ଚୌଦ୍ୱାରରେ ଦୁଇ ଦିନିଆ ଶଟ୍‌ଡାଉନ୍‌ ପ୍ରଭାବ: ରାସ୍ତାଘାଟ ଜନଶୂନ୍ୟ, ଘରୁ ବାହାରିଲେନି ଲୋକେ

ଚୌଦ୍ୱାର,୬।୬(ଡି.ଏନ୍‌.ଏ.): କରୋନା ମହାମାରିକୁ ରୋକିବା ଦିଗରେ ରାଜ୍ୟ ସରକାର ୧୧ ଜିଲାରେ ପ୍ରତ୍ୟେକ ଶନିବାର ଓ ରବିବାର ଶଟ୍‌ଡାଉନ୍‌ ରଖିବା ପାଇଁ ଘୋଷଣା କରିଛନ୍ତି । ଏହି କ୍ରମରେ କଟକ ଜିଲା ଚୌଦ୍ୱାର ସହରରେ ସଟଡାଉନର ପ୍ରଭାବ ରେ ସାଧାରଣ ଲୋକେ ଘରୁ ପଦାକୁ ବାହାରିନାହାନ୍ତି। ୫୫ନଂ ଜାତୀୟ ରାଜପଥ ଉପରେ କେବଳ ଭାରିଯାନ ଚଳାଚଳ କରୁଥିବା ଦେଖିବାକୁ ମିଳିଥିବା ବେଳେ ରାସ୍ତାଘାଟ ଶୁନଶାନ ରହିଛି। ସେହିଭଳି ଔଷଧ ଦୋକାନଗୁଡିକ ଛାଡ଼ିଦେଲେ ବାକି ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ଚୌଦ୍ୱାର ପୋଲିସ ତରଫରୁ ବିଭିନ୍ନ ସ୍ଥାନରେ କଡା ପହରା ଦିଆଯାଉଛି। ଅମାନିଆଙ୍କୁ ସଚେତନ କରିବା ସହିତ ଜରିମାନା ମଧ୍ୟ ପୋଲିସ ଆଦାୟ କରାଯାଉଥିବା ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭବତୀ ଥିବା ଭିନ୍ନକ୍ଷମ ଝିଅକୁ ଘରୁ ତଡ଼ିଦେଲେ ପରିବାର: ଅଳିଆଗଦାରେ ଶିଶୁପୁତ୍ର ପ୍ରସବ

କୋରାପୁଟ,୨୪ା୪(ସ୍ବ.ପ୍ର.) ଗର୍ଭବତୀ ଥିବା ଜଣେ ମୂକ ବଧିର ମହିଳାଙ୍କ ପ୍ରସବ ବେଦନା ହେବା କ୍ଷଣି ପରିବାର ଲୋକେ ତାଙ୍କୁ ଘରୁ ତଡ଼ିଦେଲେ। ମହିଳା ଜଣକ ଘର...

ଭବାନୀପାଟଣା ସହର ଆଖପାଖ ଅଞ୍ଚଳରେ ଝଡ଼ତୋଫାନ ବର୍ଷା: ଉଡ଼ିଲା ଘରର ଛାତ, କୁଆପଥର ମାଡ଼ରେ ବ୍ୟାପକ କ୍ଷୟକ୍ଷତି

ଭବାନୀପାଟଣା, ୨୫।୨ (ଡି.ଏନ୍‌.ଏ.)- ଭବାନୀପାଟଣା ଆଖପାଖ ଅଞ୍ଚଳରେ ମଙ୍ଗଳବାର ସନ୍ଧ୍ୟାରେ କିଛି ସମୟ ପାଇଁ ଝଡ଼ତୋଫାନ ବର୍ଷା ସହ କୁଆପଥର ମାଡ଼ ହୋଇଛି। ଫଳରେ ଅନେକ...

ଚିକିସତ୍ା ଲାଗି ଟଁକା ଅଭାବ୍‌: ଭାଏଗ୍‌କେ ଆଦ୍‌ରି ପଡ଼ିରହିଛନ୍‌ ସୂଯର୍‌ୟମଣି

ଟିକ୍ରାପଡା, ୨ ା୭ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ସଇଁନ୍ତଳା ବ୍ଲକ କରମତଲା ପଁଚେତ୍‌ ଅଧୀନ ଭଣ୍ଡାରବାଞ୍ଜି ଗଁାର ସୂର୍ଯ୍ୟମଣି ସୁନାପିରତି(୪୬)। ସେ ଗଲା ୨୦୧୮ ଅକ୍ଟୋବରରେ...

ବ୍ରହ୍ମପୁର ବିଧାନସଭାରେ ବିଜେଡି ଆଗୁଆ

ବ୍ରହ୍ମପୁର ଅଫିସ,୨୩ା୫- ବ୍ରହ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡିର ବିକ୍ରମ ପଣ୍ଡାଙ୍କୁ ୩ ହଜାର...

ବଞ୍ଚତ୍ବାର ବାଟ ଦେଖାଇଛି ଆଖୁରସ ବ୍ୟବସାୟ

ରସୁଲପୁର,୨୧।୧(ଡି.ଏନ୍‌.ଏ.): ପରିବାରର ଦୁର୍ବଳ ଆର୍ଥିକ ଅବସ୍ଥା ତାଙ୍କ ପାଇଁ ଏକ ବଡ଼ ସମସ୍ୟା ଥିଲା। ୫ପ୍ରାଣୀ କୁଟୁମ୍ବଙ୍କ ବୋଝ ମୁଣ୍ଡରେ ଲଦି ହୋଇଯାଇଥିଲା। ଜନ୍ମମାଟିରେ ରୋଜଗାର...

ରେଳ ଧାରଣାରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର

ବ୍ରହ୍ମପୁର ଅଫିସ,୨୨।୧୧: ଗଞ୍ଜାମ ଜିଲା ଆଙ୍କୁଲି ରେଳ ଫାଟକ ନିକଟ ରେଳଧାରଣା ପାର୍ଶ୍ୱରୁ ଜିଆର୍‌ପି ଶୁକ୍ରବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ...

ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଲେ ନୀଳମାଧବ ଜୀଉ

ଖଣ୍ଡପଡ଼ା,୯ା୧୧(ସ୍ବ.ପ୍ର.): କାର୍ତ୍ତିକ ଏକାଦଶୀ ଶୁକ୍ରବାରଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ଶ୍ରୀ ନୀଳମାଧବ ଜୀଉଙ୍କୁ ବିଭିନ୍ନ ବେଶରେ ସଜ୍ଜିତ କରିବାର ପରମ୍ପରା ରହିଛି। ଏହି ଅବସରରେ ଆଜି ସକାଳ...

ପୃଥକ ଦୁର୍ଘଟଣା: ୨ ମୃତ

ବ୍ରହ୍ମପୁର ଅଫିସ, ୨୦।୭: ବାଇକରୁ ଖସି ପୃଥକ ଘଟଣାରେ ୨ ଜଣଙ୍କର ଏମ୍‌କେସିଜି ମେଡିକାଲରେ ମୃତ୍ୟୁ ଘଟିଛି। ସେମାନେ ହେଲେ ଦିଗପହଣ୍ଡି ଥାନା ଅନ୍ତର୍ଗତ କୃଷ୍ଣକୃପାମୟପୁର...

Coronavirus Update


Archives

Model This Week

Why Dharitri