Posted inଜାତୀୟ

ଚିଦାମ୍ବରମଙ୍କ ଆବେଦନର ଶୁଣାଣି ଲାଗି ସୁପ୍ରିମକୋର୍ଟରେ ଏପର୍ଯ୍ୟନ୍ତ ପ୍ରସ୍ତୁତ ହୋଇ ନାହିଁ ତାଲିକା

ନୂଆଦିଲ୍ଲୀ,୨୬।୮: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ସିବିଆଇ ରିମାଣ୍ଡରେ ଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି ଚିଦାମ୍ବରମଙ୍କ ଆବେଦନର ଶୁଣାଣି ସୋମବାର ସୁପ୍ରିମକୋର୍ଟରେ ହେବାର ଥିଲା। ହେଲେ ଏପର୍ଯ୍ୟନ୍ତ ଏହି ମାମଲାର ତାଲିକା ପ୍ରସ୍ତୁତ ହୋଇ ନ ଥିବା ଜଣାପଡିଛି। ସୋମବାର ଚିଦାମ୍ବରମଙ୍କ ଓକିଲ କପିଲ ଶିବଲ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ତଳ କୋର୍ଟ ଦ୍ୱାରା ଚିଦାମ୍ବରମଙ୍କୁ ସିବିଆଇ କଷ୍ଟୋଡିରେ ପଠାଇବା ଆଗୁଆ ଜାମିନ ଆବେଦନ ଖାରଜ ହେବା ନିଷ୍ପତ୍ତି ବିରୋଧରେ କରାଯାଇଥିବା ଆବେଦନ ସୋମବାର ହେବାକୁ ଥିବା ଶୁଣାଣିରେ ସାମିଲ କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି କ’ଣ ହେଲା ଯେ, ଗତ ୩ମାସରୁ ଲୋକେ ମଦ ପିଇବା କମ୍‌ କରିଦେଇଛନ୍ତି

ନୂଆଦିଲ୍ଲୀ,୩୦।୪: ଗତ ୩ମାସରୁ ଏମିତି କ’ଣ ହେଲା ଯେ ଲୋକେ ମଦ ପିଇବା କମ୍‌  କରିଦେଇଛନ୍ତି। ବାସ୍ତବରେ ଲୋକମାନେ ମଦରୁ ନିଜେ ପିଛା ଛଡ଼େଇନାହାନ୍ତି ବରଂ...

ନମୋ ଟିଭି ପ୍ରସାରଣରେ ଇସିଙ୍କ କଟକଣା

ନୂଆଦିଲ୍ଲୀ,୧୮ା୪(ପି.ଟି): ନିର୍ବାଚନ ଆଇନରେ ଥିବା ବିଧିବ୍ୟବସ୍ଥା ଅନୁଯାୟୀ ‘ସାଇଲେନ୍ସ ପିରିୟଡ୍‌’ରେ ଭାଜପା ପ୍ରାୟୋଜିତ ନମୋ ଟିଭି ନିର୍ବାଚନ ସଂକ୍ରାନ୍ତୀୟ କାର୍ଯ୍ୟକ୍ରମ ପ୍ରସାରଣ ନ କରିବାକୁ ନିର୍ବାଚନ...

ମାଓବାଦୀଙ୍କ ଜୀବନ କାହାଣୀ: ପୋଲିସ ବିଭାଗ ପକ୍ଷରୁ ନିର୍ମିତ ହେଉଛି ଫିଲ୍ମ; ମୁଖ୍ୟ ଭୂମିକାରେ ଏସ୍‌ପି

ବିଳାସପୁର,୧୦।୭: ମାଓବାଦୀଙ୍କ ଜୀବନ କାହାଣୀ ଉପରେ ଛତିଶଗଡ଼  ପୋଲିସ ପକ୍ଷରୁ ଏକ କ୍ଷୁଦ୍ର ଫିଲ୍ମ ନିର୍ମାଣ କରାଯିବା ଯୋଜନା କରାଯାଇଛି। ଏଥିରେ ଏସ୍‌ପି ଡ. ଅଭିଷେକ...

ଫିରୋଜାବାଦରେ ବଡ ଧରଣର ଅଘଟଣ, ଜଳିଗଲେ ଗୋଟିଏ ପରିବାରର ୬ ସଦସ୍ୟ

ଫିରୋଜାବାଦ,୩୦ ।୧୧: ଉତ୍ତର ପ୍ରଦେଶର ଫିରୋଜାବାଦରେ ମଙ୍ଗଳବାର ଏକ ଲୋମ ଟାଙ୍କୁରା ଘଟଣା ଘଟିଛି । ଏଠାରେ ଥିବା ଏକ ଇଲେକ୍ଟ୍ରୋନିକ୍ସ ଓ ଫର୍ନିଚର ଦୋକାନରେ...

ପ୍ରଜ୍ଞାଙ୍କ ନାମାଙ୍କନ ରଦ୍ଦ ପାଇଁ ଦାବି କଲେ ମାୟାବତୀ

ଭୋପାଳ,୨୨।୪: ଭୋପାଳରୁ ଭାଜପାର ଲୋକ ସଭା ପ୍ରାର୍ଥୀ ହୋଇଥିବା ସ୍ବାଧୀ ପ୍ରଜ୍ଞା ସିଂ ଠାକୁର ବାବରି ମସଜିଦ୍‌ ସହିତ ମୁମ୍ବାଇ ଏଟିଏସ୍‌ ମୁଖ୍ୟ ଶହୀଦ୍‌ ହେମନ୍ତ...

କରୋନା ସ୍ଥିତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୯।୧ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ଘଟିବାରେ ଲାଗିଛି। ଏହା ସହିତ ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ସ୍ଥିତି ସଙ୍କଟ ଜନକ...

ସଦସ୍ୟତା ଯିବା ପରେ ଏବେ ରାହୁଲଙ୍କୁ ଛାଡ଼ିବାକୁ ପଡ଼ିବ କି ସରକାରୀ ବଙ୍ଗଳା

ନୂଆଦିଲ୍ଲୀ,୨୪।୩: ମୋଦିଙ୍କ ସରନେମ୍‌କୁ ନେଇ ଦେଇଥିବା ବୀବାଦୀୟ ମନ୍ତବ୍ୟକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସୁରଟ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏହି ମାମଲାରେ...

ଠିକ୍‌ ସମୟରେ ମୌସୁମୀ: ଚଳିତବର୍ଷ ସ୍ବାଭାବିକ ବର୍ଷା

ନୂଆଦିଲ୍ଲୀ,୧।୬: ସୋମବାର କେରଳରେ ମୌସୁମୀ ପହଞ୍ଚିଛି। ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପକ୍ଷରୁ ପୂର୍ବରୁ ଜୁନ୍‌ ୧ରେ ମୌସୁମୀ କେରଳ ଛୁଇଁବ ବୋଲି ମଧ୍ୟ ପୂର୍ବାନୁମାନ କରାଯାଇଥିଲା।...

Advertisement
Archives

Model This Week