Posted inଜାତୀୟ

ଚିତ୍ରା ରାମକ୍ରିଷ୍ଣାଙ୍କୁ ଜାମିନ

ନୂଆଦିଲ୍ଲୀ, ୨୮ା୯: ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ରିଲୋକେଶନ ମାମଲାରେ ଏହାର ପୂର୍ବତନ ସିଇଓ ଚିତ୍ର ରାମକ୍ରିଷ୍ଣା ଏବଂ ଏନ୍‌ଏସ୍‌ଇର ପୂର୍ବତନ ଅଧିକାରୀ ଆନନ୍ଦ ସୁବ୍ରମଣ୍ୟମଙ୍କୁ ଦିଲ୍ଲୀ ହାଇକୋର୍ଟ ବୁଧବାର ଜାମିନ ପ୍ରଦାନ କରିଛନ୍ତି। ଅଭିଯୁକ୍ତମାନେ ବିଚାର ବିଭାଗୀୟ ହାଜରେ ଥିବାବେଳେ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ତଦନ୍ତ ସମ୍ପୂର୍ଣ୍ଣ ହୋଇ ନ ଥିବାରୁ ଜଷ୍ଟିସ୍‌ ସୁଧୀର କୁମାର ଜୈନ ସେମାନଙ୍କୁ ‘ବୈଧାନିକ ଜାମିନ’ ଦେଇଛନ୍ତି। ଗତ ମେ’ରେ ସ୍ବତନ୍ତ୍ର ସିବିଆଇ କୋର୍ଟ ଚିତ୍ରାଙ୍କ ଜାମିନ ଖାରଜ କରିଦେଇଥିବାବେଳେ ସେ ଏହାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶହୀଦ ଗ୍ରାମରକ୍ଷୀଙ୍କ ପରିବାରକୁ ଭେଟି ସମ୍ବର୍ଦ୍ଧିତ ଜଣାଇଲେ ଏସଡିପିଓ, ଝିଅର ପାଠପଢାକୁ ନେଇ ଦେଲେ ଏମିତି ପ୍ରତିଶ୍ରୁତି

ପଟ୍ଟାଙ୍ଗି, ୩୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଧୀନରେ କାର୍ଯ୍ୟ କରୁଥିବା ସ୍ବର୍ଗତ ଗ୍ରାମରକ୍ଷୀ ଜଗା ଖିଲଙ୍କ ମା , ଝିଅ ଏବଂ ସ୍ତ୍ରୀଙ୍କୁ…

ଏନ୍‌ଏଚ୍‌ଏଆଇର ବଡ଼ ଘୋଷଣା: ଏପ୍ରିଲ ୧ରୁ ବଢ଼ିବ…

ନୂଆଦିଲ୍ଲୀ,୩୦ା୩: ଏପ୍ରିଲ ୧ରୁ ଫାସ୍‌ଟାଗ୍‌ ବାର୍ଷିକ ଦେୟ ବଢ଼ିବ ବୋଲି ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଘୋଷଣା କରାଯାଇଛି। ଗତବର୍ଷ ଆରମ୍ଭ ହୋଇଥିବା ଏହି…

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri