ଚୋରି ଟ୍ରକ ଜବତ, ଚାଳକ କୋର୍ଟ ଚାଲାଣ

ରସୁଲପୁର,୨୨।୪(ଡିଏନଏ): ରସୁଲପୁର ବ୍ଲକ ୧୬ନଂ ଜାତୀୟ ରାଜପଥ ପାର୍ଶ୍ୱସ୍ଥ ଏକ ହୋଟେଲ ନିକଟରୁ ଏକ ୧୦ ଚକିଆ ଟ୍ରକ (ନଂ. ଓଆର୦୯ଏଫ୮୧୫୧) ଚୋରି ହୋଇଯାଇଥିଲା। ମଙ୍ଗଳବାର ରାତିରେ ଏନେଇ ଥାନାରେ ଅଭିଯୋଗ ହେବା ପରେ କୁଆଖିଆ ଥାନା ପକ୍ଷରୁ ଖୋଳତାଡ଼ କରାଯାଇଥିଲା। ପୋଲିସ ଏ ସମ୍ପର୍କରେ ଥାନାରେ ଏକ ମାମଲା (ନଂ.୧୩୩/୨୦) ରୁଜୁ କରିଥିଲା। ଟ୍ରକଟି ପାଣିକୋଇଲି ଥାନା ସାହାପୁର ନିକଟସ୍ଥ ରାଜପଥ କଡ଼ରୁ ଜବତ କରି ଟ୍ରକ ଚାଳକଙ୍କୁ ବୁଧବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତ ଯାଜପୁର ସଦର ଥାନା ମହେଶ୍ୱରପୁର ପଞ୍ଚାୟତ ବ୍ରାହ୍ମଣବାଚପୁର ଗ୍ରାମର ରିଟୁଲ ମଲିକ(୨୨) ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ଆତ୍ମହତ୍ୟା ଉଦ୍ୟମ ଘଟଣା : ବିରୋଧୀ ଦଳ ନେତାଙ୍କ ଅନୁଧ୍ୟାନ

କେସିଙ୍ଗା,୨୫।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ପଥର୍ଲା ଗ୍ରାମ ପଞ୍ଚାୟତର ବାହାଦୂରପଦର ଗ୍ରାମର ଚାଷୀ ଡମ୍ବରୁଧର ପୋଢ଼ (୩୫) ଆତ୍ମହତ୍ୟା ଉଦ୍ୟମ କରିଥିଲେ ।...

ନିୟମିତ ଦିଆଯିବ କରୋନା ସମ୍ପର୍କିତ ତଥ୍ୟ

ଅନୁଗୋଳ ଅଫିସ୍‌, ୧୭।୩ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ କରୋନା ମୁକାବିଲା ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ଏହି ଅବସରରେ ସୋମବାର ଅପରାହ୍ନରେ ଜିଲାପାଳ ମନୋଜ...

ରଥଯାତ୍ରା ପାଇଁ ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ: ପୁରୀ ଜିଲାପାଳ

ପୁରୀ ଅଫିସ୍‌,୨୨।୬: ସୁପ୍ରିମକୋର୍ଟରେ ଚାଲିଛି ରଥଯାତ୍ରାର ଶୁଣାଣି। ସକରାତ୍ମକ ଫଳାଫଳ ଆସିବ ବୋଲି ଭକ୍ତଙ୍କ ମହଲରେ ବେଶ୍‌ ଉତ୍ସାହ ଖେଳିଯାଇଛି। ତେଣୁ ସମୟ ବହୁତ କମ...

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ: ଷ୍ଟ୍ରେଚରରେ ବୁହାହେଲେ ପ୍ରସୂତ

ଭାପୁର, ୧ା୮(ଡି.ଏନ.ଏ.) – ରାସ୍ତା ନ ଥିବାରୁ ଗାଁରେ ପଶି ପାରି ନ ଥିଲା ଆମ୍ବୁଲାନ୍ସ। ଫଳରେ ଯନ୍ତ୍ରଣାରେ ଛଟପଟ ହେଉଥିବା ପ୍ରସୂତିଙ୍କୁ ଷ୍ଟ୍ରେଚରରେ ବୋହି...

ପାଣି ପିଇବା ବାହାନରେ ସୁନାଚେନ୍‌ ଲୁଟ୍‌ ଉଦ୍ୟମ: ଲୋକେ ନିର୍ଧୁମ ପିଟିବା ପରେ ପୋଲିସ ଜିମା ଦେଲେ

ବାହାନଗା, ୧୬ା୮(ଡି.ଏନ.ଏ.)-ବାହାନଗା ଦରଡିଆସ୍ଥିତ ୧୬ ନମ୍ବର ଜାତୀୟ ରାଜପଥ କଡରେ ଥିବା ଏକ ଘରକୁ ଜଣେ ଯୁବକ ପାଣି ପିଇବା ବାହାନାରେ ଯାଇ ଜଣେ ମହିଳାଙ୍କ...

ସତ୍ୟବାଦୀରେ ଗୁଳିକାଣ୍ଡ: ଯୁବକଙ୍କ ଜୀବନଗଲା, ପ୍ରତିବାଦରେ ରାଜପଥ ଅବରୋଧ

ସତ୍ୟବାଦୀ,୯।୩(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ବଡ଼ କାଞ୍ଜିଆ ଛକରେ ରବିବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ଏଥିରେ ପୁରନ୍ଦର ବେହେରା ଓରଫ ଭାସିଆ ନିହତ...

ଶିଁକ୍‌ଲା ବଁଧା ଜୀବନ୍‌ ବିତଉଛନ୍‌ ସିନିକଟ୍‌

ବିଜେପୁର, ୬।୮ (ଡି.ଏନ୍‌.ଏ): ବରଗଡ଼ ଜିଲା ବିଜେପୁର ବ୍ଲକ ଟି.ଗଣ୍ଡପାଲି ପଁଚେତ୍‌ ସଦର ଗଁାର ସନିକଟ୍‌ ସାହୁ(୪୮)। ଦିନ୍‌ଥିଲା ସେ ବାହାଜଁାଗଲ୍‌ ମାଜି ମା’ବାପ୍‌, ସିଆନି...

ବିସ୍ଥାପିତ ତାଲିକାରେ ସାମିଲ ନ କଲେ ଆନ୍ଦୋଳନ

କଳିଙ୍ଗନଗର,୪ା୨(ଡି.ଏନ.ଏ): କଳିଙ୍ଗନଗର ଶିଳ୍ପାଞ୍ଚଳରେ ଟାଟା କାରଖାନା ପାଇଁ ଚାନ୍ଦିଆ, ବାଲିଗୋଠ, ଗୋବର ଘାଟି, କଳାମାଟିଆ, ବାଇଡୁବୁରୀ, ଗାଢପୁର, ଚମ୍ପାକୋଇଲି, ବାନ୍ଦରଗାଡିଆ, ବାମିୟାଗୋଠ, ମାନିଆପାତଳ, ଅମ୍ବଗଡିଆ ଗ୍ରାମବାସୀ...

Advertisement


Archives

Model This Week