ଚୋରା ଲୁହାପଥର ବୋଝେଇ ଟ୍ରକ୍‌ ଜବତ

ଯୋଡ଼ା,୪।୩(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ ବେହେରା ହାଟିଂ ନିକଟରେ ଚୋରା ଲୁହାପଥର ବୋଝେଇ କରୁଥିବା ବେଳେ ପୋଲିସ ଚଢାଉ କରି ଏକ ଟ୍ରକକୁ ଜବତ କରିଥିବା ଜଣାପଡ଼ିଛି।
ଯୋଡ଼ା ଆଇଆଇସି ରାଇସେନ୍‌ ମୁର୍ମୁଙ୍କଠାରୁ ମିଳିଥିବା ସୂଚନାନୁଯାୟୀ, ମଙ୍ଗଳବାର ବିଳମ୍ବିତ ରାତିରେ ବେହେରା ହାଟିଂ ଠାରେ ଥିବା ଏକ କ୍ରସର ନିକଟରେ ୧୦ ଚକିଆ ଟ୍ରକ୍‌ ନଂ. ଡବ୍ଲ୍ୟୁବି ୩୭ ବି ୨୦୬୪ ଯୋଗେ ଉନ୍ନତମାନର ଲୁହାପଥର ବୋଝେଇ କରୁଥିବା ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଆଇଆଇସି ରାଇସେନ୍‌ ମୁର୍ମୁ ସଦଳବଳ ଚଢ଼ାଉ କରିଥିଲେ। ଅନ୍ଧାରର ସୁଯୋଗ ନେଇ ଟ୍ରକ ଡ୍ରାଇଭର ଏବଂ ଏଥିରେ ସଂପୃକ୍ତ ଅନ୍ୟମାନେ କୌଶଳ କ୍ରମେ ଖସିଯାଇଥିଲେ। ତେବେ ଜବତ ଖଣିଜ କେଉଁଠୁ ଏବଂ କେମିତି ଆସିଲା ଏନେଇ ପୋଲିସ ତଦନ୍ତ କରୁଥିବା ଆଇଆଇସି ରାଇସେନ୍‌ ମୁର୍ମୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶୋଧନ ହେଲା ଭଦ୍ରକ ସହର

ଭଦ୍ରକ ଅଫିସ , ୪।୪- ଭଦ୍ରକରେ ଗତକାଲି ୨ଜଣ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହେବାପରେ ଜିଲ୍ଲାରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ରେ ପହଞ୍ଚିଛି...

ମାକ୍ସ ବାଣ୍ଟିଲେ, ସଚେତନତା ବାର୍ତ୍ତା ଦେଲେ ଯୁବଗୋଷ୍ଠୀ

ଦେଓଗାଁ,୧୦ା୪(ଡି.ଏନ.ଏ.): ଦେଶରେ କରୋନା ମହାମାରୀ ରୂପ ଧାରଣ କରିଥିବା ବେଳେ ସରକାର ଲୋକଙ୍କୁ ସଚେତନ ପାଇଁ ବିଭିନ୍ନ ପଦକ୍ଷେପ ନେଉଛନ୍ତି । ଲକଡାଉନ ଯୋଗୁ ଯେଉଁମାନେ...

୬ ପୋଲିଂ କର୍ମଚାରୀ ସସ୍‌ପେଣ୍ଡ

ବରଗଡ଼ ଅଫିସ,୧୯।୪: ୬ଜଣ ପୋଲିଂ କର୍ମଚାରୀଙ୍କୁ ସସ୍‌ପେଣ୍ଡ କଲେ ବରଗଡ଼ ଜିଲାପାଳ। ନିର୍ବାଚନରେ ଅବହେଳା ଯୋଗୁଁ ପୋଲିଂ କର୍ମଚାରୀଙ୍କୁ ସସ୍‌ପେଣ୍ଡ କରାଯାଇଥିବା ସୂଚନା ମିଳିଛି। ସସ୍‌ପେଣ୍ଡ...

ବାଲେଶ୍ୱର ଆରକ୍ଷୀ ଅଧୀକ୍ଷକଙ୍କୁ ସ୍ବାଗତ

ବାଲେଶ୍ୱର ଅଫିସ, ୮।୬-ବାଲେଶ୍ୱର ଜିଲା ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଜିଲା ସଭାପତି ସୀମନ ଦାସମହାପାତ୍ରଙ୍କ ନେତୃତ୍ୱରେ ନୂତନ ଭାବେ ଦାୟିତ୍ୱ ଗ୍ରହଣ କରିଥିବା...

ପଥରରେ ଜୀବନ୍ତ ରୂପ ନେଲେ ଦଶଭୁଜା

କଟକ ଅଫିସ,୨୫ା୫: ନିହାଣ ମୁନରେ ନିଜ ପ୍ରତିଭାର ଛାପ ଛାଡ଼ିଛନ୍ତି ଯୁବଶିଳ୍ପୀ ହିମାଂଶୁ ଶେଖର ପରିଡ଼ା (୩୩)। ଲକ୍‌ଡାଉନ୍‌ ସମୟର ସଦୁପଯୋଗ କରି ସେ ଏକ...

ପଡାଙ୍ଗ ଗାଁରେ ହାତୀପଲଙ୍କ ଉପଦ୍ରବ: ଘରଭାଙ୍ଗି ଖାଇଗଲେ ଧାନଚଉଳ

କେନ୍ଦୁଝର,୨ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ ଅଧିନସ୍ଥ ପଡାଙ୍ଗ ଗାଁ ଗୁହାଳପାଳ ସାହିରେ ହାତୀପଲଙ୍କ ଉପଦ୍ରବ। ଉକ୍ତ ଗାଁରେ ଥିବା ସିକନ୍ଦର ହେମରମଙ୍କ ଘରକୁ ହାତୀପଲ...

ବିଶ୍ୱନାଥପୁର ବିଜୁ ଯୁବବାହିନୀ ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ

ଲାଞ୍ଜିଗଡ଼,୧୧।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁର ବିଜୁ ଯୁବବାହିନୀ ପକ୍ଷରୁ ସବୁଜବାହିନୀରେ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ଲାଞ୍ଜିଗଡ...

ଡାକ୍ତର ଓ ସ୍ବାସ୍ଥ୍ୟ ସେବିକାଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ୩ ଘଣ୍ଟା ଧରି ରୋଗୀସେବା ବ୍ୟାହତ

ବାରିପଦା ଅଫିସ, ୩୦।୬- ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ହସ୍‌ପିଟାଲରେ ଚିକତ୍ସା ସେବା ନ ମିଳିବା ଘଟଣାକୁ ନେଇ ଶନିବାର...

Coronavirus Update


Archives

Model This Week

Why Dharitri