Posted inଅପରାଧ

ଚୋରି ଉଦ୍ୟମ ବିଫଳ: ଯୁବକଙ୍କୁ ଆକ୍ରମଣ କରି ଅଭିଯୁକ୍ତ ଫେରାର

ବଅଁରପାଳ,୨୧।୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ନାଲ୍‌କୋ ଥାନା ଅନ୍ତର୍ଗତ ଏକ୍ସିସ୍‌ ବ୍ୟାଙ୍କ ପଛପଟେ ଏକ ଭଡାଘରେ ରହୁଥିବା ସିଦ୍ଧନାଥ ଗିରିଙ୍କ ଘରୁ ସୋମବାର ବିଳମ୍ବିତ ରାତିରେ ଚୋରି ଉଦ୍ୟମ ହୋଇଥିଲା। ମାତ୍ର ସିଦ୍ଧନାଥଙ୍କ ପୁଅ ଆନନ୍ଦ ଏହା ଜାଣିପାରି ଚୋରମାନଙ୍କୁ ଧରିବାକୁ ଉଦ୍ୟମ କରିଥିଲେ। ତେବେ ଚୋରମାନେ ତାଙ୍କୁ ଛୁରିରେ ଆକ୍ରମଣ କରି ଫେରାର ହୋଇଯାଇଥିଲେ। ଗୁରତର ଅବସ୍ଥାରେ ଆନନ୍ଦଙ୍କୁ ଚିକିତ୍ସା ପାଇଁ ନାଲ୍‌କୋ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୟାପଲ୍ଲୀ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୩ା୧୦: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚିତ ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?