ଚିଲିକା ପାଇଁ ୧୫୮ କୋଟି: ଉପକୃତ ହେବେ ୨ ଲକ୍ଷ ମତ୍ସ୍ୟଜୀବୀ

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ରାଜ୍ୟର ପ୍ରମୁଖ ୩ଟି ଆର୍ଦ୍ରଭୂମି ପାଇଁ ବିଭିନ୍ନ ଯୋଜନାକୁ ଅନୁମୋଦନ କରାଯାଇଛି। ରାଜ୍ୟ ଆର୍ଦ୍ରଭୂମି ପ୍ରାଧିକରଣ ବୈଠକରେ ବିଭିନ୍ନ ଯୋଜନାକୁ ଏହି ମଞ୍ଜୁରୀ ମିଳିଛି। ଏହି ଅବସରରେ ଚିଲିକା ହ୍ରଦର ସମନ୍ବିତ ପରିଚାଳନା ପାଇଁ ୧୫୮ କୋଟିର ବ୍ୟୟ ଅଟକଳ କରାଯାଇଛି। ଏହାଦ୍ୱାରା ଚିଲିକା ପାର୍ଶ୍ୱବର୍ତ୍ତୀ ୧୫୧ଟି ଗ୍ରାମର ୨ ଲକ୍ଷ ମତ୍ସ୍ୟଜୀବୀ ଉପକୃତ ହେବେ। ଅଂଶୁପା ହ୍ରଦର ବିକାଶ ପାଇଁ ମଧ୍ୟ ୨୧ କୋଟି ୨୩ ଲକ୍ଷ ଟଙ୍କାର ଯୋଜନାକୁ ମଞ୍ଜୁରୀ ମିଳିଛି। ଭିତରକନିକା ଆର୍ଦ୍ରଭୂମି ପାଇଁ ମଧ୍ୟ ଯୋଜନାକୁ ଅନୁମୋଦନ ମିଳିଥିବା ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ FTA ଘୋଷଣା, ୨୦ ନିୟୁତ ଡଲାରର ନିବେଶ

ନୂଆଦିଲ୍ଲୀ,୨୨।୧୨: ବିଶ୍ୱ ବାଣିଜ୍ୟ କ୍ଷେତ୍ରରେ ଭାରତ ଆଉ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ କ୍ରିଷ୍ଟୋଫର...

ଭାରତରେ କାହା ପାଖରେ ଅଛି ପରମାଣୁ ବୋମାର ରିମୋଟ କଣ୍ଟ୍ରୋଲ, ଆକ୍ରମଣ ପାଇଁ କିଏ ନିର୍ଦ୍ଦେଶ ଦେଇପାରିବ ଜାଣନ୍ତୁ

ନୂଆଦିଲ୍ଲୀ,୨୨।୧୨: ସାଧାରଣ ଜନତା ପ୍ରାୟତଃ ପରମାଣୁ ଅସ୍ତ୍ର ବିଷୟରେ ଅନେକ ପ୍ରଶ୍ନ କରନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ହେଉଛି ଭାରତରେ ଏହି ଅସ୍ତ୍ରଗୁଡ଼ିକ ଉପରେ ପ୍ରକୃତ...

ଭୟଙ୍କର ଦୁର୍ଘଟଣା: ଡିଭାଇଡରରେ ପିଟି ହୋଇ ରାଜପଥରେ ଓଲଟିଲା ବସ୍, ୧୬ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୨: ଇଣ୍ଡୋନେସିଆରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ରିପୋର୍ଟ ଅନୁଯାୟୀ ରବିବାର ବିଳମ୍ବିତ ରାତିରେ ଇଣ୍ଡୋନେସିଆର ମୁଖ୍ୟ ଦ୍ୱୀପ ଜାଭାରେ ଏକ ଯାତ୍ରୀବାହୀ ବସ୍...

୭ଦିନ ଜାରି ରହିବ ଶୀତ ଲହରି

ଭୁବନେଶ୍ୱର,୨୨ା୧୨(ବନ୍ଦନା ସେଠୀ): ରାଜ୍ୟରେ ଶୀତ ଲହରି ଜାରି ରହିବ। ଆସନ୍ତା ୭ଦିନ ପର୍ଯ୍ୟନ୍ତ ପାଣିପାଗର କୌଣସି ବିଶେଷ ପରିବର୍ତ୍ତନ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ...

ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି: ଗୁରୁକୁଳ ଖୋଲିବା ସହ ଶୀତ ମହୋତ୍ସବ ହେବ ଆଡମ୍ବରପୂର୍ଣ୍ଣ

ଦାରିଙ୍ଗବାଡି, ୨୨।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସୋମବାର ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗସ୍ତ କରିଛନ୍ତି। ସେ ସକାଳ...

ମଝି ଆକାଶରେ ଅଟକିଗଲା ଶହଶହ ଯାତ୍ରୀଙ୍କ ଜୀବନ, ଟେକ୍‌ ଅଫ୍‌ର କିଛି ମିନିଟ୍‌ ଘଟିଲା ଏମିତି…

ନୂଆଦିଲ୍ଲୀ,୨୨।୧୨: ସୋମବାର ଦିଲ୍ଲୀରୁ ମୁମ୍ବାଇ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଉଡ଼ାଣ ଆରମ୍ଭ କରିବାର କିଛି ସମୟ ପରେ ଦିଲ୍ଲୀ ଫେରିବାକୁ ବାଧ୍ୟ ହୋଇଥିଲା।...

ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ

ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି...

ଶରୀରର ସୁରକ୍ଷା କବଚ : ଆଣ୍ଟିଅକ୍ସିଡାଣ୍ଟ

ଆଜିକାଲି ସ୍ବାସ୍ଥ୍ୟ ଓ ପୋଷଣ କ୍ଷେତ୍ରରେ ଆଣ୍ଟିଅକ୍ସିଡାଣ୍ଟ (Antioxidant) ବିଷୟରେ ବେଶ୍‌ ଚର୍ଚ୍ଚା ହେଉଛି। ତେବେ ପ୍ରଶ୍ନ ଉଠେ: ଆଣ୍ଟିଅକ୍ସିଡାଣ୍ଟ କ’ଣ, ଏହା ଆମ ଶରୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri