ଚେକ୍‌ ବାଉନ୍ସ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ଏକ ଚେକ ବାଉନ୍ସ ମାମଲାରେ ଖଣ୍ଡଗିରି ଥାନା ପୋଲିସ ଜଣଙ୍କୁ ଗିରଫ କରିଛି। ସେ ହେଲେ ଜାଗମରା ଅଞ୍ଚଳର କାଶୀ ବିଶ୍ୱନାଥ ମହାପାତ୍ର। ଅଭିଯୁକ୍ତ କାଶୀ ଜରୁରୀ ଆବଶ୍ୟକତା ଥିବା କହି ସ୍ଥାନୀୟ ଅଞ୍ଚଳର ବିଶ୍ୱଭୂଷଣ ମହାରଣାଙ୍କଠାରୁ ୨ ଲକ୍ଷ ୨୦ ହଜାର ଟଙ୍କା ଉଧାର ନେଇଥିଲେ। ଠିକ ସମୟରେ ଟଙ୍କା ଫେରାଇବାକୁ କହିବା ସହ ସିକ୍ୟୁରିଟି ବାବଦକୁ ୨ଟି ଚେକ ପ୍ରଦାନ କରିଥିଲେ। ମାତ୍ର ଧାର୍ଯ୍ୟ ତାରିଖରେ ଟଙ୍କା ନ ଫେରାଇ କେଉଁଆଡେ ଫେରାର ହୋଇଯାଇଥିଲେ। ତାଙ୍କର ଫୋନ୍‌ ମଧ୍ୟ ସୁଇଚ୍‌ ଅଫ୍‌ ରହିଥିଲା। ବିଶ୍ୱଭୂଷଣ ଟଙ୍କା ଫେରିପାଇବାକୁ ଚେକ ଡିପୋଜିଟ୍‌ କରିଦେଇଥିଲେ। ତାହା ବାଉନ୍ସ ହୋଇଯିବା ପରେ ଗତ ଜୁଲାଇ ୧୬ରେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ୫୯୨/୧୯ରେ ଏକ ମାମଲା ରୁଜୁ କରିବା ସହ ଅଭିଯୁକ୍ତ କାଶୀଙ୍କୁ ଶନିବାର ବିଳମ୍ବିତ ରାତିରେ ଗିରଫ କରି ରବିବାର କୋର୍ଟ ଚାଲାଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri