ଚେନ୍ନାଇରୁ ବୋଟ୍‌ରେ ଆସିଲେ ୪୨ ଶ୍ରମିକ : ସମୁଦ୍ରରେ ୫ ଦିନ ଯାତ୍ରା, କ୍ୱାରାଣ୍ଟାଇନ୍‌କୁ ଗଲେ ସମସ୍ତେ

ବ୍ରହ୍ମପୁର ଅଫିିସ,୧୨ା୫-ଗଞ୍ଜାମ ଜିଲାକୁ ପୁଣି ବୋଟ୍‌ରେ ଆସିଲେ ପ୍ରବାସୀ ଶ୍ରମିକ। ସୋମବାର ସନ୍ଧ୍ୟାରେ ଚେନ୍ନାଇରୁ ସମୁଦ୍ରରେ ୪୨ ଜଣ ଶ୍ରମିକ ମାର୍କଣ୍ଡିରେ ପହଞ୍ଚିଛନ୍ତି । ଏମାନଙ୍କ ମଧ୍ୟରେ ମାର୍କଣ୍ଡି ଅଞ୍ଚଳର ୩୩ ଜଣ ଥିବା ବେଳେ ଗୋପାଳପୁରର ୩, ନୂଆଗଁ। ର ୫ ଓ ଗାରମପେଟାର ଜଣେ ଥିବା ଜଣାପଡିଛି । ଚେନ୍ନାଇରେ ଲକ୍‌ଡାଉନ୍‌ ଯୋଗୁ ଏମାନେ ଅଟକି ରହିଥିଲେ । ଖାଦ୍ୟାଭାବ ଦେଖାଦେବାରୁ ସେମାନେ ପରିବାର ଲୋକଙ୍କୁ ଜଣାଇଥିଲେ। ପରେ ପରିବାର ଲୋକେ ଟଙ୍କା ପଠାଇଥିଲେ। ପାଇବା ପରେ ସେଠାରେ ୧ ଲକ୍ଷ ୮୦ ହଜାର ଟଙ୍କା ଦେଇ ଏକ ବୋଟ୍‌ କିଣିଥିଲେ । ସେମାନେ ମେ ୬ରେ ଚେନ୍ନାଇରୁ ସମୁଦ୍ରରେ ୫ ଦିନରେ ୧୮୬୩ କି.ମି.ଯାତ୍ରା କରିବା ପରେ ସୋମବାର ସନ୍ଧ୍ୟାରେ ମାର୍କଣ୍ଡିରେ ପହଞ୍ଚିଛନ୍ତି। ପରେ ସମସ୍ତଙ୍କୁ ମାର୍କଣ୍ଡି ବାତ୍ୟାଆଶ୍ରୟସ୍ଥଳୀସ୍ଥିତ କ୍ବାରାଣ୍ଟାଇନ୍‌ ସେଣ୍ଟରରେ ରଖାଯିବା ନେଇ ସରପଞ୍ଚ ଡାଳି ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ଘୁମୁସର ବିକାଶ ପରିଷଦ ବୈଠକ, ଜିଲା ଅନ୍ଦୋଳନକୁ ତ୍ୱରାନ୍ୱିତ କରିବା….

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ବରିଷ୍ଠ ଆଇନଜୀବୀ ସୋମନାଥ ନାୟକଙ୍କ ବାସଭବନରେ ରବିବାର ଘୁମୁସର ବିକାଶ ପରିଷଦର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

ମଦ୍ୟପ ପୁଅର ଉନ୍ମକ୍ତ କାଣ୍ଡ, ନିଶାଶକ୍ତ ଅବସ୍ଥାରେ ମା’କୁ ପିଟିପିଟି ମାରିଦେଲେ

ରାଜକନିକା,୨୪।୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳ ବଳରାମପୁର ପଞ୍ଚାୟତ ପାତୁଳି ଗାଁରେ ଶନିବାର ବିଳମ୍ଵିତ ରାତ୍ରିରେ ଘଟିଯାଇଛି ଏକ ଦୁଃଖଦ ଘଟଣା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri