ଚୁଡ଼ା ଉତ୍ତପମ୍‌

ଆବଶ୍ୟକ ସାମଗ୍ରୀ
ଚୁଡା: ଅଧା କପ୍‌
ସୁଜି: ଅଧା କପ୍‌
ଦହି: ଅଧା କପ୍‌
ପିଆଜ: ଅଧାକପ୍‌ ଛୋଟ କଟା ହୋଇଥିବା
ବିନ୍ସ, ଗାଜର ଓ କ୍ୟାପ୍ସିକମ୍‌: ଛୋଟ ଛୋଟ କଟା
ଆବଶ୍ୟକ ଅନୁସାରେ ଲୁଣ, ପାଣି ଓ ତେଲ

ପ୍ରଣାଳୀ
ପ୍ରଥମେ ଏକ ପାତ୍ରରେ ଚୁଡାକୁ ୨-୩ ମିନିଟ୍‌ ପର୍ଯ୍ୟନ୍ତ ପାଣିରେ ଭିଜାଇ ଦିଅନ୍ତୁ। ଏହାପରେ ପାଣିରୁ ଛାଣି ଚୁଡା ସହିତ ସୁଜି, ଦହି, ଲୁଣ ଓ ପାଣି ମିଶାଇ ଭଲଭାବେ ଗ୍ରାଇଣ୍ଡିଂ କରି ଦିଅନ୍ତୁ। ମିଶ୍ରଣକୁ ଅଧଘଣ୍ଟା ରଖି ଦିଅନ୍ତୁ। ଷ୍ଟପିଂ ତିଆରି କରିବା ପାଇଁ ପିଆଜ, ବିନ୍ସ, ଗାଜର, କ୍ୟାପ୍ସିକମ୍‌କୁ ଛୋଟ ଛୋଟ କାଟି ରଖନ୍ତୁ। କଟା ପରିବାରୁ ଅଧା ନେଇ ବଟା ହୋଇଥିବା ମିଶ୍ରଣରେ ପକାଇ ଗୋଳାଇ ଦିଅନ୍ତୁ। ଏହାପରେ ତାୱା ଗରମ କରି ସେଥିରେ ଅଳ୍ପ ତେଲ ପକାନ୍ତୁ। ତିଆରି କରିଥିବା ମିଶ୍ରଣକୁ ସେଥିରେ ଛୋଟ କରି ଢାଳନ୍ତୁ ଓ ଉପରେ କଟା ହୋଇଥିବା ପରିବା ଅଳ୍ପ ପକାଇ ଚାପି ଦିଅନ୍ତୁ। ଏହାପରେ ଦୁଇପଟ ଓଲଟାଇ ବାହାର କରି ଦିଅନ୍ତୁ। ଏହାକୁ ଚଟଣି କିମ୍ବା ସସ୍‌ ସହିତ ଖାଆନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତଦିନେ ଗରମପାଣିରେ ଗାଧୋଇଲେ କ’ଣ ହୋଇଥାଏ

ଶୀତଦିନ ଆସିଗଲାଣି। ଏବେ ଲୋକମାନେ ଗରମପାଣିରେ ଗାଧୋଇବା ଆରମ୍ଭ କରିଦେଲେଣି। ଥରେ ଯଦି ଗରମପାଣିରେ ଗାଧୋଇବା ଆରମ୍ଭ କରିଦେବେ ତା’ହେଲେ ଥଣ୍ଡାପାଣିରେ ଗାଧୋଇବାକୁ ଇଚ୍ଛା ହେବ...

ଅଣ୍ଟା ଯନ୍ତ୍ରଣାର ଘରୋଇ ଉପଚାର

-ବସିବା ସମୟରେ ଏପରି ବସନ୍ତୁ ଯେମିତି ଆପଣଙ୍କୁ ଆରାମ ଲାଗିବା ସହ ଅଣ୍ଟା ଉପରେ ଚାପ ପଡ଼ିବ ନାହିଁ। -ଉଠିବା ସମୟରେ ସତର୍କତାର ସହ ଉଠନ୍ତୁ।...

କାର୍ଯ୍ୟଦକ୍ଷତା ବଢ଼ାଏ ପଢ଼ାପଢ଼ି

ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ପଢ଼ାପଢ଼ି କରନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ ବ୍ୟକ୍ତ କରିଛନ୍ତି ଟୋକିଓ ୟୁନିଭର୍ସିଟିର...

ଉଚ୍ଚ ରକ୍ତଚାପକୁ ନିୟନ୍ତ୍ରଣ କରିବା ସହିତ ସ୍ମୃତିଶକ୍ତି ବଢ଼ାଇବା ପାଇଁ ଶୀତଦିନେ ଖାଆନ୍ତୁ ଏହାକୁ…

ମାଛ ଖାଇବା ଶରୀର ପାଇଁ ଭଲ। ଶୀତଦିନେ ମାଛ ଖାଇଲେ ଅନେକ ଫାଇଦା ମିଳିଥାଏ। ଏଥିରେ ଭିଟାମିନ୍‌, ମିନେରାଲ୍ସ ଏବଂ ଅନେକ ପ୍ରକାରର ପୋଷକ ତତ୍ତ୍ୱ...

ଚାକିରି-ବ୍ୟବସାୟରେ ସଫଳ ହେବାକୁ ଚାହାନ୍ତି କି? ଆପଣାନ୍ତୁ ଚାଣକ୍ୟଙ୍କ ଏହି ୪ ନୀତି…

ମନୁଷ୍ୟ ଜୀବନକୁ ସରଳ କରିବାକୁ ନେଇ ‘ଚାଣକ୍ୟ ନୀତି’ଅନେକ ପ୍ରସଙ୍ଗ ବିଷୟରେ ବର୍ଣ୍ଣନା କରାଯାଇଛି। ଏହି କାରଣରୁ ଆଜି ବି ଲୋକେ ଏହାକୁ ଅଧ୍ୟୟନ କରିବା...

ଖାଦ୍ୟ ରୁଚି : ଅଟା କେକ୍

ଆବଶ୍ୟକ ସାମଗ୍ରୀ- ଅଟା- ଏକ କପ୍, ଚିନି – ଏକ କପ୍, ରିଫାଇନ୍ ତେଲ କିମ୍ବା ବଟର- ୧/୪ କପ୍, ଦହି- ୩ ରୁ ୪...

ନିଆରା ଚିତ୍ରଶିଳ୍ପୀ

ଚିତ୍ରାଙ୍କନ ଏକ କଳା। ଏହାଦ୍ୱାରା କାନ୍‌ଭାସ୍‌ରେ ପ୍ରତିଫଳିତ ହୋଇଥାଏ ଚିତ୍ରକରଙ୍କ ପରିକଳ୍ପନା ଆଉ ତାହା ହିଁ ଦେଇଥାଏ ତାଙ୍କ ସୃଜନଶୀଳତାର ପରିଚୟ। ତେବେ ଏମିତି କେତେଜଣ...

ଏହି ନାମଧାରୀ ପୁରୁଷ ବିବାହ ପରେ ହୋଇଥାନ୍ତି ସ୍ତ୍ରୀର ଗୁଲାମ

ବିବାହ ପରେ ଅଧିକାଂଶ ପୁରୁଷ ବଦଳିଯାଆନ୍ତି। ସେମାନଙ୍କ ମଧ୍ୟରୁ କେତେକ ସ୍ତ୍ରୀଙ୍କ ପାଇଁ ପାଗଳ ହୋଇଯାଆନ୍ତି। ସେମାନଙ୍କୁ ସ୍ତ୍ରୀଙ୍କ ଗୁଲାମ କହିଲେ ମଧ୍ୟ କିଛି ଭୁଲ...

Advertisement
Archives

Model This Week