ଚୋରି ସାମଗ୍ରୀ ସହିତ ଚୋର ଗିରଫ

ଜୁନାଗଡ,୨୩।୪(ଡି.ଏନ୍‌.ଏ)- କଳାହାଣ୍ଡି ଜିଲା ଜୁନାଗଡ ଥାନା ବୋଦେଲ ଗ୍ରାମର ଅଜିତ ପଟେଲଙ୍କ ମୋଟର ପମ୍ପ, ଗ୍ୟାସ ସିଲିଣ୍ଡର ଓ ଚୂଲା ଚୋରି ହୋଇଥିବା ନେଇ ଥାନାରେ ଅଭିଯୋଗ କରିଥିଲେ। ଏ ନେଇ ଜୁନାଗଡ ପୋଲିସ ଏକ ମାମଲ ରୁଜୁ କରିିଥିଲା। ବୁଧବାର ଚୋରି ଅଭିଯୋଗରେ ଜୁନାଗଡ ବ୍ଲକ ଚାରବାହାଲ ସାଗରପଡାର ରଜନୀ ଗହୀରଙ୍କୁ ପୋଲିସ ଗିରଫ କରିଛି। ତାଙ୍କଠାରୁ ଚୋରି ସାମଗ୍ରୀ ଜବତ କରାଯାଇଛି। ପରେ ତାଙ୍କୁ କୋର୍ଟଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଉପକୂଳରେ ସମରାଭ୍ୟାସ ‘ସି ଭିଜିଲ୍‌’

ପାରାଦୀପ,୧୩ା୧(ସ୍ବ.ପ୍ର.): ପାରାଦୀପ ସମେତ ଓଡ଼ିଶାର ୪୮୦ କିଲୋମିଟର ପୂର୍ବଉପକୂଳ ଓ ଦେଶର ସାମୁଦ୍ରିକ ସୀମାରେ ମଙ୍ଗଳବାର ୨ ଦିନିଆ ମିଳିତ ସମରାଭ୍ୟାସ ଆରମ୍ଭ ହୋଇଛି। ଏହାର...

ଶ୍ରୀମନ୍ଦିରରେ ସଅଳ ନୀତିକାନ୍ତି, ଶୃଙ୍ଖଳିତ ଦର୍ଶନ

ପୁରୀ ଅଫିସ,୧୨ା୧୧: ଶ୍ରୀମନ୍ଦିରରେ ମଙ୍ଗଳବାର କାର୍ତ୍ତିକ ପୂର୍ଣ୍ଣିମା ନୀତି ଅନୁଷ୍ଠିତ ହୋଇଯାଇଛି। ସଅଳ ନୀତିକାନ୍ତି ଯୋଗୁ ଦର୍ଶନ ଶୃଙ୍ଖଳିତ ହୋଇଛି। ପ୍ରବଳ ଗହଳି ସତ୍ତ୍ବେ ଶ୍ରଦ୍ଧାଳୁମାନେ...

ଏଏସ୍‌‌ଆଇ ପକ୍ଷରୁ ଶ୍ରୀମନ୍ଦିରର ଗର୍ଭଗୃହ ଯାଞ୍ଚ

ପୁରୀ ଅଫିସ,୨୫।୬: ଏଏସ୍‌‌ଆଇ ପକ୍ଷରୁ ଗୁରୁବାର ଶ୍ରୀମନ୍ଦିର ଯାଞ୍ଚ କରାଯାଉଛି। ଡାକ୍ତର ଏନ୍‌.ସି. ପାଲଙ୍କ ନେତୃତ୍ୱରେ ଏକ ଟିମ୍‌ ଏହି ଯାଞ୍ଚ କରୁଛନ୍ତି। ବିଶେଷକରି ଗର୍ଭଗୃହର...

୧୯ରେ ଖୋଲିବ ସ୍କୁଲ: ୧୭ରେ ଶିକ୍ଷକ, କର୍ମଚାରୀ ପରଖିବେ ଗୃହ ସ୍ଥିତି

ବ୍ରହ୍ମପୁର ଅଫିସ, ୧୨।୬: ଖରାଛୁଟି ପରେ ଆସନ୍ତା ୧୯ ତାରିଖରେ ବିଦ୍ୟାଳୟ ଖୋଲିବ । ତେବେ ବିଦ୍ୟାଳୟ ଖୋଲିବା ପୂର୍ବରୁ ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ ଗଞ୍ଜାମ...

ମଞ୍ଚା କରି ରାତିରେ ଫସଲ ଜଗୁଛନ୍ତି ଚାଷୀ

ମହାକାଳପଡ଼ା,୨୬ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଜଙ୍ଗଲି ବାର୍‌ହା ଉପଦ୍ରବ ଦେଖାଦେଇଛି। ବାର୍‌ହାମାନେ ଚାଷୀମାନଙ୍କ ଆଖିରୁ ନିଦ ହଜାଇ ଦେଇଛନ୍ତି। ପାଚିଲା ଧାନ...

ବ୍ୟବସାୟୀଙ୍କୁ ତାଲାପକାଇ ସିରିଜ୍‌ ଚୋରି: ସିସିଟିଭିରେ ଚୋରଙ୍କ କାରନାମା କଏଦ୍‌

ଖୋର୍ଦ୍ଧା ଅଫିସ, ୩୦।୧୦: ଖୋର୍ଦ୍ଧା ଜିଲା ଆଦର୍ଶ ଥାନା ଅନ୍ତର୍ଗତ ମୁକୁନ୍ଦପ୍ରସାଦ ଓ ଗୋଡିପୋଖରୀ ଛକରୁ ମଙ୍ଗଳବାର ରାତିରେ ସିରିଜ୍‌ ଚୋରି ହୋଇଛି। ଷ୍ଟିଲ ଓ...

ବିଛାଖଣ୍ଡି ଖାଦାନରେ ଚଢାଉ, ୧୮କୁ ନୋଟିସ

ଧର୍ମଶାଳା/ଜେନାପୁର,୧୪|୮(ଡି.ଏନ୍‌.ଏ.)- ଧର୍ମଶାଳା ତହସିଲ ଓ ବନ ବିଭାଗ ପକ୍ଷରୁ ବିଛାଖଣ୍ଡି ମୌଜାରେ ପୁନଶ୍ଚ ମଙ୍ଗଳବାର ବେଆଇନ କ୍ରଶର ଉପରେ ଚଢାଉ କରାଯାଇଛି। ଏହି ସମୟରେ ଏନ୍‌ଓସି...

କଟକର ଘରୋଇ କଲେଜରୁ ୧୨ ଆକ୍ରାନ୍ତ ଚିହ୍ନଟ ଘଟଣା: କଣ୍ଟାକ୍ଟ ଟ୍ରେସିଂ କରିବ ସିଏମ୍‌ସି

କଟକ ଅଫିସ,୧୮।୩: କଟକରେ ଧିରେ ଧିରେ ବଢ଼ିବାରେ ଲାଗିଲାଣି କରୋନା ସଂକ୍ରମଣ। ସହରର ଏକ ଘରୋଇ କଲେଜରୁ ୧୨ଜଣ କୋଭିଡ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ...

Advertisement
Archives

Model This Week