ଚୈତ୍ରପର୍ବ, ବାରୁଣୀ ସ୍ନାନରେ କଟକଣା

ଆସିକା,୧୭ା୩(ଡି.ଏନ୍‌.ଏ.)

କରୋନା ମୁକାବିଲା ନେଇ ସୋମବାର ଆସିକା ବ୍ଲକ ସଭା ଗୃହରେ ପଞ୍ଚାୟତ ସମିତିର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା ା ବ୍ଲକ ଅଧ୍ୟକ୍ଷ ହରେକୃଷ୍ଣ ମଳିକ ଏଥିରେ ଅଧ୍ୟକ୍ଷତା କରିଥିଲେ। ଆସିକା ଏମ୍‌ପି ପ୍ରମିଳା ବିଷୋୟୀ, ବିଧାୟିକା ମଞ୍ଜୁଳା ସ୍ବାଇଁ, ବ୍ଲକ ଉପାଧ୍ୟକ୍ଷା ସୁଜାତା ସ୍ବାଇଁ, ବିଡିଓ ପ୍ରଦୀପ କୁମାର ପଣ୍ଡା, ତହସିଲଦାର ସଦାନନ୍ଦ ସେଠୀ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅଶୋକ କୁମାର ପଣ୍ଡା, ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁଙ୍କ ସମେତ ବିଭିନ୍ନ ପଞ୍ଚାୟତର ଜନପ୍ରତିନିଧି ଉପସ୍ଥିତ ଥିଲେ ା
କରୋନା ସତର୍କତାମୂଳକ ବ୍ୟବସ୍ଥା ସମ୍ପର୍କରେ ସାଧାରଣରେ ସଚେତନତା ଦୃଷ୍ଟି ଦିଗରେ ପଞ୍ଚାୟତ ପ୍ରତିନିଧିମାନେ ତପତ୍ର ହେବାକୁ ପରାମର୍ଶ ଦିଆଯାଇଥିଲା ା
ମଙ୍ଗଳବାର ମା’ଖମ୍ବେଶ୍ୱରୀଙ୍କ ଚୈତ୍ରପର୍ବରେ ଶ୍ରଦ୍ଧାଳୁଙ୍କ ସମାଗମ ଉପରେ ରୋକ ଲଗାଯାଇଥିଲା ବେଳେ ଆସନ୍ତା ୨୧ ଓ ୨୨ ତାରିଖରେ ହେବାକୁ ଥିବା ବାରୁଣୀ ସ୍ନାନ ଓ ୨୭ ଓ ୨୮ ତାରିଖରେ ଧୋବାପଲ୍ଲୀଠାରେ ହେବାକୁ ଥିବା ରାଜମା ଠାକୁରାଣୀଙ୍କ ଯାତ୍ରା ଲାଗି ମଧ୍ୟ କଟକଣା ଜାରି କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସଙ୍ଗଠକଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ

ଦିଗପହଣ୍ଡି,୨୦ା୮(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ବମକେଇ ପଞ୍ଚାୟତରେ ପୁଣି ରାଜନୈତିକ ହିଂସା ଘଟିଛି। ଭାଜପାର ସଙ୍ଗଠକ ଟୁନା ପ୍ରଧାନଙ୍କୁ ୩ ଜଣ ଯୁବକ ଆକ୍ରମଣ କରିଛନ୍ତି। ଚାଷଜମିରେ କାମ...

ଏମ୍‌କେସିଜି ମେଡିକାଲରେ ଅଦ୍ଭୁତ ଶିଶୁ ଜନ୍ମ

ବ୍ରହ୍ମପୁର ଅଫିସ,୧୭ା୬: ବ୍ରହ୍ମପୁର ବଡ଼ ମେଡିକାଲରେ ବୁଧବାର ଏକ ଅଦ୍ଭୁତ ଶିଶୁ ଜନ୍ମ ହୋଇଛି। ଶିଶୁର ନାକ ନ ଥିବା ବେଳେ ଗୋଟିଏ ଜାଗାରେ ଦୁଇଟି...

ଗଞ୍ଜାମ ଜିଲାପାଳଙ୍କ ତଦାରଖ: ୮ରେ ଉଦ୍‌ଘାଟନ ହେବ କୋର୍ଟ କୋଠା

ହିଞ୍ଜିଳିକାଟୁ,୫ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁର ନୂତନ ଜେଏମ୍‌ଏଫ୍‌ସି କୋର୍ଟ କୋଠା ଆସନ୍ତା ମଙ୍ଗଳବାର (୮ ଡିସେମ୍ବର) ସନ୍ଧ୍ୟା ୫ରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଉଦ୍‌ଘାଟନ ହେବ।...

ତାରାତାରିଣୀ ପୀଠର ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ

ପୁରୁଷୋତ୍ତମପୁର,୧୦।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ପୀଠର ବିକାଶ ଲାଗି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏ ସମ୍ପର୍କରେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ...

ଗଜପତି, ଗଞ୍ଜାମରେ ସବୁଠୁ କମ୍‌ ବର୍ଷା

ବ୍ରହ୍ମପୁର ଅଫିସ୍‌,୧୪ା୮-ଉତ୍ତର-ପଶ୍ଚିିମ ବଙ୍ଗୋପସାଗରରେ ଦେଖା ଦେଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହୋଇଛି। କିନ୍ତୁ ରାଜ୍ୟର ଅନ୍ୟ ଜିଲାଗୁଡ଼ିକ ତୁଳନାରେ ଦକ୍ଷିଣ ଓଡ଼ିଶାର ଦୁଇଟି...

ଲାଞ୍ଚ ନେଇ ଧରାପଡ଼ିଲେ ଅସୁରବନ୍ଧ ଆର୍‌ଆଇ

ସୋରଡ଼ା,୬ା୯(ଡି.ଏନ.ଏ.)-ସୋରଡ଼ା ତହସିଲ ଅସୁରବନ୍ଧ ରାଜସ୍ବ ନିରୀକ୍ଷକ (ଆର୍‌ଆଇ) ବସନ୍ତ କୁମାର ମଲିକ ଲାଞ୍ଚ ନେଇ ଭିଜିଲାନ୍ସ ହାବୁଡରେ ପଡିଛନ୍ତି। ଗୁରୁବାର ଅପରାହ୍ନରେ ତାଙ୍କ କାର୍ଯ୍ୟାଳୟ ପରିସରରେ...

ଆର୍ମି ଏଡି କଲେଜ ଦୀକ୍ଷାନ୍ତ ସମାରୋହ ଆଜି : ପହଞ୍ଚିଲେ ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଗୋପାଳପୁର,୨୮ା୯-ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଆର୍ମି ଏଡି କଲେଜ ପରିସରରେ ଆୟୋଜିତ ହେବାକୁ ଥିବା ଦୀକ୍ଷାନ୍ତ ସମାରୋହରେ ଯୋଗଦେବେ। ରାଷ୍ଟ୍ରପତି ଶୁକ୍ରବାର ବାୟୁସେନାରେ ସ୍ବତନ୍ତ୍ର ବିମାନରେ...

ତୁହାକୁ ତୁହା ବର୍ଷାରେ ବେହାଲ ଗଞ୍ଜାମ ସହର

ଗଞ୍ଜାମ,୧୩।୧୦(ଡି.ଏନ୍‌.ଏ.): ଦୁଇଦିନ ହେଲା ଲଘୁଚାପ ଜନିତ ତୁହାକୁ ତୁହା ବର୍ଷାରେ ଗଞ୍ଜାମ ସହର ବେହାଲ ହୋଇପଡିଛି। ଏହା ଦ୍ୱାରା ଲୋକେ ଘରୁ ବାହାରକୁ ବାହାରି ପାରୁ...

Advertisement


Archives

Model This Week