Posted inଜାତୀୟ

ଚେନ୍ନାଇରେ ପହଞ୍ଚିଲେ ଚାଇନା ରାଷ୍ଟ୍ରପତି

ଚେନ୍ନାଇ,୧୧।୧୦: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଶୁକ୍ରବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଦ୍ୱିତୀୟ ଅନୌପଚାରିକ ବୈଠକ ପାଇଁ ଚେନ୍ନାଇରେ ପହଞ୍ଚି ସାରିଛନ୍ତି। ମହାବଳିପୁରମ ଗସ୍ତ କରି ସେଠାରେ କିଛି ସମୟ ମଧ୍ୟରେ  ଏହି ବୈଠକରେ ଯୋଗଦେବେ। ଏହାପରେ ସନ୍ଧ୍ୟାରେ ମୋଦି ତାଙ୍କ ସହ ୩ଟି ଐତିହାସିକ ସ୍ଥଳ ଭ୍ରମଣ କରିବାର କାର୍ଯ୍ୟକ୍ରମ ରହିଛି। ପୁଣି ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ସେ ମୋଦିଙ୍କ ସହ ଯୋଗଦେବେ। ଶୋର ଟେମ୍ପଲରେ ଆୟୋଜିତ କାର୍ଯ୍ୟକ୍ରମ ଦେଖି ସାରିବା ପରେ ସେହିଠାରେ ହିଁ ଜିନପିଙ୍ଗଙ୍କ ପାଇଁ ରାତ୍ର ଭୋଜନର ଆୟୋଜନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାଶୂ-ବୋହୂଙ୍କ କଳି ଯୋଗୁ ପଡୋଶୀଙ୍କ ଶାନ୍ତି ଭଙ୍ଗ ହୁଏନାହିଁ…

ନୂଆଦିଲ୍ଲୀ,୧୬।୧ : ଘର ଭିତରେ ଶାଶୁ ଏବଂ ବୋହୂଙ୍କ ମଧ୍ୟରେ ଲାଗୁଥିବା କଳି ଥିବା ଝଗଡାକୁ ସାଧାରଣ ଶାନ୍ତି ଉଲ୍ଲଂଘନ ବୋଲି ବିବେଚନା କରାଯାଇପାରିବ ନାହିଁ।...

ଆସନ୍ତା ୨୮ରେ ନୂତନ ସଂସଦ ଭବନ ସମ୍ମୁଖରେ ମହିଳା ମହାପଞ୍ଚାୟତ କରିବେ କୁସ୍ତିଯୋଦ୍ଧା

ନୂଆଦିଲ୍ଲୀ,୨୪।୫: ରେସଲିଂ ଫେଡେରେଶନ ଅଫ ଇଣ୍ଡିଆର ସଭାପତି ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ ଦେଶର କୁସ୍ତିଯୋଦ୍ଧାମନଙ୍କର ଦିଲ୍ଲୀର ଯନ୍ତରମନ୍ତରଠାରେ ଧାରଣା ଜାରି ରହିଛି। ଏହି...

ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଲେ ସିଦ୍ଧୁ

ନୂଆଦିଲ୍ଲୀ,୧୫।୭: ପଞ୍ଜାବ କ୍ୟାବିନେଟର ମନ୍ତ୍ରୀ ଥିବା ନବଜୋତ ସିଂ ସିଦ୍ଧୁ ସୋମବାର ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କ ପାଖକୁ ତାଙ୍କ ଇସ୍ତଫା ପତ୍ର ପଠାଇଥିବା ଟୁଇଟ୍‌...

ପାକିସ୍ତାନର ଡ୍ରୋନ ନେଟୱର୍କ ଧ୍ୱଂସ, ୬ ଆତଙ୍କବାଦୀ ଗିରଫ, ୪ ଏକେ ୪୭ ସହ ୧୦ ପିସ୍ତଲ ଜବତ

ଜମ୍ମୁ,୧୯ ।୭: ପାକିସ୍ତାନରୁ ଡ୍ରୋନ ମାଧ୍ୟମରେ ଅସ୍ତ୍ରଶସ୍ତ୍ର ମଗାଇ ବଡ ଆକ୍ରମଣ କରିବା ଯୋଜନାରେ ଥିବା ୩ ଆତଙ୍କବାଦୀ ଗ୍ରୁପକୁ ଧ୍ୱଂସ କରି ଦିଆଯାଇଛି ।...

କରୋନାର କୋରଡ଼ା ମାଡ଼: ବିଦେଶ ପାଠପଢ଼ା ପ୍ରତି କମୁଛି ଆଗ୍ରହ

ନୂଆଦିଲ୍ଲୀ, ୨୨।୮: ବିଦେଶରେ ପାଠପଢ଼ା ପ୍ରତି ପୂର୍ବରୁ ଭାରତୀୟ ଯୁବବର୍ଗଙ୍କ ମଧ୍ୟରେ ଆଗ୍ରହ ଥିବାବେଳେ ଏବେ ଏହା କମିବାରେ ଲାଗିଛି। କରୋନା ମହାମାରୀ ସଂକ୍ରମଣ ଯୋଗୁ...

ମନ୍ତ୍ରୀ ଦିନେଶ ଖଟିକଙ୍କ ପରେ ଏବେ ଭାଜପା ବିଧାୟକଙ୍କ ଚିଠି ଭାଇରାଲ

ଲକ୍ଷ୍ନୌ,୨୧ ।୭: ଉତ୍ତର ପ୍ରଦେଶରେ ଅସନ୍ତୁଷ୍ଟ ମନ୍ତ୍ରୀ ଓ ବିଧାୟକଙ୍କ କଥା ଗୋଟିଏ ପରେ ଗୋଟିଏ ସାମ୍ନାକୁ ଆସୁଛି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରରେ...

ଶହେ ବର୍ଷ ପରେ ଭାରତକୁ ଫେରିବ ନିଜାମଙ୍କ ଖଣ୍ଡା

ହାଇଦ୍ରାବାଦ,୨୩ା୯: ଚତୁର୍ଦ୍ଦଶ ଶତାବ୍ଦୀରେ ହାଇଦ୍ରାବାଦ ନିଜାମ ଧରୁଥିବା ଏକ ସର୍ପାକୃତିର ପାରମ୍ପରିକ ଖଡ୍ଟ ଭାରତକୁ ଫେରିବ। ବିଂଶ ଶତାବ୍ଦୀରେ ଏହି ଖଣ୍ଡାକୁ ଜଣେ ବ୍ରିଟିଶ ଜେନେରାଲଙ୍କୁ...

କରୋନା ମୁକାବିଲା ପାଇଁ ଆବଶ୍ୟକ ୧୦ ଲକ୍ଷ ଭେଣ୍ଟିଲେଟର: ଭାରତରେ ରହିଛି ୫୦ ହଜାର

ନୂଆଦିଲ୍ଲୀ,୨୩।୪: ଭାରତରେ କରୋନା ସଂକ୍ରମଣ ନେଇ ସ୍ଥିତି ସଙ୍କଟଜନକ ହେବାରେ ଲାଗିଛି। ଗୁରୁତର କରୋନା ସଂକ୍ରମିତଙ୍କ ପାଇଁ ଭେଣ୍ଟିଲେଟର ଆବଶ୍ୟକ ହୋଇଥାଏ। ଏପରିସ୍ଥଳେ ଭାରତରେ ସମ୍ପ୍ରତି...

Advertisement
Archives

Model This Week