ଚୋରି ସାମଗ୍ରୀ କ୍ରୟ ଘଟଣା: ୨ କ୍ରେତା କୋର୍ଟ ଚାଲାଣ

ବିଜେପୁର,୧୯।୧୨(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ପୋଲିସ ଏକ ଚୋରି ରାକେଟ ଠାବ କରି ମୁଖ୍ୟ ଅଭିଯୁକ୍ତ ସମେତ ୫ଜଣଙ୍କୁ ବୁଧବାର କୋର୍ଟ ଚାଲାଣ କରିଥିଲା। ତେବେ ଏହି ଘଟଣାରେ ସମ୍ପୃକ୍ତ ଚୋରି ସାମଗ୍ରୀକୁ କ୍ରୟ କରିବା ଅଭିଯୋଗରେ ଦୁଇଜଣ କ୍ରେତାଙ୍କୁ ଗୁରୁବାର ଅପରାହ୍ନରେ ସୋହେଲା କୋର୍ଟକୁ ଚାଲାଣ କରାଯାଇଥିବା ସୂଚନା ମିଳିଛି। ସେମାନେ ହେଲେ ଉକ୍ତ ଥାନା ଅନ୍ତର୍ଗତ ଜାରିଂ ଗ୍ରାମର ଜୟମିତ୍ର ପଧାନ(୫୮) ଓ ମୁଣୋମହୁଲର ଅଗସ୍ତି ସାହୁ(୩୮)।

ସୋହେଲା ଥାନା ଅନ୍ତର୍ଗତ ବନାବିରାର ମୁଖ୍ୟ ଅଭିଯୁକ୍ତ ଗିରିଶ ଜଗଦଲା ବିଭିନ୍ନ ସ୍ଥାନରୁ ଚାଷୀମାନଙ୍କର ଗଭୀର ନଳକୂପର ସମରସେବୁଲ୍‌ ପମ୍ପ ଚୋରି କରିଥିଲେ। ତାଙ୍କଠାରୁ ଜୟମିତ୍ର ଓ ଗିରିଶ ୩ଟି ଲେଖାଏ ସମରସେବୁଲ ପମ୍ପ କ୍ରୟ କରିଥିଲେ। ଏନେଇ ପୋଲିସ କେସ ନଂ ୨୨୩/୧୯ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତଦ୍ୱୟଙ୍କୁ କୋର୍ଟ ଚାଲାଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣସିଂହପୁର ଜଗନ୍ନାଥ କଲୋନିରେ ଚାଲିଛି ଗଣେଶ ପୂଜା ପ୍ରସ୍ତୁତି, ସ୍ଥାପନ ହେ

​କଲ୍ୟାଣସିଂହପୁର,୩୦।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାସ୍ଥିତ ଜଗନ୍ନାଥ କଲୋନିଠାରେ ଆଗାମୀ ଗଣେଶ ପୂଜା ନିମନ୍ତେ ରବିବାର ବିଧିବଦ୍ଧ ଭାବେ ଭୂମି ପୂଜା…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ଧର୍ମଶାଳାରେ ଚାଞ୍ଚଲ୍ୟ, କେଲୁଅ ନଦୀରେ ଭାସୁଛି ମୃତଦେହ

ଧର୍ମଶାଳା,୩୦ା୮(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଦେଓଦା ପଞ୍ଚାୟତ ବାସୁଦେବପୁର ଶନି ମନ୍ଦିର ନିକଟ କେଲୁଅ ନଦୀରେ ଏକ ଅଜଣା ଶବ ଭାସୁଥିବା…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri