ଚୋରାରେ ବିକୁଥିଲେ ବିଦେଶୀ ମଦ, ୨ ମହିଳା ଗିରଫ

ଯୋଡ଼ା,୨୨।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ଥାନା ସହରସ୍ଥିତ ହନୁମାନ ହାଟିଂ ଠାରେ ବେଆଇନ ଭାବେ ବିଦେଶୀ ମଦ ରଖି ବିକ୍ରି କରୁଥିବା ବେଳେ ପୋଲିସ ହାତରେ ୨ ଜଣ ମହିଳା ଧରାପଡିଛନ୍ତି।

ପୋଲିସ ସୂତ୍ରରୁ ମିଳିଥିବା ସୂଚନାନୁଯାୟୀ , ମଙ୍ଗଳବାର ପୂର୍ବାହ୍ନରେ ବିଶ୍ୱସ୍ତ ସୂତ୍ରରୁ ଖବରପାଇ ଯୋଡା ଥାନା ଆଇଆଇସି ରାଇସେନ୍‌ ମୁର୍ମୁଙ୍କ ନିର୍ଦ୍ଦେଶକ୍ରମେ ହନୁମାନ ହଟିଂଠାରେ ଯୋଡା ଥାନା ଏସ୍‌ଆଇ ଅନିଲ କୁମାର ସାମଲଙ୍କ ନେତୃତ୍ୱରେ ଚଢାଉ କରାଯାଇଥିଲା। ଏଥିରେ ଚୋରା ମଦ କାରବାର କରୁଥିବା ଅଭିଯୋଗରେ ୨ ଜଣ ମହିଳାଙ୍କୁ ଗିରଫ କରାଯିବା ସହ ଉକ୍ତ ଘରୁ ଦୁଇ ପେଟି ବିଦେଶୀ ମଦ ପୋଲିସ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କୁ ଅସଦାଚରଣ କରିବାରୁ ଗାଡ଼ି ଚାଳକଙ୍କୁ ହତ୍ୟା

ବୋରିଗୁମ୍ମା,୧୦ା୨: ଭୁବନେଶ୍ୱରରୁ ଗାଡ଼ି ଭଡ଼ାରେ ନେଇ ଚାଳକଙ୍କୁ ହତ୍ୟାକରି କାର୍‌ ନେଇ ଫେରାର ହୋଇଯାଇଥିବା ପ୍ରେମୀଯୁଗଳଙ୍କୁ ପୋଲିସ ଗିରଫ କରିଛି। କାର୍‌ ଭଡ଼ା ନେଇ କୋରାପୁଟ...

ଆଞ୍ଚଳିକ ବିଜ୍ଞାନ ମହାବିଦ୍ୟାଳୟ: ଅଧ୍ୟାପକ,କର୍ମଚାରୀ ଦରମା ପାଇ ନ ଥିବା ଅଭିଯୋଗ

ତେଲକୋଇ, ୨୭।୧୦(ଡି.ଏନ.ଏ.): କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅଧୀନରେ ଥିବା ସିରିଗିଡା ଆଞ୍ଚଳିକ ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟାପକ ଓ କର୍ମଚାରୀମାନେ ଗତ ଜୁଲାଇ ମାସରୁ ଦରମା...

ଲକ୍‌ଡାଉନ୍‌ ଊଲ୍ଲଂଘନ କରି ୫ ଗିରଫ

ଭଣ୍ଡାରିପୋଖରୀ, ୨।୪(ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ଲକ୍‌ଡାଉନ୍‌ ଉଲ୍ଲଂଘନ ଅଭିଯୋଗରେ ସ୍ଥାନୀୟ ପୋଲିସ ୫ ଜଣଙ୍କୁ ଗିରଫ କରିଛି। ମଙ୍ଗଳବାର ରାତିରେ ପିରିପୁର ଗ୍ରାମର...

ବାତ୍ୟାରେ ଭାଙ୍ଗିଯାଇଛି ସ୍କୁଲଗୃହ: ପାଠପଢ଼ା ବନ୍ଦ ଆଶଙ୍କା, ପୁନଃ ନିର୍ମାଣ ଦାବି

ଟାଙ୍ଗୀ(ଖୋର୍ଦ୍ଧା),୧୩ା୫(ଡି.ଏନ.ଏ.)-ଫନୀ ପ୍ରଭାବରେ ଟାଙ୍ଗୀ ବ୍ଲକର ଅଧିକାଂଶ ଶିକ୍ଷାନୁଷ୍ଠାନର ଶ୍ରେଣୀଗୃହ କ୍ଷତିଗ୍ରସ୍ତ ହୋଇଛି। କେତେକ ବିଦ୍ୟାଳୟ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିବାବେଳେ ଆଜବେଷ୍ଟସ୍‌ ଛପରଗୁଡିକ ଭାଙ୍ଗିରୁଜି ଦୂରକୁ ଉଡ଼ିଯାଇଛି।...

ହଜାରେ ବଦଳରେ ରାଶନକାର୍ଡ ହିତାଧିକାରୀଙ୍କୁ ୯ଶହ ଟଙ୍କା

ପାତ୍ରପୁର,୧୭ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ ଯୋଗୁ କେନ୍ଦ୍ର ଓ ରାଜ୍ୟ ସରକାର ରାଶନ କାର୍ଡ଼ ହିତାଧିକାରୀଙ୍କୁ ଆଗୁଆ ୩ମାସର ରାଶନ ସହ ହଜାରେ ଟଙ୍କା ଦେବାକୁ ଘୋଷଣା କରିଥିଲେ।...

ଅନ୍ତର୍ଦେଶୀୟ ଜଳ ପରିବହନ କର୍ମଚାରୀଙ୍କ ଆନ୍ଦୋଳନ

ଚାନ୍ଦବାଲି,୧୮ା୬(ଡି.ଏନ.ଏ)-ଦୁଇଦଫା ଦାବି ନେଇ ଭଦ୍ରକ ଜିଲା ଚାନ୍ଦବାଲିରେ ଥିବା ଅନ୍ତ ର୍ଦେଶୀୟ ଜଳ ପରିବହନ ସଂସ୍ଥା (ଆଇଡବ୍ଲ୍ୟଟି)ର ୧୨ ଜଣ ଯାନ୍ତ୍ରିକ କର୍ମଚାରୀ କାର୍ଯ୍ୟବନ୍ଦ ଆନ୍ଦୋଳନ...

ବନ୍ଦ ନ ହେଉ ବ୍ୟାସ ସରୋବର ଉନ୍ନୟନ କାର୍ଯ୍ୟ

ଯାଜପୁର ରୋଡ,୧୧ା୯(ଡି.ଏନ.ଏ.): ବ୍ୟାସସରୋବର ବିକାଶ କାର୍ଯ୍ୟ ଉପରେ ଏନ୍‌ଜିଟି(ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ)ର ରହିତାଦେଶକୁ ନେଇ ସହରର ବିଭିନ୍ନ ଅନୁଷ୍ଠାନ ଓ ବ୍ୟକ୍ତିଙ୍କ ପକ୍ଷରୁ ପ୍ରତିକ୍ରିୟା ପ୍ରକାଶ...

ଖୋର୍ଦ୍ଧା ସହରରେ ପରିମଳ ବିପର୍ଯ୍ୟସ୍ତ: ଆବର୍ଜନାରେ ପୋତିହେଲାଣି ଡ୍ରେନ୍‌

ଖୋର୍ଦ୍ଧା ଅଫିସ,୨୫ା୭: ଖୋର୍ଦ୍ଧା ସହରରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଫଳରେ ମଶାଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଉଛି। ଦୀର୍ଘଦିନ ଧରି ଅଳିଆ ସଫା ନ ହେବାରୁ...

Advertisement
Archives

Model This Week