ଚେନ୍‌ ଟାଣି ଖଲ୍ଲିକୋଟ ଷ୍ଟେଶନରେ ଓହ୍ଲାଇଗଲେ ୪୧୩ ପ୍ରବାସୀ ଓଡିଆ

ଖଲିକୋଟ,୨୮ା୫(ଡି.ଏନ୍‌.ଏ.)- ଖଲ୍ଲିକୋଟ ରେଲ୍‌ୱେ ଷ୍ଟେଶନରେ ବୁଧବାର ଅପରାହ୍ନ ପ୍ରାୟ ୧ଟାରେ ଏକ ଶ୍ରମିକ ସ୍ପେଶାଲ ଟ୍ରେନର ଚେନ୍‌ ଟାଣି ୪୩୧ ଜଣ ପ୍ରବାସୀ ଓଡ଼ିଆ ଓହ୍ଲାଇ ପଳାଇଥିଲେ। ଷ୍ଟେଶନ ଅଞ୍ଚଳର ବହୁ ଯୁବକ ସେମାନଙ୍କୁ ଅଟକାଇ ପୋଲିସକୁ ଖବର ଦେଇଥିଲେ। ଖଲ୍ଲିକୋଟ ତହସିଲଦାର ଚକ୍ରଧର ପାଢୀ, ବିଡିଓ ନବକୃଷ୍ଣ ଜେନା ଓ ଖଲ୍ଲିକୋଟ ପୋଲିସ ପହଞ୍ଚତ୍ ସେମାନଙ୍କ ନାମ ପଞ୍ଜିକରଣ କରି ନିଜନିଜ ବ୍ଲକକୁ ବସ୍‌ ଯୋଗେ ପଠାଇଛି। ଏମାନଙ୍କ ମଧ୍ୟରେ କୁକୁଡ଼ାଖଣ୍ଡି, ହିଞ୍ଜିଳି, ଶେରଗଡ଼, ଧରାକୋଟ, ଆସିକା, ପୁରୁଷୋତ୍ତମପୁର, ଖଲ୍ଲିକୋଟ, ବେଗୁନିଆପଡ଼ା ଆଦି ବ୍ଲକର ପ୍ରବାସୀ ରହିଛନ୍ତି। ତହସିଲ ଓ ବ୍ଲକ କର୍ମଚାରୀ, ଆର୍‌ପିଏଫ ପୋଲିସ ଏବଂ କେଶପୁର ପଞ୍ଚାୟତ ଅଞ୍ଚଳର ଯୁବକମାନେ ଏହି କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri