ଚୈତ୍ର ଯାତ୍ରାକୁ ନେଇ ଝଲସୁଛି ତାରାତାରିଣୀ ମନ୍ଦିର: ଫଟୋ ଶେୟାର କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର, ୧୦ା୩(ଡିଏନଏ)-ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ମଙ୍ଗଳବାରଠାରୁ ଆରମ୍ଭ ହୋଇଯାଇଛି। ଏଥିପାଇଁ ସୋମବାର ରାତିରୁ ମନ୍ଦିରକୁ ଆଲୋକ ମାଳାରେ ସଜେଇ ଦିଆଯାଇଥିଲା। ଏହି ଭକ୍ତିମୟ ପରିବେଶର ୮ ଫଟୋକୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ତାଙ୍କ ଫେସ୍‌ବୁକ ଓ ଟୁଇଟର ଆକାଉଣ୍ଟରେ ପୋଷ୍ଟ କରିଛନ୍ତି। ମା’ଙ୍କ ଆଶୀର୍ବାଦ ଲାଭ କରିବାକୁ ଆସୁଥିବା ଭକ୍ତମାନଙ୍କ ପାଇଁ ଏହା ଏକ ଦିବ୍ୟ ତଥା ଆଧ୍ୟାତ୍ମିକ ପରିବେଶ ଦେବ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ପୋଷ୍ଟରେ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାତଶଙ୍ଖ ଶୀତଳଭଣ୍ଡାରରେ ୧ ହଜାର କୁଇଣ୍ଟାଲ ଆଳୁ ଗଜା

ପୁରୀ ଅଫିସ, ୨।୮ : ରାଜ୍ୟବାସୀ ଯେମିତି କମ୍‌ ଦାମରେ ବର୍ଷସାରା ଆଳୁ ପାଇପାରିବେ ସେଥିପାଇଁ ସରକାର ଆଳୁ ମିଶନ ଆରମ୍ଭ କରିଥିଲେ। ହେଲେ ଏହି ମିଶନ...

ସାଢ଼େ ୪ କୋଟି ବ୍ୟୟରେ ହେବ ପ୍ରକଳ୍ପ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଭୁବନେଶ୍ୱରରେ ପ୍ରଗତିଶୀଳ ସଡ଼କ କରିବା ସହିତ ବିଏମ୍‌ସିର ବିଭିନ୍ନ ୱାର୍ଡରେ ଅବସ୍ଥିତ ଅନେକ ରାସ୍ତାର ବିକାଶ କରିବା ନେଇ କର୍ତ୍ତୃପକ୍ଷ ପଦକ୍ଷେପ ନେଉଛନ୍ତି। ଏହି...

କାଣୀନଦୀରେ ଘାଇ: ବିପଦ ସଙ୍କେତ ଊର୍ଦ୍ଧ୍ୱରେ ବନ୍ୟା ପାଣି ପ୍ରବାହିତ

ଯାଜପୁର ଅଫିସ,୨୮ା୫: ଯାଜପୁର ଜିଲା ବୈତରଣୀ ନଦୀର ଶାଖା କାଣୀନଦୀର ମଲ୍ଲିକାପୁର ନିକଟରେ ଘାଇ ସୃଷ୍ଟି ହୋଇଛି। ଶୁକ୍ରବାର ପୂର୍ବାହ୍ନ ୮ଟା ସୁଦ୍ଧା ଦଶରଥପୁରଠାରେ ବିପଦ...

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ତତ୍ପର: କୂଳକୁ ଫେରିଲା ଟ୍ରଲର, ଦୀଘାରେ ଏନ୍‌ଡିଆରଏଫ୍‌ର ସଚେତନତା

ଭୋଗରାଇ,୨୩ା୫(ଡି.ଏନ୍‌.ଏ.): ଆସୁଛି ବାତ୍ୟା ୟାସ୍‌। ବାଲେଶ୍ୱର ଉପକୂଳ ସହିତ ପଶ୍ଚିମବଙ୍ଗ ପୂର୍ବ ମେଦିନାପୁର ସମୁଦ୍ର କୂଳରେ ଏହି ଭୟଙ୍କର ସାମୁଦ୍ରିକ ଝଡ଼ ସ୍ଥଳଭାଗ ଛୁଇଁବା ନେଇ...

ଭିତରକନିକା ଯିବା ପାଇଁ ଚାନ୍ଦବାଲିରୁ ଏଣ୍ଟ୍ରି ପାସ୍‌ ଆରମ୍ଭ

ଚାନ୍ଦବାଲି, ୨।୮(ଡି.ଏନ୍‌.ଏ.)- ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନର ପ୍ରବେଶପଥ ଭାବେ ଚାନ୍ଦବାଲି ପରିଚିତ। ଭିତରକନିକାକୁ ଆସୁଥିବା ପର୍ଯ୍ୟଟକମାନେ ମୁଖ୍ୟତଃ ଚାନ୍ଦବାଲିରୁ ଘରୋଇ ବୋଟ୍‌ ସହାୟତାରେ ଜଳପଥରେ...

୨୪ ଘଣ୍ଟା ବନ୍ଦ ରହିବ ଏସ୍‌ସିବି ଆଉଟଡୋର

କଟକ ଅଫିସ, ୧୭ା୬ : ଇଣ୍ଡିଆନ ମେଡିକାଲ ଆସୋସିଏଶନ (ଆଇଏମ୍‌ଏ)ର ଆହ୍ବାନକ୍ରମେ ରାଜ୍ୟରେ ଚିକିତ୍ସା ସେବା ୨୪ ଘଣ୍ଟିଆ ବନ୍ଦ ରହିବ । ଏହି ପରିପ୍ରେକ୍ଷୀରେ...

ଏବେ ବି ଫେରୁଛନ୍ତି ପ୍ରବାସୀ

ଭଦ୍ରକ ଅଫିସ, ୧୩ା୭: ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୨୯୪ ଛୁଇଁଛି।  ସରକାରୀ ଭାବେ ଜିଲାରେ ଜଣଙ୍କ ମୃତ୍ୟୁ ଘଟିଥିବା ଘୋଷଣା...

ଗନ୍ଧମାର୍ଦ୍ଦନକୁ ବନ୍ୟଜନ୍ତୁ ସଂରକ୍ଷିତ ଅଞ୍ଚଳ ପ୍ରସ୍ତାବର ବିରୋଧ

ଖପ୍ରାଖୋଲ, ୧୬ା୬(ଡି.ଏନ.ଏ.):ବଲାଙ୍ଗୀର-ବରଗଡ ସୀମାନ୍ତରେ ଥିବା ଜୈବ ବିବିଧତା ଭରା ଐତିହାସିକ ତଥା ଆଧ୍ୟାମତ୍ିକ ପ୍ରାଣକେନ୍ଦ୍ର ଗନ୍ଧମାର୍ଦ୍ଦନ ପର୍ବତକୁ ବନ୍ୟଜନ୍ତୁ ସଂରକ୍ଷିତ ଅଞ୍ଚଳ ଭାବେ ଘୋଷଣା କରାଯିବ।...

Advertisement
Archives

Model This Week