ଚେକ ବାଉନ୍ସ ମାମଲାରେ ଜଣେ ଗିରଫ

ପୁରୁଣା ଭୁବନେଶ୍ୱର,୨୨ା୧୧(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ଥାନା ଅଧୀନ ଶ୍ରୀରାମନଗରର ଜଣେ ମହିଳାଙ୍କଠାରୁ ଧାର ଟଙ୍କା ନେଇ ଚେକ୍‌ ଦେବା ଏବଂ ପରବର୍ତ୍ତୀ ସମୟରେ ୩ଟି ଚେକ୍‌ ବାଉନ୍ସ ହେବା ମାମଲାରେ ପୋଲିସ ଗୁରୁବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ନୟାଗଡ ଜିଲା ରଣପୁର ଥାନା ବାଙ୍କସାହିର ବିଦ୍ୟାଧର ମହାନ୍ତି। ସୂଚନା ମୁତାବକ, ବିଦ୍ୟାଧର ଏବଂ ଅଭିଯୋଗକାରିଣୀ ପୁଷ୍ପଲତା ବିଶ୍ୱାଳ ଗୋଟିଏ ଆପାର୍ଟମେଣ୍ଟରେ ରହୁଥିଲେ। ଉଭୟଙ୍କ ମଧ୍ୟରେ ପରିଚୟ ହେବା ପରେ ୨୦୧୫ରେ ବିଦ୍ୟାଧରଙ୍କୁ ପୁଷ୍ପଲତା ୬ ଲକ୍ଷ ଟଙ୍କା ଧାର ଦେଇଥିଲେ। ପୁଷ୍ପଲତା ଧାର ଟଙ୍କା ମାଗିବାରୁ ବିଦ୍ୟାଧର ଦୁଇଟି ବ୍ୟାଙ୍କ ନାମ ଥିବା ୩ଟି ଚେକ୍‌ ଦେଇଥିଲେ। ୩ଟି ଯାକ ଚେକ ବାଉନ୍ସ ହେବା ପରେ ମହିଳା ଜଣକ ଥାନାର ଦ୍ୱାରସ୍ଥ ହୋଇଥିଲେ। ଅଭିଯୋଗକ୍ରମେ ନଂ. ୨୩୫/୧୯ରେ ମାମଲା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri