ଚୋରା ବାଲି ଚାଲାଣ: ୨ ଟ୍ରାକ୍ଟର ଜବତ

ପାଟଣା,୨୧ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡା ତହସିଲ ଉଦୟପୁର ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଅଧୀନ ବୈତରଣୀ ନଦୀର ଜୁମେଇଁ ଘାଟରୁ ସୋମବାର ପୂର୍ବାହ୍ନରେ ବେଆଇନ ଚୋରା ବାଲି ଚାଲାଣ ବେଳେ ୨ଟି ଟ୍ରାକ୍ଟର ଜବତ ହୋଇଛି। ସାହାରପଡା ତହସିଲଦାର ଲମ୍ବୋଦର ଖୁଣ୍ଟିଆ, ତୁରୁମୁଙ୍ଗା ଥାନାଧିକାରୀ ବରେନ୍ଦ୍ର ଶିଆଳ ଓ ମଲାରପଦା ରାଜସ୍ବ ନିରୀକ୍ଷକ ଶୁଶାନ୍ତ ଦ୍ବିବେଦୀ ମିଳିତଭାବେ ଚଢ଼ାଉ କରିଥିଲେ। ଜବତ ଟ୍ରାକ୍ଟରକୁ ତୁରୁମୁଙ୍ଗା ଥାନାରେ ରଖା ଯାଇଥିବା ତହସିଲଦାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରଗ୍ସ ଲିଙ୍କ୍‌ରେ ବିଏମ୍‌ସି କର୍ମଚାରୀ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ) : ରାଜଧାନୀରେ ବେଧଡ଼କ ଭାବେ ଚାଲିଥିବା ଡ୍ରଗ୍ସ କାରବାରରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କର୍ମଚାରୀ। ଲିଙ୍ଗରାଜ ଥାନା ପୋଲିସ ପୁରୁଣା ଭୁବନେଶ୍ୱରିରେ ଚଢ଼ାଉ...

ସ୍କୁଲରେ ନାମଲେଖା ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର, ୫।୬(ବ୍ୟୁରୋ)- ୨୦୨୦-୨୧ ଶିକ୍ଷାବର୍ଷ ପାଇଁ ପ୍ରାଥମିକ ଓ ମାଧ୍ୟମିକ ଶ୍ରେଣୀରେ ନାମଲେଖା ଆରମ୍ଭ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।...

ଓଡ଼ିଆ ଜାତିର ମହାନାୟକ

ପକ୍ଷୀମାନେ ମାଟିରେ ଚାଲନ୍ତି କମ୍‌, ଆକାଶରେ ଉଡ଼ନ୍ତି ଅଧିକ। ବିଜୁ ପଟ୍ଟନାୟକ ଥିଲେ ଏଭଳି ଏକ ବିରଳ ବ୍ୟକ୍ତିତ୍ୱ, ଯେ କି ଆକାଶରେ ଯେତିକି ଉଡ଼ୁଥିଲେ,...

ଜେଲରେ ବିଚାରାଧୀନ କଏଦୀଙ୍କ ଆତ୍ମହତ୍ୟା

ଚୌଦ୍ୱାର,୧୦।୧୨(ଡି.ଏନ.ଏ): ଚୌଦ୍ୱାର ସର୍କଲ ଜେଲରେ ସୋମବାର ଜଣେ ବିଚାରାଧୀନ କଏଦୀ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଖୋର୍ଦ୍ଧା ଜିଲା ବୋଲଗଡ଼ ଥାନା ମାଳିସାହି ଗ୍ରାମର ଦେବ...

ଲକ୍‌ଡାଉନ୍‌ର ଦ୍ୱିିତୀୟ ଦିନ: ବିଭିନ୍ନ ଛକରେ ଲୋକଙ୍କ ଭିଡ଼, ଜଗିଛି ପୋଲିସ

ଭୁବନେଶ୍ୱର, ୨୩।୩(ବ୍ୟୁରୋ): ରାଜ୍ୟରେ ଲକ୍‌ଡାଉନ୍‌ର ସୋମବାର ହେଉଛି ଦ୍ୱିିତୀୟ ଦିନ। ଲକ୍‌ଡାଉନ୍‌କୁ କଡ଼ାକଡ଼ି ଭାବେ ପାଳନ କରିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଥିବା ବେଳେ ସୋମବାର...

ମହାପ୍ରଭୁଙ୍କ ଜମି ହାତେଇବାକୁ ମସୁଧା

ପୁରୀ ଅଫିସ, ୧୫।୯: ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ନାଁରେ ୬୦ ହଜାର ଏକରରୁ ଊର୍ଦ୍ଧ୍ୱ ଜମି ରହିଛି। ଏହି ଜମି କେବଳ ପୁରୀ କିମ୍ବା ଓଡ଼ିଶାରେ ନୁହେଁ...

ଲଘୁଚାପ: ଦକ୍ଷିଣ ଓଡିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୪।୯(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଦକ୍ଷିଣ ଓଡିଶାରେ ବର୍ଷା ହେବାର ସମ୍ଭାବାନ ରହିଛି।...

କରୋନା ମୁକାବିଲା ଚିନ୍ତା: ବିଏମ୍‌ସି ପକ୍ଷରୁ ସ୍କ୍ବାଡ ଗଠନ; ପାନଛେପ ପକାଇଲେ କର୍ମଚାରୀଙ୍କୁ ୫ଶହ ଜରିମାନା

ଭୁବନେଶ୍ୱର,୧୪।୩(ବ୍ୟୁରୋ): ଚାଇନାରୁ ସୃଷ୍ଟ କରୋନା ଭୂତାଣ ସଂକ୍ରମଣର ଭୟାବହତାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ଏନେଇ ଶନିବାର ପ୍ରତିକ୍ରିୟା...

Advertisement


Archives

Model This Week