ଚିନ୍ତାରେ ପାକିସ୍ତାନ: ଗୁଜରାଟ ସୀମାରେ ମୁତୟନ କଲା ଏସ୍‌ଏସ୍‌ଜି କମାଣ୍ଡୋ

ଇସଲାମାବାଦ/ନୂଆଦିଲ୍ଲୀ,୨୨।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ ଅଡୁଆରେ ପଡିଥିବା ପାକିସ୍ତାନ ଥରକୁ ଥର ଭାରତ ବିରୋଧରେ କିଛି ନା କିଛି ପଦକ୍ଷେପ ନେଇ ଆସୁଛି ଚର୍ଚ୍ଚାକୁ। ଏଥର ସୁରକ୍ଷା କଥା ଚିନ୍ତା କରି ପାକିସ୍ତାନ ଗୁଜରାଟ ସୀମାରେ ଥିବା ସର କ୍ରିକ ଅଞ୍ଚଳରେ ସ୍ପେଶାଲ ସର୍ଭିସ ଗ୍ରୁପ(ଏସ୍‌ଏସ୍‌ଜି) କମାଣ୍ଡୋଙ୍କୁ ମୁତୟନ କରିଛି। ଏହା ସେ ଭାରତ ବିରୋଧି ଗତିବିଧିକୁ ନେଇ କରିଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକ୍‌ର ଓଆଇସି ଗୋଷ୍ଠୀ ଗଠନ ଉଦ୍ୟମ ପଣ୍ଡ

ଜାତିସଂଘ,୩୦ା୫: ଜାତିସଂଘରେ ଇସ୍‌ଲାମିକ ସହଯୋଗ ସଂଗଠନ (ଓଆଇସି) ପ୍ରତିନିଧିମାନଙ୍କୁ ନେଇ ଇସ୍‌ଲାମଫୋବିଆ ଉପରେ ଏକ ଅନୌପଚାରିକ ଗୋଷ୍ଠୀ ଗଠନ ଲାଗି ପାକିସ୍ତାନ ଚଳାଇଥିବା ଉଦ୍ୟମକୁ ପଣ୍ଡ...

ତାଲିବାନ ଆତଙ୍କବାଦୀ ଆକ୍ରମଣ: ୧୭ ମୃତ

ତଖର,୨୯।୧୨: ଆଫଗାନିସ୍ତାନର ଉତ୍ତରପୂର୍ବରେ ଥିବା ତଖର ଅଞ୍ଚଳରେ ତାଲିବାନ ଆତଙ୍କବାଦୀଙ୍କ ଦ୍ୱାରା ହୋଇଥିବା ଆକ୍ରମଣରେ ୧୭ ଜଣ ସାଧାରଣ ଜନତାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ସ୍ଥାନୀୟ...

ଆଜି ପିଓକେ ଯିବେ ଇମ୍ରାନ୍‌

ଇସ୍‌ଲାମାବାଦ,୧୩-୯(ପି.ଟି.): ପିଓକେକୁ ନେଇ ଛାନିଆ ହୋଇଯାଇଥିବା ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଶୁକ୍ରବାର ସେଠାକାର ରାଜଧାନୀ ମୁଜାଫରାବାଦ ଗସ୍ତ କରିବେ। ସେ ସେଠାରେ ସମ୍ବୋଧନ ବେଳେ...

୪୨ ପଇସା ନ ଫେରାଇବାରୁ ଦୋକାନୀ ନାଁରେ ମାମଲା କରି ଖର୍ଚ୍ଚ ହେଲା ୫୧୮ ଟଙ୍କା

ବେଜିଂ,୨୭।୪: ମାମଲା ଯେ ବେଳେ ବେଳେ ବ୍ୟକ୍ତିଙ୍କୁ କେତେ ଖର୍ଚ୍ଚାନ୍ତ କରାଏ ତାହା ଏବେ ଏହି ଖବରରୁ ସ୍ପଷ୍ଟ ହୋଇଛି। ସୂଚନା ଅନୁଯାୟୀ, ଚାଇନା ସୁପର...

୫ ହଜାର କୋଟି ଫିଲ୍ମରେ ମୁଖ୍ୟ ଭୂମିକାରେ ଆସିବ ଏଆଇ ରୋବୋ: ମିଳିବ ୫୨୮ କୋଟି

ଟୋକିଓ,୩୦।୬: ଜାପାନରେ ଆର୍ଟିଫିସିୟଲ ଇଣ୍ଟଲିଜେନ୍ସ(ଏଆଇ) ଉପରେ ଆଧାରିତ ବିଶ୍ୱର ପ୍ରଥମ ଫିଲ୍ମ ନିର୍ମାଣ ହେବାକୁ ଯାଉଛି। ଏହି ଫିଲ୍ମରେ ମୁଖ୍ୟ ଭୂମିକାରେ ଏଆଇ ରୋବୋକୁ ଦେଖିବାକୁ...

୧୭ ଶହ ବର୍ଷ ତଳେ ବୁଡ଼ିଥିବା ଜାହାଜର ସନ୍ଧାନ ମିଳିଲା: ରୋମାନ ସମୟର ଶହେ ପାତ୍ର ରହିଛି ସୁରକ୍ଷିତ

ମାଦ୍ରିଦ୍‌,୨୯।୯: ସ୍ପେନ୍‌ର ବେଲେରିକ୍‌ ଦ୍ୱୀପ ନିକଟରେ ସମୁଦ୍ରରେ ୧୭ ଶହ ବର୍ଷ ତଳେ ବୁଡ଼ିଥିବା ଏକ ଜାହାଜର ସନ୍ଧାନ ମିଳିଛି। ଏଥିରେ ରୋମାନ୍‌ ସମୟର ୨ଶହଟି...

ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ୧୦୧ ବର୍ଷ ବୟସରେ ପରଲୋକ

ଟୋକିଓ,୨୯।୧୧: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ୟାସୁହିରୋ ନାକାସୋନେଙ୍କ ଶୁକ୍ରବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୧ ବର୍ଷ ବୟସ ହୋଇଥିଲା। ଶୁକ୍ରବାର ସକାଳେ ଟୋକିଓର...

ବଳାତ୍କାର ରୋକିବା ପାଇଁ ସରକାର ନେଲେ ଏଭଳି ନିଷ୍ପତ୍ତି: ଶୁଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ସୋମାଲିଆ, ୧୭।୮: ବିଶ୍ୱ ଦ୍ରୁତ ଗତିରେ ଅଗ୍ରଗତି କରୁଛି। ପୂର୍ବରୁ ମହିଳାଙ୍କର ସ୍ବାଧୀନତା ନ ଥିଲା। ହେଲେ ଏବେ ସେମାନେ ପ୍ରତ୍ୟେକ ପ୍ରସଙ୍ଗରେ ପୁରୁଷଙ୍କ ସହ...

Coronavirus Update


Archives

Model This Week

Why Dharitri