ଚୁମ୍ବନ ଦିବସ: ଚାଇନାରେ ନୋ କିସିଂ କଟକଣା

ବେଜିଂ,୧୨।୨: ଭାଲେଣ୍ଟାଇନ୍‌ ଓ୍ବିକ୍‌ର ଷଷ୍ଠ ଦିନକୁ କିସ୍‌ ଡେ’ ବା ଚୁମ୍ବନ ଦିବସ ଭାବେ ପାଳନ କରାଯାଇଥାଏ। ପ୍ରେମୀଯୁଗଳ ପରସ୍ପରକୁ ଚୁମ୍ବନ ଦେବାଦ୍ୱାରା ବହୁ ଶାରୀରିକ ସମସ୍ୟା ଦୂର ହୋଇଥାଏ ବୋଲି ଚିକିତ୍ସା ବୈଜ୍ଞାନୀ ମତ ଦେଇଥାନ୍ତି। ଏହା ଅବସାଦ ଦୂର କରିବା ସହିତ ଫୂର୍ତ୍ତି ଆଣିଥାଏ। ତେବେ ଚଳିତ ବର୍ଷ କରୋନା ଭୁତାଣୁ ସଂକ୍ରମଣ ଯୋଗୁ ଚାଇନା ସରକାର ନୋ କିସିଂ କଟକଣା ଜାରି କରିଛନ୍ତି। ପାଟିର ଲାଳ ଦ୍ୱାରା ଏହି ଭୁତାଣୁ ସଂକ୍ରମିତ ବ୍ୟକ୍ତିଙ୍କଠାରୁ ସୁସ୍ଥ ଲୋକଙ୍କୁ ବ୍ୟାପିବାର ଆଶଙ୍କା ଥିବାରୁ ଚାଇନା ସରକାର ଏଭଳି କଟକଣା ଜାରି କରିଛନ୍ତି। ଟେଲିଭିଜନରେ ପ୍ରସାରିତ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମରେ ମଧ୍ୟ କିସିଂ ଦୃଶ୍ୟକୁ ହଟାଇବା ଲାଗି ଚାଇନା ସରକାର ନିର୍ଦ୍ଦେଶ ଦେଇଛନ୍ତି। ତେଣୁ ଚାଇନାରେ ଭାଲେଣ୍ଟାଇନ୍‌ ଓ୍ବିକ୍‌ର କିସ୍‌ ଡେ’ ପାଳିତ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକ ଟଙ୍କା ଖର୍ଚ୍ଚ ନ କରି ୩ ଅତିଥିଙ୍କ ଉପସ୍ଥିତିରେ ବିବାହ କଲେ ଏହି ଯୋଡ଼ି, କାରଣ ଜାଣିଲେ…

ପ୍ରେମୀଯୁଗଳ ବିବାହରେ ଅଧିକ ଟଙ୍କା ଖର୍ଚ୍ଚ କରିବେ ନାହିଁ ବୋଲି ନିଷ୍ପତ୍ତି ନେଇ ମାତ୍ର ୩ ଅତିଥିଙ୍କ ମଧ୍ୟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଯଦିଓ...

ଏମିତି ଏକ ଦେଶ, ଯେଉଁଠି କରୋନା ପାଇଁ ନାହିଁ କୌଣସି ପ୍ରତିବନ୍ଧକ

ମହାମାରୀ କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି କରିଚାଲିଛି। ଏଥିରେ ହଜାର ହଜାର ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଲକ୍ଷାଧିକ ଲୋକେ ଆକ୍ରାନ୍ତ ହୋଇଛନ୍ତି।...

ହୋଟେଲ ବେଡ୍‌ରୁମ୍‌ରେ କଡ଼ ଲେଉଟାଇଲେ ହୁଏ ଏପରି…

ପୃଥିବୀର ବିଭିନ୍ନ ଦେଶ ଦେଶ ମଧ୍ୟରେ ସୀମାରେଖା ଟଣାଯିବା ସମୟରେ ବହୁ ରୋଚକ ଘଟଣାମାନ ଘଟିଛି। ସେପରି କିଛି ଘଟଣା ମଧ୍ୟରୁ ଏକ ନିଆରା ଉଦାହରଣ...

ସଂସଦର ହୋ ହାଲ୍ଲା ଭିତରେ ପ୍ରେମୀକାଙ୍କୁ ପ୍ରପୋଜ୍‌ କଲେ ସାଂସଦ

ବହୁଥର ଦେଖିବାକୁ ମିଳେ ପ୍ରେମୀକାଙ୍କୁ ନିଜ ମନର କଥା କହିବା ପାଇଁ ପ୍ରେମୀକମାନେ ନିଆରା ଢ଼ଙ୍ଗ ଆପଣାଥାନ୍ତି। ହେଲେ କେବେ ଶୁଣିଛନ୍ତି କି, କେହି ଏମ୍‌ପି...

ପୁଟିନ୍‌ଙ୍କ ପାଖରେ ରହିଛି ସବୁଠାରୁ ବିପଜ୍ଜନକ ଜହର, ଯନ୍ତ୍ରଣାରେ ଥରି ଉଠିବ ଶରୀର…

ମସ୍କୋ, ୩୦।୫ : ପୃଥିବୀରେ ବିଭିନ୍ନ ପ୍ରକାରର ଜହର ଅଛି। ସେଥିମଧ୍ୟରୁ କେତେକର ପ୍ରୟୋଗ ଦ୍ୱାରା ଶରୀରର ଧୀରେ ଧୀରେ ମୃତ୍ୟୁ ଘଟେ। କିଛି ଜହର...

ପାକ ମନ୍ତ୍ରୀଙ୍କ ଦାବି, ଗିରଫରୁ ବଞ୍ଚିବାକୁ ପାଚେରି ଡେଇଁ ପଳାଇଛନ୍ତି ଇମ୍ରାନ, ଲୁଚିଛନ୍ତି ପଡୋଶୀ ଘରେ

ଇସଲାମାବାଦ,୭ ।୩: ପାକିସ୍ତାନ ଗୃହମନ୍ତ୍ରୀ ରାଣା ସନାଉଳ୍ଲାହ ସୋମବାର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ ନେଇ ଏକ ବଡ ଦାବି କରିଛନ୍ତି । ସେ କହିଛନ୍ତି...

ଭାରତକୁ ପ୍ରଶଂସା କଲା ଜାତିସଂଘ

ଜେନେଭା,୨୧।୨: ଜାତିସଂଘ ପକ୍ଷରୁ ଭାରତକୁ ପ୍ରଶଂସା କରାଯାଇଛି। ଭାରତ ଉଲ୍ଲେଖନୀୟ ଅବଦାନ ପାଇଁ ଜାତିସଂଘର ମହାନିର୍ଦ୍ଦେଶକ ଆଣ୍ଟୋନିଓ ଗ୍ୟୁଟେରେସ୍‌ ଏଭଳି କରିଛନ୍ତି। ଭାରତ ଜାତିସଂଘ ଶାନ୍ତି...

ବେଆଇନ ପ୍ରବାସନ ବିଲ: ଲଣ୍ଡନ ରାଜରାସ୍ତାରେ ପ୍ରଦର୍ଶନ…

ଲଣ୍ଡନ,୧୯।୩ : ପ୍ରଧାନମନ୍ତ୍ରୀ ଋଷି ସୁନକ ସରକାରଙ୍କ ବେଆଇନ ପ୍ରବାସନ ବିଲ ବିରୋଧରେ ହଜାର ହଜାର ବିକ୍ଷୋଭକାରୀ ଲଣ୍ଡନର ରାଜରାସ୍ତାରେ ପ୍ରଦର୍ଶନ କରିଛନ୍ତି। କେନ୍ଦ୍ରୀୟ ଲଣ୍ଡନର...

Advertisement
Archives

Model This Week