ଚିନ୍ତା ବଢାଉଛି ଧରାବି

ମୁମ୍ବାଇ,୨୪।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢି ଚାଲିଥିବା ବେଳେ ମହାରାଷ୍ଟ୍ରରେ ଏହି ସଂଖ୍ୟା ସର୍ବାଧିକ। ଏହା ମହାରାଷ୍ଟ୍ର ସରକାରଙ୍କୁ ଚିନ୍ତାରେ ପକାଇ ଦେଲାଣି। ତେବେ ମହାରାଷ୍ଟ୍ରରେ ଅନ୍ୟସ୍ଥାନ ଅପେକ୍ଷା ଧରାବିର ସଂକ୍ରମଣ ଏବେ ସମସ୍ତଙ୍କୁ ଅଡୁଆରେ ପକାଇ ଦେଇଛି। ଶୁକ୍ରବାର ସୁଦ୍ଧା ଧରାବିରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨୦ ପହଞ୍ଚିଥିବା ବେଳେ ଏମାନଙ୍କ ମଧ୍ୟରୁ ୧୪ ଜଣଙ୍କ ମୃତ୍ୟୁ ହୋଇ ସାରିଥିବା କହିଛି ବ୍ରିହାନ ମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ। ଏହାକୁ ଦେଖିବା ପରେ ଧରାବିରେ ଏହା ଗୋଷ୍ଠୀ ସଂକ୍ରମଣ ଆଶଙ୍କାକୁ ଦ୍ୱିଗୁଣିତ କରିଛି। ଏହାସହ ଧରାବିରେ କରୋନା ପ୍ରଥମ କରି ଥାର୍ଡ ଷ୍ଟେଜକୁ ଚାଲିଯାଇପାରେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ରକ୍ଷାବନ୍ଧନରେ ଚାଇନା ବନାମ ମୋଦି ରାକ୍ଷୀ

ନୂଆଦିଲ୍ଲୀ,୨୩।୭:ଚାଇନା ସାମଗ୍ରୀ ବର୍ଜନ ପାଇଁ ସାରା ଦେଶରେ ଅଭିଯାନ ଆରମ୍ଭ ହୋଇଛି। କନଫେଡେରେସନ ଅଫ ଅଲ ଇଣ୍ଡିଆ ଟ୍ରେଡର୍ସ (ସିଏଆଇଟି) ନେତୃତ୍ୱରେ ଗତ ଜୁନ ୧୦ରୁ...

ଗଞ୍ଜାମ ଜିଲାପାଳଙ୍କ ଆଉ ଏକ ପଦକ୍ଷେପ: ନିଜେ ରକ୍ତ ଦେବାପରେ ଭ୍ରାମ୍ୟମାଣ ରକ୍ତ ସଂଗ୍ରହ ଗାଡ଼ିର କଲେ ଶୁଭାରମ୍ଭ

ଶେରଗଡ,୧୭।୪(ଡି.ଏନ୍‌.ଏ.): ବିଭିନ୍ନ ଯୋଜନାର ସଫଳ ରୁପାୟନ ଠାରୁ ଆରମ୍ଭ କରି କରୋନା ମୁକାବିଲା ପର୍ଯ୍ୟନ୍ତ ସବୁଥିରେ ଆଗରେ ରହିଛି ଗଞ୍ଜାମ ଜିଲା। ଏ ନେଇ ଦୁଇ...

କୋଟାରେ ଫସିଥିବା ଛାତ୍ରଙ୍କୁ ଆଣିବା ପାଇଁ ୩୦୦ ବସ୍‌ ପଠାଇଲେ ଯୋଗୀ ସରକାର

ଲକ୍ଷ୍ନୌ,୧୭।୪: କରୋନା ସହ ମୁକାବିଲା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ଲକ୍‌ଡାଉନ୍‌ ଯୋଗୁ ବିଭିନ୍ନ ରାଜ୍ୟର ଲୋକ ଓ ଛାତ୍ରୀଛାତ୍ର...

କାର୍ଯ୍ୟଭାର ସମ୍ଭାଳିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀର ରାମଲୀଲା ମଇଦାନରେ ରବିବାର ଶପଥ ଗ୍ରହଣ କରିବା ପରେ ଆମ ଆଦ୍‌ମୀ ପାର୍ଟି (ଏଏପି)ର ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ସୋମବାର ମୁଖ୍ୟମନ୍ତ୍ରୀ ଭାବେ...

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ୧୬୪ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୫,୩୫୩କୁ ବୃଦ୍ଧି

ଭୁବନେଶ୍ୱର,୧।୭(ବ୍ୟୁରୋ): ରାଜ୍ୟରେ ଆଉ ୧୬୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗଞ୍ଜାମର ସର୍ବାଧିକ ୪୮ଜଣ ଅଛନ୍ତି। ସେହିଭଳି ଜଗତସିଂହପୁରର ୩୧, ବାଲେଶ୍ୱରର ୨୬,...

ଲକ୍‌ ଡାଉନ୍‌ ସମୟରେ ଘର ପାଖରେ ପହଞ୍ଚିବ ଅତ୍ୟାବଶ୍ୟକ ସାମଗ୍ରୀ

ନଏଡ଼ା,୨୬।୩: ଲକ୍‌ ଡାଉନ୍‌ ସମୟରେ ଲୋକେ ଘରୁ ବାହାରକୁ ବାହାରିବା କଷ୍ଟକର ବ୍ୟାପାର ହୋଇଯାଇଛି। ଏହି ସମୟରେ ଲୋକଙ୍କ ନିକଟରେ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚିବ ବୋଲି...

ମହିଳାଙ୍କ ପ୍ରଜନନ ଅଧିକାର ସୁରକ୍ଷା ବିଲ୍‌କୁ ମଞ୍ଜୁରୀ

ନୂଆଦିଲ୍ଲୀ,୨୦ା୨(ଆଇଏଏନ୍‌ଏସ୍‌): କେନ୍ଦ୍ର କ୍ୟାବିନେଟ ବୁଧବାର ‘ଆସିଷ୍ଟେଡ୍‌ ରିପ୍ରଡକ୍ଟିଭ୍‌ ଟେକ୍ନୋଲୋଜି ରେଗୁଲେଶନ୍‌ ବିଲ୍‌ ୨୦୨୦’କୁ ମଞ୍ଜୁରୀ ଦେଇଛି। ମହିଳାଙ୍କ ପ୍ରଜନନ ଅଧିକାରକୁ ସୁରକ୍ଷା ଦେବା ପାଇଁ ଉଦ୍ଦିଷ୍ଟ...

ଶାହିନବାଗ ଆନ୍ଦୋଳନ: ପୋଲିସକୁ ଧନ୍ୟବାଦ ଦେଲେ ଜନତା

ନୂଆଦିଲ୍ଲୀ,୨୪।୩: ଦୀର୍ଘ ପ୍ରାୟ ୧୦୦ ଦିନର ଆନ୍ଦୋଳନ ପରେ ମଙ୍ଗଳବାର ଖାଲି ହୋଇଛି ଶାହିନବାଗ। ଏହାକୁ ଦେଖି ଦକ୍ଷିଣ ଦିଲ୍ଲୀର ଡିସିପି ଆର୍‌ପି ମିନା ଓ...

Coronavirus Update


Archives

Model This Week

Why Dharitri