ଚୋରା ବାଲି ବୋଝେଇ ଟ୍ରାକ୍ଟର, ପଥର ବୋଝେଇ ଟିପ୍ପର ଜବତ

ଛେଣ୍ଡିପଦା, ୨୭।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲ ଅଞ୍ଚଳରୁ ବୁଧବାର ଚୋରା ବାଲି ବୋଝେଇ ଟ୍ରାକ୍ଟର ଓ ଏକ ପଥର ବୋଝେଇ ଟିପ୍ପରକୁ ଜବତ କରାଯାଇଛି।

ଘଟଣାରୁ ପ୍ରକାଶ, ସରକାରୀ ରାଜସ୍ବକୁ ଠକି ବାଲି, ପଥର, ମୋରମକୁ ମାଫିଆମାନେ ଅନୁଗୋଳ ଜିଲାର ବିଭିନ୍ନ ଅଞ୍ଚଳକୁ ଚାଲାଣ କରି ଭଲ ମୁନାଫା ଉଠାଉଛନ୍ତି। ଯାହାଦ୍ୱାରା ଛେଣ୍ଡିପଦା ତହସିଲର ରାଜସ୍ବ ଦିନକୁ ଦିନ କମିବାରେ ଲାଗିଛି। ଏ ନେଇ ଛେଣ୍ଡିପଦା ତହସିଲଦାର ଡାନିଏଲ ଏକ୍କା ଓ ଛେଣ୍ଡିପଦା ଥାନା ଅଧିକାରୀଙ୍କ ନେତୃତ୍ୱରେ ଏକ ଟିମ୍‌ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଉଛି। ଉକ୍ତ ଟିମ୍‌ ଚାଙ୍ଗୁଡିଆ ଅଞ୍ଚଳରୁ ଛେଣ୍ଡିପଦା ଆସୁଥିବା ଏକ ପଥର ଗାଡିକୁ ଜବତ କରିବା ସହ ଛେଣ୍ଡିପଦାରୁ ତେଣ୍ଟୁଲୋଇ ଯାଉଥବା ଏକ ବାଲି ବୋଝେଇ ଟ୍ରାକ୍ଟରକୁ ଜବତ କରି ଛେଣ୍ଡିପଦା ପୋଲିସ ଜିମା ଦେଇଛନ୍ତି। ଏହି ମାଫିଆଙ୍କ ଏପରି ବେଆଇନ ବାଲି, ମାଟି, ପଥର, ମୋରମ ଚାଲାଣକୁ ରୋକିବା ନିମନ୍ତେ ଚଢ଼ାଉ ଜୋର୍‌ଦାର କରାଯିବ ବୋଲି ଛେଣ୍ଡିପଦା ତହସିଲଦାର ଡାନିଏଲ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

ନାମ ଫଳକରେ ନ ଥିଲା ନାଁ, ମୁହାଁମୁହିଁ ହେଲେ ମେୟର-ବିଡିଏ ଭିସି

ଭୁବନେଶ୍ବର,୧୩।୧୦: ନାମ ଫଳକରେ ନାଁ ନ ଥିବା ନେଇ ମେୟର ସୁଲୋଚନା ଦାସ ଏବଂ ବିଡିଏ ଭିସି ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି। ଘାଟିକିଆ ବଜରଙ୍ଗୀ ଖେଳ…

ବେଆଇନ ଇଟାଭାଟି ଉଚ୍ଛେଦ ଆରମ୍ଭ: ଶ୍ରମିକଙ୍କ ଥଇଥାନକୁ ନେଇ ଉଠିଲା ପ୍ରଶ୍ନ

ନୀଳଗିରି, ୧୩।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଳଡ଼ିହା ଅଭୟାରଣ୍ୟର ଇକୋ ସେନ୍ସିଟିଭ ଜୋନ୍‌ରେ ଥିବା ୧୩ଟି ବେଆଇନ ଇଟାଭାଟି ଉଚ୍ଛେଦ ପ୍ରକ୍ରିୟା…

ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…

ମଦନପୁର ୟୁ.କେ. କଲେଜ ସମ୍ମୁଖରେ ବିଜୁ ଛାତ୍ର ଜନତାର ଧାରଣା: ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି

ରାଜନଗର, ୧୩।୧୦ (ଭାସ୍କର ରାଉତରାୟ): ମଦନପୁର: ୟୁ.କେ. କଲେଜର ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି କରି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମଙ୍ଗଳବାର ପୂର୍ବାହ୍ନ…

ବାୟା ବାବା କଲେଜ ଛାତ୍ର ସଂସଦ ନିର୍ବାଚନ: ଚାମେଲୀ ଧରିଲେ ମଙ୍ଗ, ଦେଲେ ଗୁରୁମନ୍ତ୍ର…

ମହାକାଳପଡ଼ା, ୧୩।୧୦ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାର ପ୍ରମୁଖ ଶିକ୍ଷାନୁଷ୍ଠାନ ଶ୍ରୀଶ୍ରୀ ବାୟା ବାବା କଲେଜର ଛାତ୍ର ସଂସଦ ନିର୍ବାଚନକୁ ଆଉ ୪୮ ଘଣ୍ଟା…

ଜଗୁଆଳିଙ୍କ ମୃତଦେହ ଜବତ ଘଟଣା, ଥାନାରେ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

ଟେନସା,୧୩।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ସର୍ଗିଗଡ଼ ଗ୍ରାମ ନିକଟରେ ସୋମବାର ରାତିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜଗୁଆଳିଙ୍କୁ ମାରି ଫିଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?