ଚୌଦ୍ୱାର-କଟକ ବସ୍‌ ଚଳାଚଳ ଦାବି କଲେ ଲୋକେ

ଚୌଦ୍ୱାର,୧୧ା୬(ଡି.ଏନ୍‌.ଏ.): କରୋନା ମହାମାରୀ ଯୋଗୁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା ହେବା ପରେ ଗତ ମାର୍ଚ୍ଚ ୨୩ରୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିଲା। ଫଳରେ ଯାତାୟାତ ପାଇଁ ଲୋକେ ନାହିଁ ନ ଥିବା ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଗତ କିଛିଦିନ ହେବ ରାଜ୍ୟ ସରକାର ବସ୍‌ ଚଳାଚଳ ପାଇଁ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ଏଯାବତ୍‌ ଚୌଦ୍ୱାରରୁ କଟକ ବସ୍‌ ସେବା ଆରମ୍ଭ କରାଯାଇନାହିଁ। ଫଳରେ ଚୌଦ୍ୱାର ସହରବାସୀଙ୍କ ସମେତ ଆଖପାଖ ପଞ୍ଚାୟତର ଲୋକେ ନାନାଦି ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସରକାରଙ୍କ ଘୋଷଣା ପରେ ମାତ୍ର ଗୋଟିଏ ଦିନ ପାଇଁ ଗୋଟିଏ ବସ୍‌ ଚୌଦ୍ୱାରରୁ କଟକ ଯାତାୟାତ କରିଥିବା ବେଳେ ଉପଯୁକ୍ତ ପ୍ରାପ୍ୟ ନ ମିଳିବାରୁ ସେହି ବସ୍‌ ବନ୍ଦ କରିବାକୁ ବାଧ୍ୟ ହୋଇଥିବା ଜନୈକ ବସ୍‌ ମାଲିକ କୁହନ୍ତି।ସେହିଦିନଠାରୁ ଚୌଦ୍ୱାରରୁ କଟକ ବସ୍‌ ସେବା ବନ୍ଦ ରହିଛି। ଘରୋଇ ବସ୍‌ କିମ୍ବା ସରକାରୀ ବସ୍‌ ନ ଚାଲିବାରୁ ଲୋକେ ଦୈନନ୍ଦିନ ଜୀବନରେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଜିଲା ପ୍ରଶାସନ ଲୋକଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ବର୍ତ୍ତମାନ ସ୍ଥିତିରେ ସରକାରୀ ବସ୍‌ ଖଣ୍ଡିଏ ଚୌଦ୍ୱାରରୁ କଟକ ଚଳାଇବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri