ଚୋରି ଘଟଣାରେ ୪ଗିରଫ: ସୁନା ଅଳଙ୍କାର, ମାରଣାସ୍ତ୍ର ଜବତ

ହିଞ୍ଜିଳିକାଟୁ,୧୦।୬(ଡି.ଏନ୍‌.ଏ.)- ହିଞ୍ଜିଳି ଥାନା ଅଞ୍ଚଳରେ କିଛିଦିନ ଧରି ବିଭିନ୍ନ ଅଞ୍ଚଳରୁ ବାରମ୍ବାର ଚୋରି ହେଉଥିଲା। ରବିବାର ରାତିରେ ହିଞ୍ଜିଳି ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ୨ ଜଣ ଲୁଟେରାଙ୍କ ସହ ଚୋରା ସୁନା ଅଳଙ୍କାର କିଣିଥିବା ଅଭିଯୋଗରେ ୨ ଜଣ ବେପାରୀଙ୍କୁ ଗିରଫ କରିଛି। ଗିରଫମାନେ ହେଲେ ବ୍ରହ୍ମପୁର ସଦର ଥାନା ପଲ୍ଲୀପଦ୍ମନାଭପୁର ଗ୍ରାମର କେ. କାହ୍ନା ଓ କୁକୁଡ଼ାଖଣ୍ଡିର ଟି. ଜଳନ୍ଧର। ଏମାନଙ୍କ ଠାରୁ ଚୋରି ସୁନା ଅଳଙ୍କାର କିଣିଥିବା ଅଭିଯୋଗରେ ଆସିକା ଗ୍ରାମର ମନୋଜ ଆଚାରୀ ଓ ରଘୁନାଥ ସାହୁଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କ ଠାରୁ ପ୍ରାୟ ୬ ତୋଳା ଓଜନର ସୁନା ଅଳଙ୍କାର ଓ ଘଟଣାରେ ବ୍ୟବହୃତ ସ୍କୃ ଡ୍ରାଇଭର, ଲୁହାରଡ ପୋଲିସ ଜବତ କରିଛି। ଗିରଫମାନଙ୍କୁ ସୋମବାର କୋର୍ଟ ଚାଲାଣ କରାଯାଇଥିବା ଆଇଆଇସି ଅଭିମନ୍ୟୁ ଦାସ କହିଛନ୍ତି। ଘଟଣାରେ ଅନ୍ୟକିଛି ବ୍ୟକ୍ତିଙ୍କ ସମ୍ପୃକ୍ତ ଥିବା ଆଇଆଇସି ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରେକ୍‌ ଫେଲ୍‌ ସାଜିଲା କାଳ: ଦୁଇଟି ଟ୍ରକ୍‌ ମଧ୍ୟରେ ଚାପି ହୋଇଗଲା ବୋଲେରୋ, ଜୀବନ୍ତ ଜଳିଗଲେ ୬ ଯାତ୍ରୀ, ମୃତ୍ୟୁର ଚିତ୍କାରରେ…

ମିର୍ଜାପୁର,୨୨।୪: ମିର୍ଜାପୁର-ରିୱା ଜାତୀୟ ରାଜପଥରେ ବୁଧବାର ରାତିରେ ଏକ ହୃଦୟ ବିଦାରକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗାଡ଼ି ଦୁଇଟି ଟ୍ରକ ମଝିରେ ଚାପି ହୋଇଯିବା…

କଲ୍ୟାଣ ମଣ୍ଡପ ଏବେ ଅସ୍ଥାୟୀ ଗଞ୍ଜାମ ଏନ୍‌ଏସି କାର୍ଯ୍ୟାଳୟ

ଗଞ୍ଜାମ,୨୩।୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ ବଜାର ସ୍ଥିତ ଏନ୍‌ଏସି (NAC) କାର୍ଯ୍ୟାଳୟ ଏବେ କଲ୍ୟାଣୀ ମଣ୍ଡପକୁ ସ୍ଥାନାନ୍ତରିତ ହେବାକୁ ଯାଉଛି। ପୁରୁଣା କାର୍ଯ୍ୟାଳୟ ଗୃହକୁ ଭାଙ୍ଗି…

ଅସହ୍ୟ ତାତି: ବରଗଡ଼ ଜିଲାରେ ଏହି ତାରିଖ ପର୍ଯ୍ୟନ୍ତ ବଢ଼ିଲା ସ୍କୁଲ, କଲେଜ ଛୁଟି

ବରଗଡ଼, ୨୨।୪ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଅସହ୍ୟ ତାତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ…

ଆଉ ୧୫ ଦିନ ପରେ ବଢ଼ିପାରେ ତେଲ ଦର! ପେଟ୍ରୋଲିୟମ ଡିଲର୍ସ ସଂଘ କହିଲା….

ନୂଆଦିଲ୍ଲୀ,୨୨।୪: ତୈଳ ଦରକୁ ନେଇ ପେଟ୍ରୋଲିୟମ ଡିଲର୍ସ ସଂଘର ଆକଳନ । ଆଉ ୧୫ ଦିନ ଯୁଦ୍ଧ ସ୍ଥିତି ଲାଗିଲ ରହିଲେ, ବଢ଼ିପାରେ ତେଲ ଦର। ଅଶୋଧିତ…

ଭାରତରୁ ପାକିସ୍ତାନ ଯିବାକୁ ଖର୍ଚ୍ଚ ହୁଏ କେତେ ଟଙ୍କା? ଜାଣିଲେ ଉଡିବ ହୋସ୍‌

ଭାରତ ଏବଂ ପାକିସ୍ତାନ ପଡ଼ୋଶୀ ରାଷ୍ଟ୍ର ହୋଇଥିଲେ ମଧ୍ୟ, ଦୁଇ ଦେଶ ମଧ୍ୟରେ ଯାତ୍ରା କରିବା ଲୋକମାନେ ପ୍ରାୟତଃ ଭାବୁଥିବା ପରି ସରଳ ନୁହେଁ। ଯଦି ଆପଣ…

ଇଣ୍ଡକ୍ସନ କୁକଟପ୍‌କୁ ନେଇ ବଡ଼ ଘୋଷଣା କରିବେ ସରକାର, ସିଲିଣ୍ଡର ବ୍ୟବହାରକାରୀ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୪: ପଶ୍ଚିମ ଏସିଆର ସଙ୍କଟ ମଧ୍ୟରେ ଘରୋଇ ଉତ୍ପାଦନକୁ ବୃଦ୍ଧି କରିବା ଏବଂ ମୂଲ୍ୟ ବୃଦ୍ଧିର ମୁକାବିଲା କରିବା ପାଇଁ ସରକାର ଇଣ୍ଡକ୍ସନ କୁକଟପ ପାଇଁ ଗୁରୁତ୍ୱପୂର୍ଣ୍ଣ…

୨୫ରୁ ଝଡ଼ବର୍ଷା ଆଲର୍ଟ, IMD କହିଲା ବଢିପାରେ ପବନର ବେଗ!

ନୂଆଦିଲ୍ଲୀ,୨୨।୪: ଉତ୍ତର-ପଶ୍ଚିମ ଭାରତରେ ପ୍ରବଳ ଗରମ ଆରମ୍ଭ ହୋଇଥିବାବେଳେ, ଉତ୍ତର-ପୂର୍ୱ ଭାରତରେ ପ୍ରବଳ ବର୍ଷାର ପ୍ରକୋପ ଜାରି ରହିଛି। ପାଣିପାଗ ବିଭାଗ ଏପର୍ଯ୍ୟନ୍ତ ୧୩ଟି ରାଜ୍ୟ ପାଇଁ…

ବାଇକ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ, ଗାଁରୁ ଦାରିଙ୍ଗବାଡି ଆସି ଫେରୁଥିବା ବେଳେ…

ଦାରିଙ୍ଗବାଡି,୨୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପାଙ୍ଗାଲି ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri