ଚିନ୍ତା ବଢ଼ାଇଲେଣି ପଶ୍ଚିମବଙ୍ଗ ଫେରନ୍ତା: ଆକ୍ରାନ୍ତ ମାମଲାରେ ଯାଜପୁର, ବାଲେଶ୍ୱରକୁ ଟପିଲା ଭଦ୍ରକ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଗୋଟିଏ ଦିନରେ ଭଦ୍ରକ ଜିଲାରେ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଦ୍ୱାରା ଜିଲାରେ ମୋଟ ପଜିଟିଭ୍‌ଙ୍କ ସଂଖ୍ୟା ୧୬ରେ ପହଞ୍ଚିଛି। ପ୍ରଥମେ ରାଜ୍ୟରେ ଖୋର୍ଦ୍ଧା ଅଧିକ ସଂକ୍ରମିତ ଜିଲା ଭାବେ ରେଡ୍‌ ଜୋନ୍‌ରେ ଥିବା ବେଳେ ଏବେ ଯାଜପୁର, ବାଲେଶ୍ୱରକୁ କାଟି ଭଦ୍ରକ ଦ୍ୱିତୀୟ ସ୍ଥାନରେ ପହଞ୍ଚିଛି। ବିଶେଷକରି ଆକ୍ରାନ୍ତମାନେ ପଶ୍ଚିମବଙ୍ଗ ଫେରନ୍ତା ହୋଇଥିବାରୁ ଏବେ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇଛି। ଏସବୁ ଜିଲା ସୀମାନ୍ତ ଜିଲା ହୋଇଥିବାରୁ ଜିଲାଗୁଡ଼ିକୁ ୬୦ ଘଣ୍ଟା ଶଟ୍‌ଡାଉନ୍‌ ଘୋଷଣା କରାଯାଇସାରିଛି।

ପ୍ରକାଶ ଯେ, ଶୁକ୍ରବାର ସକାଳେ ଭଦ୍ରକରେ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ୪ଜଣ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ କରୋନା ପଜିଟିଭ୍‌ ସଂଖ୍ୟା ୯୪ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ଭିଡିଓ ଭାଇରାଲ ପରେ ଚାଉଳ ମିଳିଲା

ଜହ୍ନାପଙ୍କ, ୧୭।୪ (ଡି.ଏନ.ଏ.): ବର୍ତ୍ତମାନ କରୋନା ପାଇଁ ଲକ୍‌ ଡାଉନ ଯୋଗୁ କାମ ଧନ୍ଦା ଠପ୍‌ ହୋଇଯାଇଛି । ସେଥିପାଇଁ କେନ୍ଦ୍ର ଓ ରାଜ୍ୟ ସରକାର...

ନିୟମ ଉଲ୍ଲଂଘନ ଅଭିଯୋଗ: ୪ ଦୋକାନ ସିଲ୍‌

ବ୍ରହ୍ମପୁର ଅଫିସ,୧୫ା୫-କରୋନା ପାଇଁ ଲକ୍‌ଡାଉନ୍‌ ଜାରି ରହିଛି। ଏହାକୁ ଉଲ୍ଲଂଘନ ଅଭିଯୋଗରେ ଗୁରୁବାର ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ୪ ଦୋକାନ ସିଲ୍‌ କରାଯାଇଛି। ଏଥିସହ...

ଆଉ ୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୭୯

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

୭୫୫୬ ସ୍ବାସ୍ଥ୍ୟକର୍ମୀ ନେବେ କୋଭିଡ୍‌ ଟିକା

ଖୋର୍ଦ୍ଧା ଅଫିସ,୬ା୧: କୋଭିଡ୍‌-୧୯ ଟିକାକରଣ ପାଇଁ ଟାସ୍କଫୋର୍ସ କମିଟିର ତୃତୀୟ ପର୍ଯ୍ୟାୟ ବୈଠକ ମଙ୍ଗଳବାର ଜିଲାପାଳଙ୍କ ସମ୍ମଳିନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସନତ...

ନିର୍ଣ୍ଣାୟକ ହେବେ ବସ୍ତି ଭୋଟର

ଯାଜପୁର ଅଫିସ,୧୭ା୩: ଯାଜପୁର ଜିଲାରେ ଥିବା ଦୁଇ ମ୍ୟୁନିସିପାଲିଟି ମଧ୍ୟରୁ ବ୍ୟାସନଗର ନିର୍ବାଚନ ଉପରେ ଅନେକଙ୍କ ନଜର ରହିଛି। ଏଠାରେ ବିରୋଧୀ ଭାଜପା ଓ କଂଗ୍ରେସରେ...

ବସ୍‌ ଭିତରୁ ଯାତ୍ରୀଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗୀର ଅଫିସ, ୩୧। ୫: ବାଲେଶ୍ୱରରୁ ବଲାଙ୍ଗୀର ଆସୁଥିବା ଏକ ବସ୍‌ରୁ ଶୁକ୍ରବାର ସକାଳେ ଜଣେ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ବ୍ୟକ୍ତି...

୯ ମାସ ପରେ ଖୋଲିଲା ସ୍କୁଲ: ୬୨ ଶିକ୍ଷକ କରୋନା ପଜିଟିଭ୍‌

ମୁମ୍ବାଇ,୫।୧: ମହାରାଷ୍ଟ୍ରରେ ୯ ମାସ ପରେ ସ୍କୁଲ ଖୋଲିବା ପାଇଁ ସରକାର ଅନୁମତି ଦେଇଛନ୍ତି। ସୋମବାରଠାରୁ ସ୍କୁଲ ଖୋଲିଥିବାବେଳେ ଏବେ ୬୨ ଶିକ୍ଷକଙ୍କ ନମୁନା ପରୀକ୍ଷା...

ଅନୁସଚିବ ପୂର୍ଣ୍ଣଚନ୍ଦ୍ର ସାହୁ ଗିରଫ

ଭୁବନେଶ୍ୱର,୪।୬(ବ୍ୟୁରୋ): ଭିଜିଲାନ୍ସ ଜାଲରେ ଆଉଜଣେ ବଡ଼ ବାବୁ। ସେ ହେଲେ ରାଜ୍ୟ ସରକାରଙ୍କ ଯୋଜନା ଓ ସମନ୍ବୟ ବିଭାଗର ଅନୁସଚିବ ପୂର୍ଣ୍ଣଚନ୍ଦ୍ର ସାହୁ। ଶୁକ୍ରବାର ଜଣେ...

Advertisement
Archives

Model This Week