ଛକନା ହତ୍ୟାକାଣ୍ଡ: ବୀମା ଟଙ୍କା ପାଇଁ ମା’ଙ୍କୁ ହତ୍ୟା, ଲୁଣା ନଦୀରେ ଫିଙ୍ଗିଥିଲେ; ସାବତ ପୁଅ, ବୋହୁ, ସହଯୋଗୀ ଗିରଫ

କେନ୍ଦ୍ରାପଡା ଅଫିସ, ୨୩।୮- କେନ୍ଦ୍ରାପଡ଼ା ସଦର ଥାନା ଛକନା ଗ୍ରାମର ଅଲେଖ ଚନ୍ଦ୍ର ବିଶ୍ୱାଳଙ୍କ ସ୍ତ୍ରୀ ସସ୍ମିତା ହତ୍ୟାକାଣ୍ଡ ମାମଲାରେ ଶୁକ୍ରବାର ୩ଜଣ ଗିରଫ ହୋଇଛନ୍ତି। ସେମାନେ ହେଲେ ସଶ୍ମିତାଙ୍କ ସାବତ ପୁଅ ସନ୍ତୋଷ (୨୫), ବୋହୁ ଦେବସ୍ମିତା (୨୪) ଏବଂ ଉକ୍ତ ଗ୍ରାମର ଦିପି ଓରଫ ଦୁଃଖୀଶାମ ନାୟକ ।

ଏସ୍‌ପି ନୀତିଶେଖର ଏକ ଖବରଦାତା ସମ୍ମିଳନୀ କରି ସୂଚନା ଦେଇ କହିଛନ୍ତି, ଅଲେଖଙ୍କ ସ୍ତ୍ରୀ ସଶ୍ମିତା ଅଭିଯୁକ୍ତ ସାବତ ପୁଅବୋହୁଙ୍କଠାରୁ ଅଲଗା ରହୁଥିଲେ। ତେବେ ଏକ ଜମି ଓ ଅଲେଖଙ୍କ ବୀମାରାଶି ୨ ଲକ୍ଷ ଟଙ୍କା ପାଇଁ ସେମାନଙ୍କ ମଧ୍ୟରେ କଳହ ହୋଇଥିଲା। ଗତ ୧୦ ତାରିଖରେ ଅଭିଯୁକ୍ତମାନେ ସଶ୍ମିତାଙ୍କୁ ମାରି ଗ୍ରାମ ନିକଟ ଲୁଣା ନଦୀରେ ଫିଙ୍ଗି ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍ୟାନକୃଷି ବିକାଶରେ ଜଙ୍ଗଲ ବିନାଶ

ଯାଜପୁର ଅଫିସ,୨୦।୮: ଯାଜପୁର ଜିଲା ସୁକିନ୍ଦା ତହସିଲ ଦାମୋଦରପୁର, ବତଲଣ୍ଡା ଓ କରଗୋଳା ମୌଜା ଅଞ୍ଚଳରେ ୫୦ କିମ୍ବା ୧୦୦ ନୁହେଁ, ୩୭୭.୮୩ ଏକର ପତରା...

ବୃଦ୍ଧ ଦମ୍ପତିଙ୍କୁ ନିଶା ଦେଇ ଲୁଟ୍‌ ଉଦ୍ୟମ

ହିଞ୍ଜିଳିକାଟୁ ୧।୧୨ ( ଡିଏନଏ): ବୃଦ୍ଧ ଦମ୍ପତିଙ୍କୁ ନିଶା ଦେଇ ଲୁଟ୍‌ ଉଦ୍ୟମ। ଗୁରୁବାର ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବସ୍‌ଷ୍ଟାଣ୍ଡରେ ଏଭଳି ଘଟଣା ସାମ୍ନାକୁ ଆସିଛି।...

ଗୁଳିକାଣ୍ଡ ପରେ ଏଏସ୍‌ଆଇଙ୍କ ସ୍ତ୍ରୀ, ପୁଅ ରଖିଲେ ପ୍ରତିକ୍ରିୟା

ଭୁବନେଶ୍ବର,୨୯।୧(ବୁରୋ): ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିକାଣ୍ଡ ଘଟଣା ପରେ ମୁଖ୍ୟମନ୍ତ୍ରୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଇତିମଧ୍ୟରେ ପୋଲିସ ଅଭିଯୁକ୍ତ ଏଏସ୍‌ଆଇ ଗୋପାଳ...

ଯୁକକଙ୍କ ସନ୍ଦେହଜନକ ମୃତ୍ୟୁ: ଥାନାରେ ମାଡ଼ ମରାଯାଇଥିବା ଚର୍ଚ୍ଚା, ଦୋଷ ଝାଡ଼ୁଛି ପୋଲିସ

ନାଉଗାଁ, ୩।୭(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ନାଉଗାଁ ବ୍ଲକ ଅନ୍ତର୍ଗତ ନାଉଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଯୁବକଙ୍କ ବୁଧବାର ସକାଳେ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ସେ...

ପୁନରାବୃତ୍ତି ହେବନି କହିଲେ ସିଡିଏମ୍‌ଓ

ଅନୁଗୋଳ ଅଫିସ, ୧୫।୧୨ ଅନେକ ସମୟରେ ସନ୍ଦିଗ୍ଧ ଅବସ୍ଥାରେ ଆହତ କିମ୍ବା ଗୁରୁତର ହୋଇ ବ୍ୟକ୍ତି ମେଡିକାଲକୁ ଆସୁଥିଲେ ହେଁ ଏ ସମ୍ପର୍କରେ ଜିଲା ମୁଖ୍ୟ...

ଇକୋ ସେନ୍‌ସେଟିଭ ଜୋନ୍‌ରେ ପ୍ରକଳ୍ପ

କେନ୍ଦ୍ରାପଡ଼ା ଅଫିସ,୧୯।୮: ଜାତୀୟ ଉଦ୍ୟାନ ଭିତରକନିକାର ସୁରକ୍ଷା ପାଇଁ ପରିବେଶ ସମ୍ବେଦନଶୀଳ ଅଞ୍ଚଳ (ଇକୋ ସେନ୍‌ସେଟିଭ ଜୋନ) ଚିହ୍ନଟ ହୋଇଛି। ସେହି ପରିସରରେ କୌଣସି ପ୍ରକଳ୍ପ...

‘ମୁକ୍ତା’ ଯୋଜନାରେ ବଦଳିବ ସହରର ଚିତ୍ର

ଭୁବନେଶ୍ୱର, ୬।୧୨ (ବ୍ୟୁରୋ): ମୁଖ୍ୟମନ୍ତ୍ରୀ କର୍ମତତ୍ପର ଅଭିଯାନ ‘ମୁକ୍ତା’ ଯୋଜନାରେ ବଦଳିବ ସହରର ଚିତ୍ର। ମୁକ୍ତାକାଶ ଜିମ୍‌ ସହିତ ପିଲାଙ୍କ ପାଇଁ ପାର୍କ, କମ୍ୟୁନିଟି ସେଣ୍ଟର...

 ୮ ବର୍ଷ ପରେ ହେଲା ବିଦ୍ୟୁତ୍‌ ସଂଯୋଗ

କୋଦଳା,୨୬।୧୨(ଡି.ଏନ୍‌.ଏ.): ଦୀର୍ଘ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟିଛି। ୮ ବର୍ଷ ଧରି ଅନ୍ଧକାରରେ ରହୁଥିବା ସାହିବାସିନ୍ଦାଙ୍କ ମୁହଁରେ ହସ ଫୁଟିଛି। ସୋମବାର ବିଦ୍ୟୁତ୍‌ ସଂଯୋଗ ପରେ...

Advertisement
Archives

Model This Week