Posted inଜାତୀୟ

ଛତିଶଗଡ଼ରେ ବିକ୍ରି ହେବ ନାହିଁ ଷ୍ଟିକର ଲାଗିଥିବା ଫଳ

ରାୟପୁର,୧୯।୧୦: ଫଳରେ ଷ୍ଟିକର ଲାଗିଥିଲେ ତାହା ବିକ୍ରି ହୋଇପାରିବ ନାହିଁ। ଏମିତି ଫଳ ଉପରେ ଛତିଶଗଡ଼ ସରକାର ଶୁକ୍ରବାର ନିଷେଧାଜ୍ଞା ଜାରି କରିଛନ୍ତି। ଏଥିପାଇଁ ସମସ୍ତ ଫଳ ବ୍ୟବସାୟୀ ଓ ଗ୍ରାହକମାନଙ୍କୁ ସତର୍କ କରି ଦିଆଯାଇଥିବା ସରକାରଙ୍କ ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ଯଦି ଏହି ଷ୍ଟିକର ଲଗା ଫଳ କେଉଁଠି ବିକ୍ରି ହେଉଥିବା ଦେଖାଯାଏ ତେବେ ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏଭଳି ବ୍ୟବସାୟୀଙ୍କୁ ଜେଲ ସହ ଜରିମାନ ବ୍ୟବସ୍ଥା ମଧ୍ୟ ରହିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତ ମୃତକଙ୍କ ପରିବାର ପାଇଁ ୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ…

ଜୟପୁର,୧୨।୭: ବଜ୍ରପାତ ରାଜସ୍ଥାନରେ ରବିବାର ବଜ୍ରପାତ ଯୋଗୁୂ ୨୦ ଜଣଙ୍କ ମୃତ୍ୟୁ ଘଟିଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ମୃତକଙ୍କ ପରିବାର ପାଇଁ ୫ ଲକ୍ଷ ଟଙ୍କାର...

ଭାଜପାର ସୋନାର ବାଂଲା ମିଶନ: ପଦ୍ମ ଧରିଲେ ଅଭିନେତ୍ରୀ ପାୟଲ

କୋଲକାତା,୨୫ ।୨: ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ଜେପି ନଡ୍ଡା ଗୁରୁବାର ପଶ୍ଚିମବଙ୍ଗ ଗସ୍ତରେ ଯାଇ ସୋନାର ବାଂଲା ମିଶନ କ୍ୟାମ୍ପେନର ଲଞ୍ଚ କରିଛନ୍ତି ।...

ସୋସିଆଲ ମିଡିଆ ଛାଡିବେ ମୋଦି: ଟ୍ରେଣ୍ଡ କରୁଛି ‘ହାସ ନୋସାର୍‌’

ନୂଆଦିଲ୍ଲୀ,୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସୋସିଆଲ ମିଡିଆ ଛାଡିବା କଥା ଚିନ୍ତା କରୁଛନ୍ତି ବୋଲି କହିଥିଲେ। ଟୁଇଟ୍‌ କରି ସେ ଫେସବୁକ୍‌, ଟୁଇଟର, ଇନଷ୍ଟାଗ୍ରାମ...

ଆତଙ୍କବାଦୀ ଅନୁପ୍ରବେଶ ପାଇଁ ସୁଯୋଗକୁ ଚାହିଁ ବସିଛି ପାକିସ୍ତାନ: ଜାଣିଶୁଣି କରୁଛି ଅସ୍ତ୍ରବିରତି ଉଲ୍ଲଂଘନ

ଶ୍ରୀନଗର,୧୧।୧୧: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଲଗାତାର ଉତ୍ତେଜନା ବଢ଼ିବାରେ ଲାଗିଛି। ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ସୁଯୋଗ ପାଇଁ ପାକିସ୍ତାନ ଜାଣିଶୁଣି ଏଭଳି କରୁଥିବା...

ରବିବାର ଅପରାହ୍ନ ୨ଟାରେ ନିଗମ ବୋଧ ଘାଟରେ ଜେଟଲୀଙ୍କର ହେବ ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଶନିବାର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ରବିବାର ଅପରାହ୍ନ ୨ଟାରେ ଦିଲ୍ଲୀ ସ୍ଥିତ ନିଗମ ବୋଧ ଘାଟରେ ତାଙ୍କର...

ରଖେ ହରି ମାରେ କିଏ…

ମୁମ୍ବାଇ,୧୮।୫: ବାତ୍ୟା ତାଉକ୍‌ତାଏ ମହାରାଷ୍ଟ୍ର ଓ ଗୁଜରାଟରେ ତାଣ୍ଡବ ରଚିଛି। ଦୁଇ ରାଜ୍ୟରେ ବହୁ ମାତ୍ରାରେ ବାତ୍ୟା କ୍ଷୟକ୍ଷତି ଘଟାଇଥିବା ବେଳେ ଅନେକଙ୍କ ଜୀବନ ହାନି...

୨୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତର ୩

ନୂଆଦିଲ୍ଲୀ, ୧୦।୬(ପି.ଟି.): ବିଶ୍ୱର ୨୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତର ୩ଟି ସ୍ଥାନ ପାଇଛି। ବୁଧବାର ପ୍ରକାଶିତ କ୍ୟୁଏସ୍‌ ଓ୍ବାଲର୍‌ଡ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌ସରେ ଇଣ୍ଡିଆନ ଇନ୍‌ଷ୍ଟଚ୍ୟୁଟ୍‌...

ପାକିସ୍ତାନକୁ ଉଜାଗର ରଖିବାକୁ ବାଧ୍ୟ କରିଛି ଚନ୍ଦ୍ରୟାନ-୨

ନୂଆଦିଲ୍ଲୀ,୭।୯: ଭାରତର ଦ୍ୱିତୀୟ ଚନ୍ଦ୍ର ମିଶନ ଚନ୍ଦ୍ରୟାନ-୨ର ଲ୍ୟାଣ୍ଡର ‘ବିକ୍ରମ’ ଶୁକ୍ରବାର ରାତି ୨ଟା ୧୫ ମିନିଟ ସୁଦ୍ଧା ଚନ୍ଦ୍ରପୃଷ୍ଠରେ ପାଦ ଥାପିବାର ଥିଲା। ହେଲେ...

Advertisement


Archives

Model This Week

Why Dharitri