ଚିନ୍ତା ବଢ଼ାଇଲେଣି ପଶ୍ଚିମବଙ୍ଗ ଫେରନ୍ତା: ଯାଜପୁରରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୮କୁ ବୃଦ୍ଧି

ଭୁବନେଶ୍ୱର,୧।୫(ବ୍ୟୁରୋ): ଯାଜପୁର ଜିଲାରେ ପୁଣି ଜଣେ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୯ରେ ପହଞ୍ଚିଛି। ସେହିଭଳି ରାଜ୍ୟରେ ପଜିଟିଭ୍‌ଙ୍କ ସଂଖ୍ୟା ୧୪୮କୁୁ ବୃଦ୍ଧି ପାଇଛି। ଆକ୍ରାନ୍ତଜଣଙ୍କ ୩୦ ବର୍ଷର ଯୁବକ। ସେ ବେହରାପାଟଣା ଅଞ୍ଚଳର ହୋଇଥିବା ବେଳେ କୋଲକାତାରୁ ଫେରିଥିଲେ। ତାଙ୍କ ନିକଟରେ କୌଣସି ଲକ୍ଷଣ ନ ଥିବା ବେଳେ ରିପୋର୍ଟ ପଜିଟିଭ୍‌ ଆସିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଲ୍‌ ପରିବହନରେ ପୂର୍ବତଟ ରେଳପଥର ପ୍ରୋତ୍ସାହନ: ମେ ୩ ଯାଏ ଲାଗୁ ହେବ

ଭୁବନେଶ୍ୱର,୨୪।୪(ବ୍ୟୁରୋ): କରୋନା ମୁକାବିଲା ପରିପ୍ରେକ୍ଷୀରେ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ନିମନ୍ତେ ପଣ୍ୟ ଉପଭୋକ୍ତାଙ୍କୁ ସୁବିଧା ପ୍ରଦାନ ସହ ଲଜିଷ୍ଟିକ୍‌ ସହାୟତା ଯୋଗାଇଦେବା ନିମନ୍ତେ ରେଳ କର୍ତ୍ତୃପକ୍ଷ...

ଫେରାର ପଛରେ ଅନେକ ରହସ୍ୟ

ବଲାଙ୍ଗୀର ଅଫିସ, ୨୫ା୧୦: ଟିଟିଲାଗଡ ପୋଲିସ ବାରାକ୍‌ରୁ ଫେରାର ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ଗତ ୧୯ ତାରିଖ ଅପରାହ୍ନରେ ବଙ୍ଗୋମୁଣ୍ଡା...

ଅସନ୍ତୋଷ ଜାହିର କଲେ ବିରୋଧୀଦଳ

ଭୁବନେଶ୍ୱର,୧୩।୨(ବ୍ୟୁରୋ): ପୌର ନିର୍ବାଚନକୁ ନେଇ ରାଜଧାନୀରେ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଜୋର୍‌ଦାର ପ୍ରକ୍ରିୟା ଜାରି ରହିଥିବାବେଳେ...

ଭୟଙ୍କର ସ୍ଥିତି ଆସିବ ଜୁନ୍‌ରେ: ଦିନକୁ ମୃତ୍ୟୁ ସଂଖ୍ୟା ୨୫୦୦ ଛୁଇଁବା ଆଶଙ୍କା…

ନୂଆଦିଲ୍ଲୀ,୧୭।୪: କରୋନା ସଂକ୍ରମଣ ନେଇ ଦେଶରେ ଆତଙ୍କ ଦେଖାଦେଇଛି। ଆଗକୁ ଭାରତରେ ସ୍ଥିତି ଅଧିକ ସଙ୍କଟ ଜନକ ହେବ ବୋଲି ଲାସେଣ୍ଟ୍‌ ପତ୍ରିକାରେ ଏକ ରିପୋର୍ଟ...

ନୂଆବର୍ଷରେ ବି ଜାରି ରହିବ କଟକଣା: ରାଜ୍ୟ ସରକାରଙ୍କୁ କେନ୍ଦ୍ରର ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୦।୧୨: ଗୋଟିଏ ଦିନ ପରେ ନୂଆବର୍ଷ। କରୋନା ମହାମାରୀରେ ନାନା ପ୍ରକାର ହଇରାଣ ହରକତ ହୋଇଥିବା ଲୋକେ ନୂଆବର୍ଷ ପାଳନ ପାଇଁ ମାନସିକସ୍ତରରେ ପ୍ରସ୍ତୁତି ଆରମ୍ଭ...

ପୁଣି ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ଥାଇଲାଣ୍ଡ ଉପକୂଳରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହେଉଛି। ଏହା ଧିରେ ଧିରେ ଦକ୍ଷିଣ ଆଣ୍ଡାମାନ ସାଗର ଆଡ଼କୁ ଗତି କରିବ। ଯାହାର ପ୍ରଭାବରେ ଶନିବାର...

୭ରୁ ଜେଡିସିଏ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ଉତ୍ସବ: ପ୍ରଦର୍ଶିତ ହେବ ଦେଶ ବିଦେଶର ୪୮ ଫିଲ୍ମ

ଭୁବନେଶ୍ୱର,୨।୨(ବ୍ୟୁରୋ)-  ଜେ.ଡି. ସେଣ୍ଟର ଅଫ୍‌ ଆର୍ଟ(ଜେଡିସିଏ)ର ଫିଲ୍ମ ଫୋରମ୍‌ ଆନୁକୂଲ୍ୟରେ କଳା ଓ କଳାକାର ଆଧାରିତ ତ୍ରୟୋଦଶ ଅନ୍ତର୍ଜାତୀୟ ପ୍ରାମାଣିକ କ୍ଷୁଦ୍ର ଚଳଚ୍ଚିତ୍ର ଉତ୍ସବ ଆସନ୍ତା...

ସିଏଜି ରିପୋର୍ଟକୁ ନେଇ ରାଜ୍ୟ ସରକାରଙ୍କୁ ଭାଜପାର ଟାର୍ଗେଟ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ସିଏଜି ରିପୋର୍ଟକୁ ନେଇ ରାଜ୍ୟ ସରକାରଙ୍କୁ ଭାଜପାର ଟାର୍ଗେଟ। ଶନିବାର ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି।...

Advertisement
Archives

Model This Week