ଚିନ୍ତନ ବୈଠକ ବିଷୟରେ ନେତାଙ୍କଠାରୁ ପଚାରି ବୁଝିଲେ ନିରଞ୍ଜନ

ଭୁବନେଶ୍ୱର,୧।୧୧(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ପଦରୁ ନିରଞ୍ଜନ ପଟ୍ଟନାୟକଙ୍କୁ ହଟାଇବା ଲାଗି ବୁଧବାର ଚିନ୍ତନ ବୈଠକ କରାଯାଇଥିଲା। ଶୁକ୍ରବାର ଉକ୍ତ ବୈଠକରେ ଯୋଗ ଦେଇଥିବା କିଛି ନେତାଙ୍କୁ ନିଜ ବାସଭବନକୁ ଡାକି କଥା ହୋଇଛନ୍ତି ନିରଞ୍ଜନ। କ’ଣ ପାଇଁ ଏଭଳି ବୈଠକ କଲ ଏବଂ ଗଣମାଧ୍ୟମ ସମ୍ମୁଖରେ କାହିଁକି ଏସବୁ କହୁଛ ବୋଲି ସେ ପଚାରିଛନ୍ତି। କଂଗ୍ରେସର ଆଭ୍ୟନ୍ତରୀଣ ବ୍ୟାପାରକୁ ମିଡିଆ ସମ୍ମୁଖକୁ କାହିଁକି ନେଉଛ ସେ ବିଷୟରେ ପଚାରିଛନ୍ତି।

ପ୍ରକାଶଯୋଗ୍ୟ, ସଭାପତି ପଦରୁ ନିରଞ୍ଜନଙ୍କୁ ହଟାଇବା ସହ ତାଙ୍କ ସ୍ଥାନରେ ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ୍‌ଙ୍କୁ ବସାଇବା ଲାଗି ଉକ୍ତ ବୈଠକ ହୋଇଥିଲା। ସେଥିରେ ନିରଞ୍ଜନ ପିସିସିକୁ ଠିକ୍‌ ଭାବେ ନେତୃତ୍ୱ ଦେଇପାରୁ ନ ଥିବା ଏବଂ ଦଳରେ ଆମୁଳଚୂଳ ପରିବର୍ତ୍ତନ ହେବାର ଆବଶ୍ୟକତା ଥିବା ନେତାମାନେ ମତ ରଖିଥିଲେ। ଏପରିକି ଏହାକୁ ନେଇ ନିରଞ୍ଜନ ପ୍ରତିକ୍ରିୟା ରଖି ସଭାପତି ରହିବାକୁ ଚାହୁଁନି, ମୋତେ ମୁକ୍ତି ଦିଅ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

ସତ୍ୟବ୍ରତ ହତ୍ୟାକାଣ୍ଡ: ପ୍ରେମିକାଙ୍କୁ ଥାନାକୁ ନେଇ ଖଟାପାଣି ପିଆଇଥିଲା ପୋଲିସ

ଭୁବନେଶ୍ୱର,୧୦।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ଏବେ ଯେଉଁ ଘଟଣା ସାମ୍ନାକୁ…

ଅଚାନକ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: କାଫେରେ ତାଲା ଝୁଲୁଥିବା ଦେଖି…

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ପର୍ଯ୍ୟଟନସ୍ଥଳ ବୁଲି ଇଲୋ ରିଟ୍ରିଟ୍‌କୁ ଫେରିବା ସମୟରେ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆୟୁଷ ଡାକ୍ତରଙ୍କ ବଢ଼ିଲା ଦରମା, ଏକାଥରକେ ବଢିଗଲା ଏତେ…

ଭୁବନେଶ୍ୱର,୧୦।୨: NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବଢ଼ିଲା। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବରିଷ୍ଠତା ଭିତ୍ତିରେ ୨୦ ହଜାର…

୧୫ରେ ମହାଶିବରାତ୍ରୀ ପାଳନ ନେଇ କୌଣସି ଦନ୍ଦ୍ୱ ନାହିଁ: ଲିଙ୍ଗରାଜ ମନ୍ଦିର ସୁପରଭାଇଜର

ଭୁବନେଶ୍ୱର,୧୦।୨: ଆସନ୍ତା ୧୫ରେ ପାଳନ ହେବ ମହାଶିବରାତ୍ରି। ଏଥିରେ କୌଣସି ଦନ୍ଦ୍ୱ ନାହିଁ ବୋଲି ସୂଚନା ଦେଇଛନ୍ତି ଲିଙ୍ଗରାଜ ମନ୍ଦିର ସୁପରଭାଇଜର। ଯେଉଁ ଦିନ ଚତୁର୍ଦ୍ଦଶୀରେ ବେଢ଼ା…

ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌: କେମିତି ଜୀବନ ବଞ୍ଚାଇବାକୁ ତଣ୍ଟି ଧରି ଦୌଡୁଛନ୍ତି ସତ୍ୟ, ପଛରେ…

ଭୁବନେଶ୍ୱର,୧୦।୨: ସାମ୍ନାକୁ ଆସିଲା ସତ୍ୟବ୍ରତ ହତ୍ୟା ମାମଲରେ CCTV ସତ। ସିସିଟିଭିରେ କଏଦ୍‌ ହୋଇଛି ସତ୍ୟଙ୍କ ମଡର ମିଷ୍ଟ୍ରି। ବେକ କଟିଯିବା ପରେ ସିସିଟିଭିରେ ସତ୍ୟବ୍ରତ ଦୌଡ଼ି…

ଗୁରୁବାର ଭାରତ ବନ୍ଦ: ଓଡ଼ିଶାରେ ପଡିବ ବନ୍ଦର ପ୍ରଭାବ, ଏହି ସବୁ ସେବା ହେବ ପ୍ରଭାବିତ!

ଭୁବନେଶ୍ୱର,୧୦।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri