Posted inଜାତୀୟ

ଛତିଶଗଡ଼ରେ ବିକ୍ରି ହେବ ନାହିଁ ଷ୍ଟିକର ଲାଗିଥିବା ଫଳ

ରାୟପୁର,୧୯।୧୦: ଫଳରେ ଷ୍ଟିକର ଲାଗିଥିଲେ ତାହା ବିକ୍ରି ହୋଇପାରିବ ନାହିଁ। ଏମିତି ଫଳ ଉପରେ ଛତିଶଗଡ଼ ସରକାର ଶୁକ୍ରବାର ନିଷେଧାଜ୍ଞା ଜାରି କରିଛନ୍ତି। ଏଥିପାଇଁ ସମସ୍ତ ଫଳ ବ୍ୟବସାୟୀ ଓ ଗ୍ରାହକମାନଙ୍କୁ ସତର୍କ କରି ଦିଆଯାଇଥିବା ସରକାରଙ୍କ ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ଯଦି ଏହି ଷ୍ଟିକର ଲଗା ଫଳ କେଉଁଠି ବିକ୍ରି ହେଉଥିବା ଦେଖାଯାଏ ତେବେ ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏଭଳି ବ୍ୟବସାୟୀଙ୍କୁ ଜେଲ ସହ ଜରିମାନ ବ୍ୟବସ୍ଥା ମଧ୍ୟ ରହିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri