ଚିନ୍ତାରେ ବାଂଲାଦେଶ ଦଳ

ଟଣ୍ଟନ,୧୬ା୬: ବାଂଲାଦେଶ ପାଇଁ ଚଳିତ ବିଶ୍ୱକପ୍‌ରେ ଦ୍ୱିତୀୟ ସର୍ବାଧିକ ରନ୍‌ ସ୍କୋରର ମୁସ୍ତାଫିକର ରହିମ ବ୍ୟାଟିଂ ଅଭ୍ୟାସ କରୁଥିବା ବେଳେ ଆହତ ହୋଇଛନ୍ତି। ସୋମବାର ଏଠାରେ ଓ୍ବେଷ୍ଟଇଣ୍ଡିଜ ଦଳ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଉଇକେଟକିପର ବ୍ୟାଟ୍ସମ୍ୟାନଙ୍କ ଆହତ ସମସ୍ୟା ବାଂଲାଦେଶ ଦଳର ଚିନ୍ତାକାରଣ। ପେସର ମୁସ୍ତାଫିଜୁର ରହମାନଙ୍କ ବଲ ରହିମଙ୍କ ଦେହରେ ବାଜିବା ପରେ ସେ ତୁରନ୍ତ ଫିଜିଓ ଥିଆନ ଚନ୍ଦ୍ରମୋହନଙ୍କ ସହ ପଡ଼ିଆ ବାହାରକୁ ଚାଲି ଯାଇଥିଲେ। ଆଉ ଫେରି ନ ଥିଲେ। ଡ୍ରେସିଂ ରୁମ୍‌ରେ ସେ ଆଘାତ ପାଇଥିବା ସ୍ଥାନରେ ବରଫ ଘସିଥିଲେ। ତାଙ୍କ ସମସ୍ୟା ଗୁରୁତର ନୁହେଁ। ହେଲେ ସୋମବାର ତାଙ୍କ ସମସ୍ୟା ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିବ। ଏହାପରେ ନିଷ୍ପତ୍ତି ନିଆଯିବ ବୋଲି ବିସିବି ପ୍ରବକ୍ତା କହିଛନ୍ତି। ବାଂଲାଦେଶ ଦଳର ଓପନର ତାମିମ ଇକବାଲ ମଧ୍ୟ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରେ ଆହତ ସମସ୍ୟାର ସମ୍ମୁଖୀନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖେଳାଳିଙ୍କୁ ସଫଳତାର ମନ୍ତ୍ର ଦେଲେ ଲକ୍ଷ୍ମଣ

ୱେଲିଂଟନ,୧୭।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ସିରିଜ ଶୁକ୍ରବାରଠାରୁ ଆରମ୍ଭ ହେଉଛି। ୱେଲିଂଟନ ଗ୍ରାଉଣ୍ଡରେ ପ୍ରଥମ ମ୍ୟାଚ ଖେଳାଯିବ। ଏହାପୂର୍ବରୁ ଭାରତୀୟ ଦଳର କାର୍ଯ୍ୟନିର୍ବାହୀ...

ହାଇ ଜମ୍ପରେ ଦୁଇ ଜଣ ବାଣ୍ଟିନେଲେ ସ୍ବର୍ଣ୍ଣ ପଦକ

ଟୋକିଓ,୪।୮: ଟୋକିଓ ଅଲିମ୍ପିକ୍ସର ହାଇ ଜମ୍ପ ଇଭେଣ୍ଟରେ ଇଟାଲିର ଗିଆନମାର୍କୋ ତାମ୍ବେରି ଓ କାତାରର ମୁତାଜ ଏସା ବାର୍ଶିମ ସ୍ବର୍ଣ୍ଣ ପଦକ ଶେୟାର କରିଛନ୍ତି। ଦୁହେଁ...

ଶୀର୍ଷକୁ ଫେରିଲା ଚେନ୍ନାଇ

ଚେନ୍ନାଇ,୨୪।୪(ପି.ଟି.)- ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗ୍ସ ଚଳିତ ଆଇପିଏଲ୍‌ର ୪୧ତମ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ଗୋଟିଏ ବଲ୍‌ ବାକିରଖି ୬ ଉଇକେଟରେ...

ପାଣ୍ଡିଆନ୍‌ଙ୍କୁ ଏଫ୍‌ଆଇଏଚ୍‌ ପୁରସ୍କାର

ଭୁବନେଶ୍ୱର, ୩୦ା୧ : ହକି ପାଇଁ ଉଲ୍ଲେଖନୀୟ ଅବଦାନ ଲାଗି ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇଏଚ୍‌) ସଭାପତି ତାୟାବ ଇକ୍ରାମ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସଚିବ...

ଜାତୀୟ ରେକର୍ଡ ସହ ଦୂତୀଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୧୧।୧୦(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ନିଜ ଜାଜ୍ଜୁଲ୍ୟମାନ କ୍ୟାରିୟରରେ ଆଉ ଏକ ସଫଳତାଫର୍ଦ୍ଦ ଯୋଡ଼ିଛନ୍ତି। ରାଞ୍ଚତ୍ରେ ଚାଲିଥିବା ଜାତୀୟ...

ଜାତୀୟ ସିନିୟର ରଗ୍‌ବୀ ସେଭେନ୍ସ: ଓଡ଼ିଶା ଦଳ ଘୋଷିତ

ଭୁବନେଶ୍ୱର, ୧୭।୭(କ୍ରୀଡ଼ା ପ୍ରତିନିଧି): ବିହାରର ପାଟଣାସ୍ଥିତ ପାଟଳିପୁତ୍ର ଷ୍ଟାଡିୟମରେ ଜାତୀୟ ସିନିୟର ରଗ୍‌ବୀ ସେଭେନ୍ସ (ମହିଳା/ପୁରୁଷ) ଚାମ୍ପିୟନଶିପ୍‌ ଚଳିତମାସ ୧୯ରୁ ୨୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।...

ଦ୍ୱିତୀୟ ଟେଷ୍ଟରେ ବାଂଲାଦେଶକୁ ୩ ଓ୍ବିକେଟରେ ହରାଇଲା ଭାରତ…

ଢାକ୍କା,୨୫।୧୨ : ଦୁଇଟିକିଆ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ବାଂଲାଦେଶକୁ ତିନି ୱିକେଟରେ ପରାସ୍ତ କରିଛି। ମ୍ୟାଚର ଚତୁର୍ଥ ଦିନରେ ରବିବାର ୭ ୱିକେଟ...

ପ୍ରଥମ ଟେଷ୍ଟ: ମାଥ୍ୟୁସ୍‌ଙ୍କ ପ୍ରଥମ ଦ୍ୱିଶତକ

ହରାରେ,୨୩।୧- ମିଡଲ ଅର୍ଡର ବ୍ୟାଟ୍ସମ୍ୟାନ ଆଞ୍ଜେଲୋ ମାଥ୍ୟୁସ କ୍ୟାରିୟରର ପ୍ରଥମ ଟେଷ୍ଟ ଦ୍ୱିଶତକ ହାସଲ କରିଛନ୍ତି। ମାଥ୍ୟୁସଙ୍କ ଦ୍ୱିଶତକୀୟ ପାଳି ବଳରେ ଶ୍ରୀଲଙ୍କା ଏଠାରେ ଚାଲିଥିବା...

Advertisement
Archives

Model This Week