ଚିନ୍ତା ବଢ଼ାଇଲାଣି ‘ଅମ୍ଫନ’: ମୁକାବିଲା ପାଇଁ ଧାମରାରେ ପହଞ୍ଚିଲା ଏନ୍‌ଡିଆର୍‌ଏଫ୍‌ ଟିମ୍‌

ଭଦ୍ରକ ଅଫିସ,୧୭।୫ – ଗୋଟିଏ ପଟେ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ସମ୍ଭାବ୍ୟ ବାତ୍ୟା ଅମ୍ଫନ୍‌କୁ ନେଇ ଜିଲାବାସୀ ଆତଙ୍କିତ ହୋଇପଡ଼ିଲେଣି। ତେବେ ବାତ୍ୟାର ମୁକାବିଲା ପାଇଁ ରବିବାର ଧାମରାରେ ଏକ ୨୧ଜଣିଆ ଏନ୍‌ଡିଆର୍‌ଏଫ୍‌ ଟିମ ପହଞ୍ଚିଛନ୍ତି। ଏହି ଟିମ୍‌ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ଥିବା ଟିମ କମାଣ୍ଡେଣ୍ଟ ସୁବ୍ରତ କୁମାର ଭୋଇ ପ୍ରତିକ୍ରିୟା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିରୋସିନ ଢ଼ାଳି ସ୍ତ୍ରୀଙ୍କୁ ପୋଡ଼ି ହତ୍ୟା ମାମଲା: ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ

ବାଲେଶ୍ୱର ଅଫିସ,୧୭।୩-ସ୍ତ୍ରୀଙ୍କୁ କିରୋସିନ ଢାଳି ପୋଡି ହତ୍ୟା ମାମଲାର ବିଚାର କରି ବାଲେଶ୍ୱର ଦ୍ୱିତୀୟ ଅତିରିକ୍ତ ଜିଲା ଦୌରାଜଜ୍‌ ସୁବାସ କୁମାର ବିହାରୀ ତାଙ୍କ ସ୍ବାମୀଙ୍କୁ...

ଶ୍ରୀଲୋକନାଥଙ୍କ ପୀଠରେ ଜଳ ଲାଗିକଲେ ୩୨ ହଜାର କାଉଡ଼ିଆ

ପୁରୀ ଅଫିସ, ୨୯ା୭: ଶ୍ରାବଣ ମାସ ଦ୍ୱିତୀୟ ସୋମବାର ଶ୍ରୀଲୋକନାଥଙ୍କ ପୀଠରେ କାଉଡ଼ିଆଙ୍କ ପ୍ରବଳ ଭିଡ଼ ହୋଇଥିଲା। ରାଜ୍ୟର ବିଭିନ୍ନ ନଦୀରୁ ଜଳ ଆଣି ୩୨,୩୦୦...

ରାଜଘାଟକୁ ଷ୍ଟେଶନ ମାନ୍ୟତା ଦାବି: କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଡେଭଲପମେଣ୍ଟ କମିଟି କର୍ମକର୍ତ୍ତା

ରୂପ୍‌ସା,୧୨।୮(ଡି.ଏନ.ଏ.)-ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ରାଜଘାଟ ପାସେଞ୍ଜର ହଲ୍ଟକୁ ଷ୍ଟେଶନ ମାନ୍ୟତା ମିଳୁ ନ ଥିବାରୁ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ଏଥିସହ...

ପୁରୁଷୋତ୍ତମପୁର କୋର୍ଟ ପକ୍ଷରୁ ମାନବାଧିକାର ଦିବସ ପାଳିତ

ପୁରୁଷୋତ୍ତମପୁର, ୧୦।୧୨(ଡି.ଏନ.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନ ସେବା କମିଟି ପକ୍ଷରୁ ମଙ୍ଗଳବାର ମାନବାଧିକାର ଦିବସ ତାରା...

ବଦଳିଗଲା ରବିବାର ନିୟମ: ଆସନ୍ତାକାଲି ବିଦ୍ୟାଳୟରେ ହେବ ପାଠପଢ଼ା

ବାଲିଗୁଡ଼ା,୯।୧(ଡି.ଏନ୍‌.ଏ.): ସାଧାରଣତଃ ରବିବାର ସ୍କୁଲ, କଲେଜ ସମେତ ରାଜ୍ୟ ଓ କେନ୍ଦ୍ର ସରକାର ଅଧିନସ୍ଥ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହୁଥିବା ବେଳେ କେତେକ ସ୍ଥାନରେ...

ବିଦ୍ୟୁତ୍‌ ଆଘାତରେ ମା’,ପୁଅ ମୃତ

ଖଲ୍ଲିକୋଟ,୨୦-୯(ଡି.ଏନ୍‌.ଏ.):ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ବାକୁଟଗାଁରେ ଗୁରୁବାର ଅପରାହ୍ନରେ ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଛଟପଟ ହେଉଥିବା ପୁଅଙ୍କୁ ଉଦ୍ଧାର କରିବାକୁ...

ହାତୀପଲଙ୍କ ଉପଦ୍ରବ, ଧାନଫସଲ ନଷ୍ଟ

ଦଶପଲ୍ଲା,୨୫।୧୧(ଡି.ଏନ୍‌.ଏ.): ଦଶପଲ୍ଲା ବନାଞ୍ଚଳର ଚଡ଼େୟାପଲ୍ଲୀ ଓ ପୋଖରୀଗୋଚ୍ଛା ସଂରକ୍ଷିତ ଜଙ୍ଗଲରେ ୧୩ଟି ହାତୀ ଡେରା ପକାଇଛନ୍ତି। ହାତୀପଲ ସନ୍ଧ୍ୟା ହେଲେ ନିକଟସ୍ଥ ଧାନକ୍ଷେତକୁ ଆସି ଫସଲ...

କରୋନା ଆକ୍ରାନ୍ତଙ୍କ ଘର ସିଲ୍‌ କଲା ପ୍ରଶାସନ: ସାଧାରଣରେ ଅସନ୍ତୋଷ

ପଦ୍ମପୁର,୧୦।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥପ୍ରସାଦ ପଞ୍ଚାୟତରେ ୩ କରୋନା ଆକ୍ରାନ୍ତଙ୍କ ଘରକୁ ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି। ମାତ୍ର ଏହି ଘଟଣାକୁ...

Advertisement
Archives

Model This Week