ଚୋରା ବନ୍ଧୁକ ରଖିବା ମାମଲା: ରଞ୍ଜିତା, ଆଲୋକଙ୍କ ଜାମିନ ଆବେଦନ ଖାରଜ

କଟକ ଅଫିସ,୨୦।୪: ଚୋରା ବନ୍ଧୁକ ରଖି ପୋଲିସ ହାତରେ ଗିରଫ ହୋଇଥିବା ସିଏମ୍‌ସିର ପୂର୍ବତନ କର୍ପୋରେଟର ରଞ୍ଜିତା ବିଶ୍ୱାଳ ଓ ତାଙ୍କ ସହଯୋଗୀ ଆଲୋକ ପୃଷ୍ଟିଙ୍କ ଜାମିନ ଆବେଦନ ଖାରଜ ହୋଇଛି। କଟକ ସଦର ଏସ୍‌ଡିଜେଏମ୍‌ ଉଭୟଙ୍କ ଜାମିନ ଆବେଦନର ଶୁଣାଣି କରି ଏହାକୁ ଖାରଜ କରିଛନ୍ତି। ସୂଚନାଥାଉ କି, ରଞ୍ଜିତାଙ୍କ ସମେତ ଆଲୋକଙ୍କୁ ପୋଲିସ ଗତ ୧୦ ତାରିଖରେ ଚୋରା ବନ୍ଧୁକ ରଖିବା ଅଭିଯୋଗରେ ଗିରଫ କରିଥିଲା। ଏହାପୂର୍ବରୁ ମଧ୍ୟ ରଞ୍ଜିତା ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତଙ୍କ ଲିଙ୍କ୍‌ରେ ଗିରଫ ହୋଇ ଜେଲ୍‌ ଯାଇଥିଲେ। ଜେଲ୍‌ରେ ଥିବା ଧଳସାମନ୍ତ ଭ୍ରାତାଙ୍କ ଅପରାଧ ସାମ୍ରାଜ୍ୟକୁ ରଞ୍ଜିତା ସମ୍ଭାଳୁଥିବା ନେଇ ପୋଲିସ ପାଖରେ ଖବର ପହଞ୍ଚତ୍ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ଦୀର୍ଘଦିନ ପରେ ନିର୍ମାଣ ହେଲା ରାସ୍ତା, ଭିତ୍ତିପ୍ରସ୍ତର ସ୍ଥାପନ କରି ଏମ୍‌ପି କହିଲେ…

ଜି.ଉଦୟଗିରି,୧୪ା୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ ବୁଧବାର ଜି.ଉଦୟଗିରି ପରିଷଦ ଅନ୍ତର୍ଗତ ଦୁଇଟି ପିଚୁ ରାସ୍ତା ନିର୍ମାଣ ପ୍ରକଳ୍ପର ଶିଳାନ୍ୟାସ କରିଥିବା...

ଖାଲି ପଡ଼ିଥିବା ପଦବୀର ତଥ୍ୟ ମାଗିଲା ଗୃହ ବିଭାଗ

ଭୁବନେଶ୍ୱର,୧୪ା୧: ଗୃହ ବିଭାଗରେ କେତେ ପଦବୀ ଖାଲି ପଡ଼ିଛି ଅଧିକାରୀ ତାହାର ତଥ୍ୟ ଦେଉ ନାହାନ୍ତି । ବାରମ୍ବାର ନିର୍ଦ୍ଦେଶ ପରେ ବି ଖାଲି ପଦବୀର...

ତତ୍ପର ଖୋର୍ଦ୍ଧା ପୋଲିସ: ବ୍ରାଉନ ସୁଗର, ଦେଶୀ ବନ୍ଧୁକ ଜବତ

ଖୋର୍ଦ୍ଧା,୧୪।୧: ଖୋର୍ଦ୍ଧା ପୋଲିସ ପକ୍ଷରୁ ନିଶାମୁକ୍ତି ଅଭିଯାନ ଜାରି ରହିଛି।  ନିଶା କାରବାର ମାମଲାରେ ଜଣେ ଯୁବକଙ୍କୁ  ଗିରଫ କରାଯାଇଛି। ମଙ୍ଗଳବାର ବୋଲଗଡ଼ ଥାନା ଅନ୍ତର୍ଗତ...

ନୂଆ ରେକର୍ଡ ସୃଷ୍ଟି କଲା ଭୁବନେଶ୍ୱର ବିମାନବନ୍ଦର, ୨୦୨୫ରେ ଏତିକି ସଂଖ୍ୟକ ଯାତ୍ରୀ କରିଛନ୍ତି ଯାତ୍ରା

ଭୁବନେଶ୍ୱର,୧୪ା୧: ନୂଆ ରେକର୍ଡ ସୃଷ୍ଟି କରିଛି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର। ୨୦୨୫ରେ ସର୍ବକାଳୀନ ରେକର୍ଡ କରିଛି। ଏହି ବିମାନବନ୍ଦରରୁ ୫.୧୫ ମିଲିୟନ ଯାତ୍ରୀ ଯାତାୟାତ...

ମାଡ଼ି ଆସୁଛି ଏହି ଭାଇରସ୍‌, କରିଦେବ କୋମା, ଜାଣି ରଖନ୍ତୁ…

ଭୁବନେଶ୍ୱର,୧୪ା୧: ସୋମବାର ପଶ୍ଚିମବଙ୍ଗର ଭାଇରସ୍‌ ରିସର୍ଚ୍ଚ ଆଣ୍ଡ ଡାଇଗ୍ନୋଷ୍ଟିକ ଲାବୋରେଟୋରୀରେ ନିପା ଭାଇରସ୍‌ ଚିହ୍ନଟ ହେବା ପରେ ଏବେ ଓଡ଼ିଶାକୁ ଭୟ ଘାରିଛି। ନିପା ଭାଇରସ...

ବୈତରଣୀ ନଦୀ ଘାଟରେ ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ

ପାଟଣା,୧୪।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ରଘୁନାଥ ଜୀଉ ମଠ ସଂଲଗ୍ନ ପବିତ୍ର ବୈତରଣୀ ନଦୀ ଶୈବ୍ୟା କାବେରୀ ଘାଟରେ ବୁଧବାର...

ଥରୁଛି ଝାରସୁଗୁଡ଼ା: ରାଜ୍ୟର ସବୁଠାରୁ ଥଣ୍ଡା ସହର

ଝାରସୁଗୁଡ଼ା,୧୪।୧(ଆଶିଷ ରଞ୍ଜନ ଦାଶ ): ଚଳିତ  ବର୍ଷ ଝାରସୁଗୁଡ଼ା ଜିଲାରେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଏହା ରାଜ୍ୟର ସବୁଠାରୁ ଥଣ୍ଡା ସହର ରେକର୍ଡ ହୋଇଛି।...

ଗଞ୍ଜେଇ ଗାଡି ସନ୍ଦେହରେ ଗୋଡାଉଥିଲା ପୋଲିସ, ଫେରାର୍‌ ମାରିବାବେଳେ ୨ ଜଣଙ୍କୁ ପିଟିଦେଲା କାର୍‌

ମାଧପୁର,୧୪।୧( ମନୋଜ କୁମାର ପ୍ରଧାନ): ଗଞ୍ଜେଇ ଗାଡି ସନ୍ଦେହରେ ପୋଲିସ ଗୋଡାଉଥିବା ଗାଡି ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଠମଲ୍ଲିକ କିଆକଟା ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri