହେବ।  ଏହାଦ୍ୱାରା କରୋନା ଓ ରୌଦ୍ରତାପରୁ ସୁରକ୍ଷା ପାଇହେବ ବୋଲି ସେ କହିଛନ୍ତି।

ଜିଲାପାଳ ବାର୍ତ୍ତା ଦେଇ କହିଛନ୍ତି, ଘରେ ରୁହନ୍ତୁ ସୁରକ୍ଷିତ ରୁହନ୍ତୁ। ଅତି ଆବଶ୍ୟକ ପଡିଲେ ଘରୁ ବାହାରିଲେ ଉଭୟ ମାସ୍କ ଓ ଛତା ବ୍ୟବହାର କରିବାକୁ ଜନସାଧାରଣଙ୍କୁ ସେ ଅନୁରୋଧ କରିଛନ୍ତି। ମାସ୍କ ବ୍ୟବହାର କଲେ ନିଜର ପାଟି ଓ ନାକକୁ ସୁରକ୍ଷିତ ରଖିହେବ। ସେହିପରି ଛତା ବ୍ୟବହାର ଦ୍ୱାରା ଦେଢ଼ ମିଟର ସାମାଜିକ ଦୂରତା ଅବଲମ୍ବନ କରିବା ସହ ରୌଦ୍ର ତାପରୁ ସୁରକ୍ଷିତ ରଖିହେବ ବୋଲି ଜ଼ିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ସୀମାନ୍ତ ଚେକ୍‌ ପୋଷ୍ଟ, ଏନ୍‌ଏଚ୍‌ରୁ ଶ୍ରମିକଙ୍କୁ ନିଜ ଜିଲାକୁ ପଠାଉଛି ଜିଲା ପ୍ରଶାସନ-ପୋଲିସ

ଛତ୍ରପୁର, ୧୬।୫(ଡି.ଏନ୍‌.ଏ.)- ଚାଲି ଚାଲି ଅନ୍ୟ ରାଜ୍ୟକୁ ତଥା ନିଜ ଘରକୁ ଫେରୁଥିବା ଶ୍ରମିକଙ୍କୁ ଗଞ୍ଜାମ ଜ଼ିଲା ସୀମାନ୍ତ ଗିରିଶୋଳା ଚେକପୋଷ୍ଟ ଏବଂ ଜାତୀୟ ରାଜପଥରେ...

ବିଜେପୁର ଉପନିର୍ବାଚନ: କମିଟି ଗଠନ କଲା ବିଜେଡି

ଭୁବନେଶ୍ୱର,୧୮।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ବିଜେଡି ଏକ ସମନ୍ବୟ କମିଟି ଗଠନ କରିଛି। ଏଥିରେ ନିରଞ୍ଜନ ପୂଜାରୀ, ସୁଶାନ୍ତ ସିଂହ, କଳିକେଶ ସିଂଦେଓ ଓ ସଞ୍ଜୟ...

ବନ୍ଦ ହେବ ରାଜ୍ୟର ୧୦ ଦୂରଦର୍ଶନ ରିଲେ ସେଣ୍ଟର

ଭଞ୍ଜନଗର,୨।୩(ଡି.ଏନ୍‌.ଏ.) ବୈଦ୍ୟୁତିକ ଗଣମାଧ୍ୟମ କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିଥିବା ଦୂରଦର୍ଶନ ଧିରେଧିରେ ଲୋକଙ୍କଠାରୁ ଦୂରେଇ ଯାଉଛି। ଘରୋଇ ଚ୍ୟାନେଲ ଆଗରେ ପ୍ରସାର ଭାରତୀ ଦୂରଦର୍ଶନ ଗ୍ରାହକଙ୍କ ଚାହିଦାକୁ...

୧୧ ରାଉଣ୍ଡ: ବିଜେଡି ପ୍ରାର୍ଥୀ ସନ୍ତୋଷ ଖଟୁଆ ଆଗରେ

ନୀଳଗିରି, ୨୩।୫(ଡି.ଏନ.ଏ.)-୧୧ରାଉଣ୍ଡ ସୁଦ୍ଧା ବିଜେଡି ବିଧାୟକ ପ୍ରାର୍ଥୀ ସନ୍ତୋଷ ଖଟୁଆ ୨୭ହଜାର ୫୪୫, ଭାଜପା ବିଧାୟକ ପ୍ରାର୍ଥୀ ସୁକାନ୍ତ ନାୟକଙ୍କୁ ୨୫ହଜାର ୫୩୭ ଭୋଟ ମିଳିଛି।...

ବିମାନବନ୍ଦର ନିର୍ମାଣାଧୀନ ଛାତ ଭୁଶୁଡ଼ିବା ଘଟଣାରେ ଓଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ: ମୃତାହତଙ୍କୁ କ୍ଷତିପୂରଣ ଦେବ ଠିକାଦାର ସଂସ୍ଥା

ଭୁବନେଶ୍ୱର,୨୮।୧(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଟର୍ମିନାଲ-୧ରୁ ଟର୍ମିନାଲ-୨କୁ ସଂଯୋଗ କରୁଥିବା ବିଲ୍ଡିଂର ଛାତ ଭୁଶୁଡ଼ିବା ଘଟଣାରେ କ୍ଷତିପୂରଣ ଦେବ ଠିକାଦାର ସଂସ୍ଥା ଦିଲୀପ କନ୍‌ଷ୍ଟ୍ରକ୍‌ଶନ।...

ଗୋମାତା ସୁରକ୍ଷା ପାଇଁ ଭାରତ ପରିଭ୍ରମଣ: ବସ୍ତାରେ ପହଞ୍ଚିଲେ ଇଞ୍ଜିନିୟର ଶିବରାଜ

ବସ୍ତା, ୧୬।୫(ଡି.ଏନ.ଏ.) : ଗୋମାତାଙ୍କ ସୁରକ୍ଷା ତଥା ଗୋହତ୍ୟା ବନ୍ଦ ପାଇଁ ଜଣେ ଇଞ୍ଜିନିୟର ସଚେତନତା ପଦଯାତ୍ରାରେ ସାରା ଭାରତ ଭ୍ରମଣ କରିବା ଅବସରରେ ଚାଲି...

କମ ଛାତ୍ର ଥିବା ସ୍କୁଲକୁ ଅନ୍ୟ ସ୍କୁଲରେ ମିଶ୍ରଣ ପ୍ରସଙ୍ଗ: ସରକାରଙ୍କ ବିଜ୍ଞପ୍ତିକୁ ରଦ୍ଦକଲେ ହାଇକୋର୍ଟ

କଟକ ଅଫିସ,୪।୫: କମ ଛାତ୍ର ଥିବା ସ୍କୁଲକୁ ଅନ୍ୟ ସ୍କୁଲ ସହ ମିଶ୍ରଣ ପ୍ରସଙ୍ଗରେ ମଙ୍ଗଳବାର ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି । ଉକ୍ତ ପ୍ରସଙ୍ଗରେ...

ଢାବା ପଛପଟେ ଚାଲିଥିଲା ଜୁଆ ଖେଳ: ୯ଜଣଙ୍କୁ ଧରିଲା ପୋଲିସ

ଗୋପାଳପୁର,୨୧ା୧୦(ଡି.ଏନ.ଏ.): ଗୋଳନ୍ଥରା ପୋଲିସ ଏକ ଢାବା ପଛପଟେ ଚାଲିଥିବା ଜୁଆ ଆଡ୍ଡା ଉପରେ ଗୁରୁବାର ରାତିରେ ଚଢ଼ାଉ କରି ୯ ଜଣ ଜୁଆଡ଼ିକୁ ଗିରଫ କରିଛି।...

Advertisement
Archives

Model This Week