ଚିନ୍ତା ବଢ଼ାଇଲାଣି ଭୁବନେଶ୍ୱର: ପଟିଆ ଅଞ୍ଚଳରୁ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜଧାନୀରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପଟିଆ ଅଞ୍ଚଳର ଗୋଟିଏ ପରିବାରର ୨ଜଣ କରୋନା ସକ୍ରମିତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୪୦ ବର୍ଷୀୟ ପୁରୁଷ ଓ ୮ ବର୍ଷୀୟ ଝିଅ ଅଛନ୍ତି। ଉଭୟଙ୍କ ଦିଲ୍ଲୀ ଗସ୍ତ ନେଇ ଟ୍ରାଭେଲ୍‌ ହିଷ୍ଟ୍ରୀ ରହିଛି। ସେମାନେ ଦିଲ୍ଲୀରୁ ଫେରି ଉଭୟ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିଲେ। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୮କୁ ବୃଦ୍ଧି ପାଇଛି। ସେଥିରୁ ୩୪ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିଭଳି ୩ଜଣଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ରବିବାର ଅପରାହ୍ନରେ ଟୁଇଟ୍‌ କରି ଏହି ସୂଚନା ଦିଆଯାଇଛି। ତେବେ ସଂକ୍ରମିତ ଚିହ୍ନଟ ହେବା ପରେ ସେମାନଙ୍କର କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଛି। ତାଙ୍କ ଆଖପାଖର ଘରଗୁଡ଼ିକୁ ସାନିଟାଇଜ୍‌ କରାଯାଉଥିବା ବିଏମ୍‌ସି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ଓଡ଼ିଆଙ୍କୁ ହତ୍ୟା, ଦାୟୀ କିଏ

ଭୁବନେଶ୍ୱର,୪।୧୦: ଓଡ଼ିଶାର ରାୟଗଡ଼ା ଜିଲାସ୍ଥିତ ଉତ୍କଳ ଆଲୁମିନା ବିଷୟରେ ପୂର୍ବରୁ ଦିଆଯାଇଥିବା କେତୋଟି ରିପୋର୍ଟର ଏହା ୩ୟ ଭାଗ। ସେହି ସ୍ଥାନକୁ ଯିବାପରେ ଧରିତ୍ରୀ ସାମ୍ବାଦିକଙ୍କୁ...

ପାଣିପାଗ ବିଭାଗର ଆକଳନ : ଓଡ଼ିଶାକୁ ବାତ୍ୟା ଭୟ ନାହିଁ

ଭୁବନେଶ୍ୱର,୭ା୧୧(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଆଣ୍ଡାମାନ ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତ (ଡିପ ଡିପ୍ରେଶନ)ରେ ପରିଣତ ହୋଇଛି। ଆସନ୍ତା ୧୨...

ମହାମାରୀ ଲଢ଼େଇରେ ସହାୟକ ହେବନି ଲକ୍‌ଡାଉନ

ନୂଆଦିଲ୍ଲୀ, ୨୪।୫(ପି.ଟି.): ଦେଶବ୍ୟାପୀ ଲକ୍‌ଡାଉନ କୋଭିଡ୍‌-୧୯ ଲଢ଼େଇରେ ଆଉ ସହାୟକ ହେବନାହିଁ ବୋଲି ଦେଶର ପ୍ରମୁଖ ଭୂତାଣୁ ବିଜ୍ଞାନୀ ଶହିଦ ଜମିଲ୍‌ କହିଛନ୍ତି। ଏହା ବଦଳରେ...

ଭର୍ତ୍ତୃହରିଙ୍କୁ ନେଇ ବିଜେଡି-ଭାଜପା ରାଜନୀତି ତେଜିଲା

ଭୁବନେଶ୍ୱର, ୧୪ା୪(ବ୍ୟୁରୋ): କଟକ ଏମ୍‌ପି ଭର୍ତ୍ତୃହରି ମହତାବଙ୍କୁ ନେଇ ବିଜେଡି-ଭାଜପା ମୁହାଁମୁହିଁ ହୋଇଛନ୍ତି। ଭର୍ତ୍ତୃହରି ମହତାବଙ୍କ ଅଭିଜ୍ଞତା କଥା କହି ବିଜେଡିକୁ ଟାର୍ଗେଟ କରିଛି ଭାଜପା।...

କୋଷ୍ଟଗାର୍ଡରେ ସାମିଲ ହେଲା ‘ଭରଦ୍‌’

ପାରାଦୀପ, ୧୯।୩ (ସ୍ବ.ପ୍ର.): ଉତ୍ତର-ପୂର୍ବ ଉପକୂଳ ସମୁଦ୍ର ସୀମାରେ ପାଟ୍ରୋଲିଂ ପାଇଁ ବୁଧବାର ଭାରତୀୟ ତଟରକ୍ଷୀ ବାହିନୀ(କୋଷ୍ଟଗାର୍ଡ)ରେ ଅତ୍ୟାଧୁନିକ ଯୁଦ୍ଧଜାହାଜ ‘ଭରଦ’ ସାମିଲ ହୋଇଛି। ବୁଧବାରଠାରୁ...

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଆଜି ସନ୍ଧ୍ୟା ୮ଟାରୁ ୪୮ ଘଣ୍ଟା ଯାଏ ଭୁବନେଶ୍ୱର, ଭଦ୍ରକ ସମ୍ପୂର୍ଣ୍ଣ ସଟ୍‌ ଡାଉନ୍‌

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ରାଜ୍ୟ ସରକାର ଶୁକ୍ରବାର ବଡ଼ ଘୋଷଣା କରିଛନ୍ତି। ରାଜଧାନୀରେ ୫ମ କରୋନା ରୋଗୀ ସଂକ୍ରମିତ ହେବାର କାରଣ ଜଣାପଡ଼ୁନଥିବାରୁ ଆଗାମୀ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ରୁଦ୍ର

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ଆସନ୍ତା ୩୦ ତାରିଖରେ ନାମାଙ୍କନପତ୍ର ଦାଖଲ କରିବେ। ମନ୍ତ୍ରୀ ସୁଶାନ୍ତ ସିଂଙ୍କ ସରକାରୀ...

ରାଜ୍ୟର ପ୍ରଥମ ବିଦେଶ ଡାକଘର ଉଦ୍‌ଘାଟିତ: ଏଣିକି ବିଦେଶରେ ଶୀଘ୍ର ପହଞ୍ଚିବ ଚିଠି, ପାର୍ସଲ

ଭୁବନେଶ୍ୱର, ୨୧।୭ (ବ୍ୟୁରୋ): ଓଡ଼ିଶାରୁ ବିଦେଶକୁ ପଠାଯାଉଥିବା ଚିଠି ଓ ପାର୍ସଲ କୋଲକାତାସ୍ଥିତ ଫରେନ ପୋଷ୍ଟ ଅଫିସ୍‌ର କଷ୍ଟମ ବିଭାଗରେ ଯାଞ୍ଚ ହୁଏ। ଏହାଦ୍ୱାରା ଚିଠି...

Advertisement
Archives

Model This Week