Posted inରାଜ୍ୟ

ଚେନ୍ନାଇରୁ ୨ ଲକ୍ଷ ଟଙ୍କାରେ ଡଙ୍ଗା ଭଡ଼ା କରି ଗଞ୍ଜାମ ଫେରିବା ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଭୁବନେଶ୍ୱର,୨୬।୪(ବ୍ୟୁରୋ): କରୋନା ମୁକାବିଲା ଲାଗି ସାରା ଦେଶରେ ଏବେ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ଫଳରେ ବିଭିନ୍ନ ରାଜ୍ୟରେ ଓଡ଼ିଆମାନେ ଫସି ରହିଛନ୍ତି। ସେମାନେ ଭିଟାମାଟିକୁ ଫେରିବା ପାଇଁ ବିଭିନ୍ନ ଉପାୟ ଆପଣାଉଛନ୍ତି। ଏହି କ୍ରମରେ ୨ ଲକ୍ଷ ଟଙ୍କାରେ ଏକ ଡଙ୍ଗା ଭଡ଼ା କରି ଶନିବାର ଚେନ୍ନାଇରୁ କିଛି ଶ୍ରମିକ ସମୁଦ୍ର ପଥରେ ଗଞ୍ଜାମ ଫେରିଥିଲେ। ରବିବାର ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା। ସେ କହିଛନ୍ତି, ଶ୍ରମିକ ଫେରିଥିବା ଡଙ୍ଗା ଜବତ ହୋଇଛି। ଏପରି ବିପଦ୍‌ଜନକ ଭାବେ ଆସିବା କଥା ନୁହେଁ, ଏଭଳି ସ୍ଥିତି ଆଗରୁ ନ ଥିଲା। ଉପକୂଳରେ ସମୁଦ୍ର ବାଟରେ ଆସୁଥିବା ଲୋକଙ୍କ ଉପରେ ନଜର ରଖାଯିବ। ପୁଣି ଯଦି କେହି ଆସନ୍ତି କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଜିଲାରେ ସୁନା ଖଣି

ଭୁବନେଶ୍ୱର,୨୭ା୨(ବ୍ୟୁରୋ): ଓଡ଼ିଶାର ୩ଟି ଜିଲାରେ ସୁନାଖଣି ରହିଥିବା ସୋମବାର ବିଧାନସଭାରେ ଖଣି ମନ୍ତ୍ରୀ ପ୍ରଫୁଲ ମଲ୍ଲିକ ସୂଚନା ଦେଇଛନ୍ତି। ବିଜେଡି ବିଧାୟକ ସୁଧୀର ସାମଲଙ୍କ ପ୍ରଶ୍ନର...

ରମା ବୈଦ୍ୟନାଥନ୍‌ ପାଇବେ ମାହାରୀ ସମ୍ମାନ

ଭୁବନେଶ୍ୱର,୭ା୩(ବ୍ୟୁରୋ): ଆଦିଗୁରୁ ପଙ୍କଜ ଚରଣ ଓଡ଼ିଶୀ ଗବେଷଣା ପ୍ରତିଷ୍ଠାନ ତରଫରୁ ବିଶିଷ୍ଟ ଭାରତନାଟ୍ୟମ ନୃତ୍ୟଶିଳ୍ପୀ ରମା ବୈଦ୍ୟନାଥନ ଚଳିତବର୍ଷ ଲାଗି ସମ୍ମାନଜନକ ମାହାରୀ ସମ୍ମାନ ପାଇବାକୁ...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ପ୍ରତି ପଞ୍ଚାୟତରେ ହେବ ‘କୋଭିଡ୍‌ କେୟାର ହୋମ୍‌’; ପ୍ରାଥମିକ ଲକ୍ଷଣ ଥିବା ବ୍ୟକ୍ତିଙ୍କୁ ରଖାଯିବ

ଭୁବନେଶ୍ୱର,୧୭।୬(ବ୍ୟୁରୋ): କରୋନା ମୁକାବିଲା ନେଇ ପରବର୍ତ୍ତୀ ରଣକୌଶଳ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଘୋଷଣା କରିଛନ୍ତି। ସେ କହିଛନ୍ତି, ରାଜ୍ୟର ପ୍ରତି ପଞ୍ଚାୟତରେ କୋଭିଡ କେୟାର...

ଧଉରାଗୋଠ ପ୍ରକଳ୍ପକୁ ପଲ୍ଲିସଭାରେ ବିରୋଧ

ବଇଣ୍ଡା,୫।୧୧(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ଧଉରାଗୋଠ ଅଞ୍ଚଳରେ ନିର୍ମାଣ ହେବାକୁ ଥିବା ଧଉରାଗୋଠ ଜଳସେଚନ ପ୍ରକଳ୍ପକୁ ପଲ୍ଲିସଭାରେ ବିରୋଧ କରାଯାଇଛି। ଏହି ବଡ଼ଧରଣର ଜଳସେଚନ...

ଦେବଗଡ ଜିଲାର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ

ଦେବଗଡ଼,୨ା୧(ଡି.ଏନ.ଏ)-ସ୍ଥାନୀୟ ଚମ୍ପକେଶ୍ୱର ମନ୍ଦିର ପ୍ରାଙ୍ଗଣରେ ସମଗ୍ର ଦେବଗଡ଼ ଜିଲା ବିକାଶ ମଞ୍ଚ ପକ୍ଷରୁ ଶୁକ୍ରବାର ଦେବଗଡ ଜିଲାର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି।...

ପିହୁ ନିଖୋଜ ଘଟଣା: ୫ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା

ବିଞ୍ଝାରପୁର,୩୧ା୮(ଡି.ଏନ.ଏ.): ବହୁଚର୍ଚ୍ଚିତ ପିହୁ ନିଖୋଜ ଘଟଣାରେ ବିଞ୍ଝାରପୁର ପୋଲିସ ପକ୍ଷରୁ ମଙ୍ଗଳବାର ୫ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରାଯାଇଛି। କୌଣସି ବ୍ୟକ୍ତି ଯଦି...

କଥାରେ ସୀମିତ ସ୍ବଚ୍ଛତା

ସ୍ବଚ୍ଛ ସୁନ୍ଦର ସହର ହେବ ଢେଙ୍କାନାଳ। ଥରେ ମାତ୍ର ବ୍ୟବହାର ଉପଯୋଗୀ ପ୍ଲାଷ୍ଟିକ୍‌, ପଲିଥିନ ସାମଗ୍ରୀ ଉପରେ ଜାରି କରାଯିବ କଟକଣା। ଏହାକୁ କାର୍ଯ୍ୟକାରୀ କରିବାକୁ...

ଆଉ ୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ଆଜି ଆଉ ୩ ଜଣଙ୍କ ଜୀବନ ନେଇଛି...

Advertisement
Archives

Model This Week