ଚିନିକଳ କର୍ମଚାରୀଙ୍କୁ ମିଳୁନି ଦରମା, ଜିଲାପାଳଙ୍କୁ ଭେଟି ପ୍ରଦାନ କଲେ ସ୍ମାରକପତ୍ର

ବରଗଡ଼ ଅଫିସ,୨୩।୧୨: ବରଗଡ଼ ସହର ଉପକଣ୍ଠ ତୋରା ସମବାୟ ଚିନିକଳ କର୍ମଚାରୀଙ୍କୁ ଦୀର୍ଘ ୨୮ ମାସ ହେଲା ଦରମା ମିଳିନାହିଁ। ଏହା ସହିତ ସେମାନଙ୍କୁ ଇପିଏଫ୍‌, ଜିପିଏଫ୍‌ ମଧ୍ୟ ପ୍ରଦାନ କରାଯାଇ ନ ଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଚିନିକଳ କର୍ମଚାରୀମାନେ ସୋମବାର ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ଫେରାଦ ହୋଇ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଚିନିକଳ କର୍ମଚାରୀ ସଂଘର ସହ ସମ୍ପାଦକ ପ୍ରସନ୍ନ ମହାରଣାଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଜିଲାପାଳଙ୍କୁ ଭେଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫଳକରେ ସୀମିତ ରକ୍ତ ପୃଥକୀକରଣ ୟୁନିଟ୍‌

ବରଗଡ଼ ଅଫିସ୍‌,୧୪।୭ – ରକ୍ତ ବିନା ଜୀବନ ଅସମ୍ଭବ । ରକ୍ତହୀନତା ତଥା ରକ୍ତ ଅଭାବ ଯୋଗୁ ବହ ପ୍ରାଣହାନି ଘଟୁଛି । ରକ୍ତ ଅଭାବ...

କଳାକାର ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ

କେନ୍ଦୁଝର,୧୧ା୬(ସ୍ବ.ପ୍ର.): ପଞ୍ଜୀକରଣ ଦେୟ ଆଦାୟକୁ ନେଇ କଳାକାର ସଂଘ ପକ୍ଷରୁ ଗୁରୁବାର ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। କରୋନା ଲକ୍‌ଡାଉନ୍‌ ପାଇଁ କଳାକାରମାନେ କାମ ନ...

ପୋଲିସ ହେପାଜତରୁ ଅଭିଯୁକ୍ତ ଚମ୍ପଟ ଘଟଣା: ୨ କନ୍‌ଷ୍ଟେବଳ ନିଲମ୍ବିତ

ବାରିପଦା ଅଫିସ,୨ା୧୦- ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ପୋଲିସ ହେପାଜତରେ ଥିବା ଜଣେ ଅଭିଯୁକ୍ତ ରବିବାର ଚମ୍ପଟ ମାରିଥିଲେ। ଏହି ଘଟଣାରେ ଦାୟିତ୍ୱରେ ଅବହେଳା...

ଅନ୍‌ଲାଇନ ଯାନ୍ତ୍ରିକ ତ୍ରୁଟି: ସମ୍ପତ୍ତି ତାଲିକା ଦେଇପାରିଲେନି ଶିକ୍ଷକ

ବନ୍ତ,୬।୫ (ଡି.ଏନ.ଏ.):  ଭଦ୍ରକ ଜିଲା ବନ୍ତ ବ୍ଲକର ପ୍ରାୟ ୯୦ ପ୍ରତିଶତ ପ୍ରାଥମିକ ଶିକ୍ଷକ ନିଜର ସମ୍ପତ୍ତି ତାଲିକା ଦେଇପାରି ନ ଥିବା ଜଣାଯାଇଛି। ଅନ୍‌ଲାଇନ...

ମିଛ ଖବର ପରିବେଷଣ କରିବା ୩ ଯୁବକଙ୍କୁ ମହଙ୍ଗା ପଡ଼ିଲା

ବଲାଙ୍ଗୀର ଅଫିସ,୨୯ା୪- ବଲାଙ୍ଗୀର ଜିଲାରେ ଏ ପର୍ଯ୍ୟନ୍ତ କରୋନାରେ ସଂକ୍ରମିତ ରୋଗୀ ଚିହ୍ନଟ ହୋଇନାହାନ୍ତି। ଏହି ଜିଲାରେ ଏବେ ଗ୍ରୀନ୍‌ ଜୋନ୍‌ରେ ରହିଛି । ଏହାସତ୍ତ୍ୱେ...

ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଜଙ୍ଗଲରୁ ଉଦ୍ଧାର ହେଲା

ପାଟଣା,୨୩ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ତେଣ୍ଡେରା ରାସ୍ତାର କରଞ୍ଜିଆପଡ଼ା ରିଜର୍ଭ ଫରେଷ୍ଟ ଶାଳ ଜଙ୍ଗଲ ମଧ୍ୟରୁ ଜଣେ ୪୫ ବର୍ଷୀୟ ବ୍ୟକ୍ତିଙ୍କ ମୃତଦେହ...

ପରୀ ହତ୍ୟା ମାମଲା: ହାଇକୋର୍ଟରେ ସତ୍ୟପାଠ ଦାଖଲ

କଟକ ଅଫିସ, ୧୬।୧୨: ନୟାଗଡ଼ ଜିଲାର କୁନି ଝିଅ ପରୀ ହତ୍ୟା ଘଟଣାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଏସ୍‌ଆଇଟି ବୁଧବାର ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛି।...

ଚୁଆପାଣି ପିଉଛନ୍ତି କାଣ୍ଡସିଲିବାସୀ

ଟିକିରି,୫ା୨(ଡି.ଏନ୍‌.ଏ.) – ରାୟଗଡ଼ା ଜିଲା କାଶୀପୁର ବ୍ଲକ ପୋଡାପାଡି ପଞ୍ଚାୟତରେ ରହିଛି କାଣ୍ଡସିଲି ଗ୍ରାମ ା ଏଠାରେ ଲୋକେ ପାଣି ଟୋପାଏ ପାଇଁ ଡହଳ ବିକଳ...

Advertisement
Archives

Model This Week