ତାଳଚେର,୩୧ା୩(ନି.ପ୍ର.): ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ସୋମବାର ନିଶାର୍ଦ୍ଧରେ ଚିହ୍ନଟ ହୋଇଛି। ଗୋପାଳପ୍ରସାଦସ୍ଥିତ ହିଙ୍ଗୁଳା ମନ୍ଦିରର ପଛ ପାଖ ପୂର୍ବ ଦିଗରେ ଜଗତିଢିପଠାରେ ମା’ ଅଗ୍ନିରୂପା ଆବିିର୍ଭାବ ହୋଇଛନ୍ତି। ସୋମବାର ମଧ୍ୟରାତ୍ରରେ ଦେହୁରୀ ମା’ଙ୍କୁ ଶାବରୀ ମନ୍ତ୍ରରେ ଆରାଧନାକରି ବଶୀଭୂତ କରିବା ସହ କୋଇଲା ସଂଯୋଗ କରି ମା’ଙ୍କ ଉଭାସ୍ଥଳୀ ଚିହ୍ନଟ କରିଥିଲେ।
ସୂଚନାଯୋଗ୍ୟ ଯେ, ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଚିହ୍ନଟ ନିମନ୍ତେ ସୋମବାର ମା’ଙ୍କର ଯନ୍ତାଳ ପୂଜା ଅନୁଷ୍ଠିତ ହୋଇଥିଲା। ପତିଆରଙ୍କ ସୂଚନା ମୁତାବକ ଦେହୁରୀ ଉଭାସ୍ଥଳ ଚିହ୍ନଟ କରିଥିଲେ ା ତେବେ ଲକ୍ଡାଉନ ଏବଂ ପୋଲିସ, ପ୍ରଶାସନର କଟକଣା ଯୋଗୁ ଚଳିତ ବର୍ଷ ଭକ୍ତମାନେ ଦର୍ଶନ କରିବାକୁ ଯାଇ ନ ଥିବା ଜଣାପଡ଼ିଛି।
Posted inଅନୁଗୋଳ, ଆମ ଜିଲା ଖବର View All

ବର୍ଷାରେ ଭୁଶୁଡ଼ିଲା ଘର, ସହାୟତା ପାଇଁ ଦାବି
କେନ୍ଦୁଝର,୨୦ା୮(ସ୍ବ.ପ୍ର): ଲଘୁଚାପଜନିତ ଲଗାଣ ବର୍ଷା ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଏଭଳି ସ୍ଥିତିରେ କେନ୍ଦୁଝର ସଦର ବ୍ଲକ ବାଉରୀପଦା ପଞ୍ଚାୟତ ବନମାଳୀପୁର ଗ୍ରାମର ନିତ୍ୟାନନ୍ଦ ମହାନ୍ତଙ୍କ ଘର...

ବନ୍ୟପ୍ରାଣୀ ବିଭାଗରୁ ୯୯ ଗାଡ଼ି ମାଲିକଙ୍କୁ ମିଳିଲା ପରିଚୟପତ୍ର
ଗଣିଆ,୧୧।୧୦(ଡି.ଏନ.ଏ.): ନୟାଗଡ଼ ଜିଲା ସାତକୋଶିଆ ବ୍ୟାଘ୍ର ସଂରକ୍ଷଣାଞ୍ଚଳ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଅନ୍ତର୍ଗତ ଛାମୁଣ୍ଡିଆ ଓ କୁଶଙ୍ଗ ବନାଞ୍ଚଳରେ ଗୁରୁବାର ୯୯ଜଣ ଗାଡି ମାଲିକଙ୍କୁ ବନ୍ୟପ୍ରାଣୀ...

ପାରଳା ମହାରାଜା ଇଞ୍ଜିନିୟରିଂ କଲେଜରେ ଗ୍ୟାସ୍ ଫାଟି ୩ ଛାତ୍ର ଆହତ
ବ୍ରହ୍ମପୁର ଅଫିସ, ୬।୮: ବ୍ରହ୍ମପୁର ଉପକଣ୍ଠ ଚଣ୍ଡିପଦରସ୍ଥିତ ପାରଳା ମହାରାଜା ଇଞ୍ଜିନିୟରିଂ କଲେଜ ଛାତ୍ରାବାସ-୧ରେ ମଙ୍ଗଳବାର ଗ୍ୟାସ୍ ପାଇପ ଫାଟି ୩ ଛାତ୍ର ଆହତ ହୋଇଛନ୍ତି...

ନିର୍ଣ୍ଣାୟକ ହେବ ୧୩ ପଞ୍ଚାୟତର ଭୋଟ
ଭଦ୍ରକ ଅଫିସ,୨୬।୧୦: ଧାମନଗର ଉପନିର୍ବାଚନ ଯେତେ ପାଖେଇ ଆସୁଛି ହାର୍ଜିତ୍କୁ ନେଇ ରାଜନୈତିକ ମହଲରେ ଉତ୍କଣ୍ଠା ସେତେ ବଢ଼ିଚାଲିଛି। ଧାମନଗର ନିର୍ବାଚନମଣ୍ଡଳୀ ଅଧୀନ ତିହିଡ଼ି ବ୍ଲକର...

ବନ୍ୟାବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ାଇଲା ଲଘୁଚାପ
ଅନୁଗୋଳ ଅଫିସ/ ଆଠମଲ୍ଲିକ, ୨୦ା୮: ଅନୁଗୋଳ ଜିଲାରେ ବନ୍ୟା ପାଣି ହ୍ରାସ ହେଉଥିବାବେଳେ ଶୁକ୍ରବାର ଲଗାଣ ବର୍ଷା ବିପନ୍ନଙ୍କ ଦୁଃଖ ଦୁର୍ଦ୍ଦଶା ବଢ଼ାଇ ଦେଇଛି। ବିଶେଷକରି...

୪ ତାରିଖରୁ ନିଖୋଜ ଥିଲେ ଯୁବକ : ରାସ୍ତା ପାର୍ଶ୍ୱରୁ ମୃତଦେହ ଉଦ୍ଧାର
ଅନୁଗୋଳ ଅଫିସ, ୯।୧୧ – ଅନୁଗୋଳ ବ୍ଲକ ବନ୍ତଳା ଥାନା ଗୁରଙ୍ଗ ଗ୍ରାମର ଜଣେ ଯୁବକ ଗତ ୪ ତାରିଖରୁ ନିଖୋଜ ଥିବାବେଳେ ଶୁକ୍ରବାର ତାଙ୍କ...

ବଞ୍ଚିଥିବା ପର୍ଯ୍ୟନ୍ତ ଭଞ୍ଜ ମାଟିର ବିକାଶ କରିବି
ଭଞ୍ଜନଗର/ଜଗନ୍ନାଥପ୍ରସାଦ,୬।୬(ଡି.ଏନ.ଏ)- ନୂତନ ମନ୍ତ୍ରୀ ମଣ୍ଡଳରେ ସ୍ଥାନ ପାଇବା ପରେ ସ୍ଥାନୀୟ ବିଧାୟକ ତଥା ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ...

ହାଇଲେବଲ କେନାଲରେ ଘାଇ ଆଶଙ୍କା
ଭଣ୍ଡାରିପୋଖରୀ, ୨୨।୭ (ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ୩ ନଂ ମୁଖ୍ୟ କେନାଲର ପାର୍ବତୀ ସାଇଫନ ନିକଟରେ ପୁରୁଣା ପାଇପ୍ ଭାଙ୍ଗି ପାଣି ଲିକେଜ କରି...