Posted inଜାତୀୟ

ଚିଦାମ୍ବରମ୍‌ଙ୍କୁ ତିହାର ଜେଲ୍‌ରେ ଭେଟିଲେ ସୋନିଆ-ମନମୋହନ

ନୂଆଦିଲ୍ଲୀ,୨୩।୯: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କୁ ତିହାର ଜେଲ୍‌ରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ସୋମବାର ଭେଟିଛନ୍ତି। ସେମାନଙ୍କ ସହିତ ଚିଦାମ୍ବରମ୍‌ଙ୍କ ପୁଅ କାର୍ତ୍ତି ଚିଦାମ୍ବରମ୍‌ ମଧ୍ୟ ଜେଲ୍‌ରେ ପହଞ୍ଚିଛନ୍ତି। ଚିଦାମ୍ବରମ୍‌ ଆଇଏନ୍‌ଏକ୍ସ୍‌ ମିଡ଼ିଆ ମାମଲାରେ ତିହାର ଜେଲ୍‌ରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଣାୟତ୍ତ ମୁହାଁ ମୃତ୍ୟୁ ସଂଖ୍ୟା, ଗୋଟିଏ ଦିନରେ ୯୫୯ ମୃତ…

ନୂଆଦିଲ୍ଲୀ, ୩୧।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣରେ କମୁଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪...

ମାତାପିତାଙ୍କୁ କାନ୍ଧରେ ଧରି କାଉଡି ଯାତ୍ରାରେ ବାହାରିଲେ ବୋହୂ-ପୁଅ

ଭାଗଲପୁର,୧୯।୭: ଶ୍ରାବଣ ମାସ ଆରମ୍ଭ ହେବା ମାତ୍ରେ ରାସ୍ତାରେ କାଉଡିଆଙ୍କ ଭିଡ ଦେଖିବାକୁ ମିଳୁଛି। ଦୁଇ ବର୍ଷ ପରେ ଏଥର ମଧ୍ୟ ଝାଡଖଣ୍ଡର ଦେଓଘରରେ ବିଶ୍ୱ...

ଶିବକୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଲା: ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ, ୧୩।୯: ମନିଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା କର୍ନାଟକ କଂଗ୍ରେସର ଟାଣୁଆ ନେତା ଡି.କେ. ଶିବକୁମାରଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡିଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଅଚାନକ ତାଙ୍କ...

ଏପ୍ରିଲ ୪ ପର୍ଯ୍ୟନ୍ତ ସ୍କୁଲ ବନ୍ଦ

ଲକ୍ଷ୍ନୌ,୩୧।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଉତ୍ତର ପ୍ରଦେଶ ସରକାର ରାଜ୍ୟର ୮ମ ପର୍ଯ୍ୟନ୍ତ ସମସ୍ତ ସ୍କୁଲ...

ସାନିଟାଇଜର-କୀଟାଣୁନାଶକ ସ୍ପ୍ରେ ବି ନୁହେଁ ସୁରକ୍ଷିତ; ତ୍ୱଚାକୁ ପହଞ୍ଚାଏ କ୍ଷତି: ଏଏମ୍‌ଏଆଇ

ନୂଆଦିଲ୍ଲୀ,୨୨।୪: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ଏଥିରେ ସାବୁନରେ ହାତ ଧୋଇବା ଅବା ପାଣିର...

ଏହି ଯୁବତୀ କରୋନା ଅକ୍ରାନ୍ତଙ୍କ ପରିବାର ସଦସ୍ୟଙ୍କୁ ମାଗଣାରେ ଯୋଗାଉଛନ୍ତି ଭୋଜନ: ସୋସିଆଲ ମିଡିଆରେ ଭାଇରାଲ

ମୁମ୍ବାଇ,୧୩।୫: କରୋନା ଭାଇରସ୍‌ର ବର୍ଦ୍ଧିତ ମାମଲା ମଧ୍ୟରେ ମହାରାଷ୍ଟ୍ରରୁ ଏକ ଖବର ସାମ୍ନାକୁ ଆସିଛି। ଯେଉଁଥିରୁ ଜଣାପଡ଼ୁଛି ଏବେ ବି ସମାଜରେ ମାନବିକତା ବଞ୍ଚିରହିଛି। ମହାରାଷ୍ଟ୍ରର...

ଶରଦ ପାଓ୍ବାର-ଉଦ୍ଧବ ଠାକ୍‌ରେଙ୍କୁ ଆୟକର ନୋଟିସ୍‌

ନୂଆଦିଲ୍ଲୀ, ୨୨।୯: ରାଜ୍ୟ ସଭାରେ ୮ ଏମ୍‌ପିଙ୍କ ନିଲମ୍ବନ ନେଇ ଦେଶର ରାଜନୈତିକ କ୍ଷେତ୍ରରେ ଝଡ଼ ଉଠିଛି। ଏପରିସ୍ଥଳେ ମଙ୍ଗଳବାର ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର...

ଗୁରମିତ୍‌ ରାମରହିମଙ୍କ ସମର୍ଥନରେ ବାହାରିଲେ ହରିୟାଣା ସରକାର

ଚଣ୍ଡିଗଡ, ୨୬।୬:ବଳାତ୍କାର ମାମଲାରେ ଜେଲଦଣ୍ଡ ଭୋଗୁଥିବା ରାମ ରହିମ ୪୨ ଦିନ ପାରୋଲରେ ଯିବା ପାଇଁ ଆବେଦନ କରିବା ପରେ ହରିୟାଣାରେ ରାଜନୈତିକ ପାଣିପାଗ ଉଷ୍ମ...

Advertisement
Archives

Model This Week