ଚିନ୍ତାରେ ପାକିସ୍ତାନ: ଗୁଜରାଟ ସୀମାରେ ମୁତୟନ କଲା ଏସ୍‌ଏସ୍‌ଜି କମାଣ୍ଡୋ

ଇସଲାମାବାଦ/ନୂଆଦିଲ୍ଲୀ,୨୨।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ ଅଡୁଆରେ ପଡିଥିବା ପାକିସ୍ତାନ ଥରକୁ ଥର ଭାରତ ବିରୋଧରେ କିଛି ନା କିଛି ପଦକ୍ଷେପ ନେଇ ଆସୁଛି ଚର୍ଚ୍ଚାକୁ। ଏଥର ସୁରକ୍ଷା କଥା ଚିନ୍ତା କରି ପାକିସ୍ତାନ ଗୁଜରାଟ ସୀମାରେ ଥିବା ସର କ୍ରିକ ଅଞ୍ଚଳରେ ସ୍ପେଶାଲ ସର୍ଭିସ ଗ୍ରୁପ(ଏସ୍‌ଏସ୍‌ଜି) କମାଣ୍ଡୋଙ୍କୁ ମୁତୟନ କରିଛି। ଏହା ସେ ଭାରତ ବିରୋଧି ଗତିବିଧିକୁ ନେଇ କରିଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲାଣ୍ଡ ନିକଟ ଟୋଙ୍ଗା ସମୁଦ୍ରରେ ଆଗ୍ନେୟଗିରି ଉଦଗିରଣ, ଜାପାନ ପର୍ଯ୍ୟନ୍ତ ପହଞ୍ଚିଲା ସୁମାନୀ, ଅଷ୍ଟ୍ରେଲିଆରେ ଆଲର୍ଟ

ଟୋଙ୍ଗା,୧୬ ।୧: ନ୍ୟୁଜିଲାଣ୍ଡ ନିକଟ ଟୋଙ୍ଗା ସମୁଦ୍ରରେ ଆଗ୍ନେୟଗିରି ଉଦ୍‌ଗିରଣ ହେବା ପରେ ସମୁଦ୍ରରେ ବଡ ବଡ ଲହଡି ମାଡି ଆସିଥିଲା । ଫଳରେ ସମୁଦ୍ର...

ଅନିଶ୍ଚିତତା, ଅଚଳାବସ୍ଥା

ନୂଆଦିଲ୍ଲୀ/କାବୁଲ/ଓ୍ବାଶିଂଟନ,୫ା୮ : ଯୁଦ୍ଧ ପ୍ରଭାବିତ ଆଫଗାନିସ୍ତାନର ଭାଗ୍ୟାକାଶରେ ଘୋଟିଛି ଅନିଶ୍ଚିତତାର ଘନକଳା ବାଦଲ। ରାଜଧାନୀ କାବୁଲର ସ୍ପୋଟର୍‌ସ ଲାଉଞ୍ଜରୁ ଲୋଗାର ପ୍ରଦେଶର ଚାଷ ଜମି, ସବୁଠି...

କ୍ୟାନସରର କାରଣ ହେଉଛି ଜନସନ ବେବି ପାଉଡର, ସାରା ବିଶ୍ୱରେ ଲାଗିପାରେ ପ୍ରତିବନ୍ଧକ

ଲଣ୍ଡନ,୮ ।୨: ଶିଶୁ ଓ ମହିଳାମାନେ ଫାର୍ମା କମ୍ପାନୀ ଜନସନ ଆଣ୍ଡ ଜନସନର ବେବି ପାଉଡର ବ୍ୟବହାର କରିବାକୁ ବେଶ୍ ପସନ୍ଦ କରୁଥିଲେ । ହେଲେ...

ପୁଅର ପର୍ନ କଲେକ୍ସଶନ୍‌ ଫୋପାଡ଼ିବାରୁ ବାପାଙ୍କୁ ଏଭଳି ଦଣ୍ଡାଦେଶ

ମିଚିଗାନ,୩୦।୮: ପୁଅର ପର୍ନ କଲେକ୍‌ଶନ(ସଂଗ୍ରହ) ଫୋପାଡ଼ିବା ବାପାଙ୍କୁ ମହଙ୍ଗା ପଡ଼ିଛି। ବାପାଙ୍କୁ କ୍ଷତିପୂରଣ ବାବଦକୁ ୨୨ ଲକ୍ଷ ଟଙ୍କା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ଏଭଳି...

ଚାଇନାକୁ ବଡ ଝଟ୍‌କା ଦେଲା ଆମେରିକା

ଓ୍ବାଶିଂଟନ୍‌,୧୫।୧: ଆମେରିକାରେ ଡୋନାଲ୍ଡ ଟ୍ରମ୍ପ ପ୍ରଶାସନ କାର୍ଯ୍ୟକାଳର ଶେଷ ଦିନରେ ଚାଇନା ବିରୋଧରେ ଏକ ବଡ ନିଷ୍ପତ୍ତି ନେଇଛି। ଚାଇନାର ୯ଟି କମ୍ପାନୀକୁ ତାଲିକାଭୁକ୍ତ କରିଛି।...

ଡବ୍ଲ୍ୟୁଏଚ୍‌ଓର ଚେତାବନୀ, ଟଳିନି କରୋନା ବିପଦ…

ଜେନେଭା, ୩୧।୩ : କରୋନା ମହାମାରୀ ନେଇ ବିଶ୍ୱ ସ୍ବାସ୍ଥ୍ୟ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଚେତାବନୀ ଜାରି କରାଯାଇଛି। ସଂଗଠନ ପକ୍ଷରୁ ପ୍ରକାଶିତ କରୋନା ସମ୍ବନ୍ଧୀୟ ରିପୋର୍ଟରେ ଉଲ୍ଲେଖ...

ମଠ ଉପରେ ମ୍ୟାନମାର୍‌ ସେନାର ଆକ୍ରମଣ: ୨୮ ମୃତ

ବର୍ମା,୧୪।୩: ମ୍ୟାନମାର୍‌ ସେନା ଏକ ବୌଦ୍ଧ ମଠ ଉପରେ ଆକ୍ରମଣ କରିଛି। ଏଥିଲେର ୨୮ ଜଣଙ୍କ ମୃତ୍ୟୁ ଘଟଥିବା ଜଣାପଡିଛି। ମିଆଁମାରର ଶାନ ରାଜ୍ୟର ଏକ...

ଜି-୨୦ରୁ ରୁଷିଆକୁ ବିଦା କରିବାକୁ ଚାହୁଁଛନ୍ତି ବାଇଡେନ୍‌

ନ୍ୟୁୟର୍କ,୨୫।୩: ୟୁକ୍ରେନ ଉପରେ ରୁଷିଆର ଆକ୍ରମଣକୁ ନେଇ ଆମେରିକା ଲଗାତାର ରୁଷିଆ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ରୁଷିଆକୁ ଜି-୨୦ରୁ ବାଦ୍‌ ଦେବାକୁ ଆମେରିକାର ରାଷ୍ଟ୍ରପତି...

Advertisement
Archives

Model This Week