ଚିଲିକାରେ ବେଆଇନ ଘେରି ଉଚ୍ଛେଦ: ପ୍ରଥମ ଦିନରେ ୫୦୦ ଏକର

କୃଷ୍ଣପ୍ରସାଦ,୭ା୩(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଖଟିଆକୁଦି ତଳଚତରା ଉପରଚତରା ଚିଲିକାରେ ବେଆଇନ ଘେରି ଉଚ୍ଛେଦ ଶନିବାର ଆରମ୍ଭ ହୋଇଛି। ପ୍ରଥମ ଦିନରେ ୫୦୦ ଏକର ଉଚ୍ଛେଦ କରାଯାଇଥିବା ବେଳେ ଏହା ଚିଲିକାରୁ ସମ୍ପୂର୍ଣ୍ଣ ଉଚ୍ଛେଦ କରାଯିବ ବୋଲି ସୂଚନା ମିଳିଛି। ଏଡିଏମ୍‌ଓ ପ୍ରଦୀପ ସାହୁ, ସବ୍‌ କଲେକ୍ଟର ଭବଚରଣ ସାହୁ, ଅତିରିକ୍ତ ଏସ୍‌ପି, ଏସ୍‌ଡିପିଓ, କୃଷ୍ଣପ୍ରସାଦ ତହସିଲଦାର, ବିଡିଓ ଅଭିମନ୍ୟୁ ମାଝି, କୃଷ୍ଣପ୍ରସାଦ ଥାନା ଆରକ୍ଷୀ ନିରୀକ୍ଷକ ଅଭିମନ୍ୟୁ ନାୟକଙ୍କ ଉପସ୍ଥିତିରେ ଉଚ୍ଛେଦ କରାଯାଇଛି । ସୁରକ୍ଷାକୁ ଦୃଷ୍ଟିରେ ରଖି ୪ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri