Posted inଜାତୀୟ

ଚିଦାମ୍ବରମ୍‌ ପଢୁ ନ ଥିଲେ ସମସ୍ତ ଫାଇଲ୍‌: ଦକ୍ଷ ଆଇଏଏସ୍‌ ଅଫିସର କରୁଥିଲେ ଏହାର ଯାଞ୍ଚ୍‌

ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କୁ ସିବିଆଇ ପକ୍ଷରୁ ପଚରା ଉଚରା କରାଯାଉଛି। ସେ କହିଛନ୍ତି ଯେ ସମୟ ଅଭାବ ଯୋଗୁ ସମସ୍ତ ଫାଇଲ୍‌ ଦେଖିବା ସମ୍ଭବ ନ ଥିଲା। ଏସବୁକୁ ଏଫ୍‌ଆଇପିବି ଡିଭିଜନ୍‌ର ୭-୮ ଆଇଏଏସ୍‌ ଅଫିସର ଯାଞ୍ଚ୍‌ କରୁଥିଲେ। ସେମାନେ ସଭିଏଁ ନିଜ କାମରେ ନିପୁଣ ଥିଲେ। ସେମାନଙ୍କ ସୁପାରିଶ ଉପରେ କେବଳ ନିଷ୍ପତ୍ତି ଚିଦାମ୍ବରମ୍‌ ନେଉଥିଲେ ବୋଲି କହିଛନ୍ତି। ଯଦି କିଛି ଭୁଲ୍‌ ହୋଇଛି ତେବେ ସେନେଇ ଆଇଏଏସ୍‌ ଅଫିସରମାନେ ଜାଣିଥିବେ। ଚିଦାମ୍ବରମ୍‌ଙ୍କ ଏଭଳି ମନ୍ତବ୍ୟ ଯୋଗୁ କେତେକ ଆଇଏଏସ୍‌ ଅଧିକାରୀଙ୍କୁ ମଧ୍ୟ ପଚରାଉଚରା କରାଯିବାର ଆଶଙ୍କା ସୃଷ୍ଟି ହୋଇଛି। ତଥ୍ୟ ମିଳିଲେ ସେମାନଙ୍କ ମଧ୍ୟରୁ କିଛିଙ୍କୁ ମଧ୍ୟ ଗିରଫ କରାଯାଇପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍‌ ହୋଇ ଶବଦାହ କଲେ ଗ୍ରାମବାସୀ

ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା…

ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ

ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri